ଅନୁଗୁଳ ଓ ସମ୍ବଲପୁର କୋର୍ଟକୁ ବୋମା ଧମକ

ଭୁବନେଶ୍ୱର : ସକାଳୁ ସକାଳୁ ଅନୁଗୁଳ ଓ ସମ୍ବଲପୁର କୋର୍ଟକୁ ମିଳିଛି ବୋମା ଧମକ। ଅନୁଗୁଳ ଜିଲା କୋର୍ଟକୁ ସୋମବାର ବୋମାରେ ଉଡାଇଦେବାକୁ ଧମକ ମିଳିବା ପରେ କୋର୍ଟ ପରିସର ଖାଲି କରାଯାଇଥିଲା। ଇ-ମେଲ୍ ଯୋଗେ ଏହି ଧମକ ମିଳିବା ପରେ … Read More

ଆସନ୍ତା ୧୯ ରେ ରତ୍ନଭଣ୍ଡାର ଗଣତି

ପୁରୀ : ରତ୍ନଭଣ୍ଡାର ଗଣତି ପାଇଁ ନୂଆ ତାରିଖ! । ଜୁଲାଇ ୧୯ରେ ଗଣାହେବ ମହାପ୍ରଭୁଙ୍କ ଗହଣା! । ଗତ ମେ ୨୩ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ସୁନା-ଗହଣା ଓ ମୂଲ୍ୟବାନ ଜିନିଷ ଗଣତି ବନ୍ଦ ରହିଛି। ଏବେ ସ୍ନାନ ପୂର୍ଣ୍ଣିମା ସମୟରେ … Read More

ଆନ୍ଧ୍ରରେ କାୟା ମେଲାଇଲାଣି କୋଭିଡ, ଓଡ଼ିଶାରେ ହାଇ ଆଲର୍ଟ

ଭୁବନେଶ୍ୱର : ଆନ୍ଧ୍ରପ୍ରଦେଶରେ ପୁଣି କାୟା ମେଲାଇଲାଣି କୋଭିଡ । ଆନ୍ଧ୍ରରେ ୨ ମୃତ୍ୟୁ ପରେ ସୀମାନ୍ତ ଓଡ଼ିଶାରେ ହାଇଆଲର୍ଟ। ରାଜ୍ୟରେ ସବୁ ସମୟରେ କୋଭିଡ ସତର୍କତା ରହିଛି ବୋଲି କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ । ସବୁବେଳେ ଟେଷ୍ଟ ହେଉଛି । ଆନ୍ଧ୍ର … Read More

ଭୁଲ ଇଞ୍ଜେକ୍ସନ ଦେବାରୁ ରୋଗୀ ମୃତ୍ୟୁ ଅଭିଯୋଗ, ଡାକ୍ତରଙ୍କୁ ଉଠାଇନେଲା ପୋଲିସ

ଭଦ୍ରକ: ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ । ଡାକ୍ତରଙ୍କୁ ଉଠାଇ ନେଲା ପୋଲିସ । ଭଦ୍ରକ ଗ୍ରାମାଞ୍ଚଳ ଥାନା ଆରଡ଼ି ଛକ ନିକଟରେ ଥିବା ଏକ ଘରୋଇ କ୍ଲିନିକରେ ଉତ୍ତେଜନା । ଅଭିଯୋଗ ଅନୁଯାୟୀ, ଧୂଷୁରୀ ଥାନା ଗୋବିନ୍ଦପୁର ପଞ୍ଚାୟତ ଅଜମନ୍ତପୁର … Read More

