ଉଦଳାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମସ୍ତ ରୁଟ୍ରେ ବସ ଚଳାଚଳ ବନ୍ଦ
ଉଦଳା: ଆଜଠାରୁ ଉଦଳାରୁ ସମସ୍ତ ରୁଟ୍କୁ ବସ ଚଳାଚଳ ବନ୍ଦ ରହିଛି। ଉଦଳାରୁ ଭୁବନେଶ୍ୱର ଚାଲୁଥିବା ଏକ ଯାତ୍ରୀବାହୀ ବସର କଣ୍ଡକ୍ଟର ରବୀନ୍ଦ୍ର ପରିଚ୍ଛାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା । ତେବେ ଅଭିଯୁକ୍ତମାନଙ୍କୁ ଗିରଫ କରା ଯାଉନଥିବାରୁ ଆଜି ଉଦଳା ମଟର … Read More