ପୁରୀରେ ରଥଯାତ୍ରା ପାଇଁ ସୁରକ୍ଷା କଡ଼ାକଡ଼ି, NDRFର ସ୍ବତନ୍ତ୍ର ଟିମ୍ ମୁତୟନ

ପୁରୀ: ରଥଯାତ୍ରା ପାଇଁ ପୁରୀରେ ସୁରକ୍ଷା କଡ଼ାକଡ଼ି । ବିପର୍ଯ୍ୟୟ ପରିଚାଳନା ଓ ଜରୁରୀକାଳୀନ ସହାୟତା ଯୋଗାଇବା ପାଇଁ ମୁତୟନ ହୋଇଛନ୍ତି NDRFର ସ୍ବତନ୍ତ୍ର ଟିମ୍। ବେଳାଭୂମିରେ ସୁରକ୍ଷା ବ୍ୟବସ୍ଥା ସହ ପର୍ଯ୍ୟଟକଙ୍କ ସୁରକ୍ଷିତ ସ୍ନାନ ଲାଗି ସମୁଦ୍ର କୂଳରେ ନିୟୋଜିତ ହେବେ … Read More

ବୁଡ଼ିଗଲା କାଳୀ ବୋଟ୍’, ୯ ମୃତଦେହ ଉଦ୍ଧାର, ୬ ମତ୍ସ୍ୟଜୀବୀଙ୍କ ମିଳୁନି ପତ୍ତା

ବାଲେଶ୍ୱର : ସମୁଦ୍ରରେ ମୃତ୍ୟୁର ତାଣ୍ଡବ । ବୁଡ଼ିଗଲା ମାଆ କାଳୀ’ ଟ୍ରଲର। ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ଏବେ ବି ୬ ନିଖୋଜ । ବଙ୍ଗୋପସାଗରରୁ ଆସିଲା ବଡ଼ ଦୁଃଖଦ ଖବର । ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଥିବା ମାଛଧରା ଟ୍ରଲର … Read More

କାରକୁ କ୍ଲିନିକ୍ କରି ଦୁର୍ଗମ ଆଦିବାସୀ ଗାଁରେ ରୋଗୀଙ୍କ ସେବା କଲେ ଡାକ୍ତର

ବରଗଡ଼:ଡାକ୍ତରଖାନା ନୁହେଁ, କାର ହେଲା କ୍ଲିନିକ୍ । ଦୁର୍ଗମ ଆଦିବାସୀ ଗାଁରେ ମାନବିକତାର ପରିଚୟ ଦେଖାଇଲେ ଡାକ୍ତର ଶଙ୍କର ରାମଚନ୍ଦାନି । ଆଜିର ବ୍ୟସ୍ତବହୁଳ ସମାଜରେ ଯେଉଁଠି ଚିକିତ୍ସା ସେବା ଧୀରେ ଧୀରେ ବ୍ୟବସାୟର ରୂପ ନେଉଛି, ସେଠାରେ ଭୀମସାରର ଆସିଷ୍ଟାଣ୍ଟ ପ୍ରଫେସର … Read More

ମହିଳା ସୁନା ବ୍ୟବସାୟୀଙ୍କୁ ଆକ୍ରମଣ କରି ୩୬ ଲକ୍ଷ ଟଙ୍କା ଲୁଟ୍

କଟକ: ମହିଳା ସୁନା ବ୍ୟବସାୟୀଙ୍କୁ ଆକ୍ରମଣ । ଝାମ୍ପିନେଲେ ୩୬ ଲକ୍ଷ ଟଙ୍କା । କଟକ ତାଳଦଣ୍ଡା କେନାଲ ପୋଲ ଉପରେ ଘଟିଛି ଘଟଣା । ଦୁର୍ଵୁତ୍ତଙ୍କ ଆକ୍ରମଣରେ ମହିଳା ଗୁରୁତର ଆହତ ହୋଇଛନ୍ତି । ଗୁରୁତର ମହିଳାଙ୍କୁ କଟକ ଏସସିବି ସ୍ଥାନାନ୍ତର … Read More

ପ୍ରେମ ପାଇଁ ଗଲା ଯୁବକଙ୍କ ଜୀବନ ! ଆପାର୍ଟମେଣ୍ଟ ନିକଟରୁ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳର ଏକ ଆପାର୍ଟମେଣ୍ଟରୁ ସନ୍ଦେହଜନକ ପରିସ୍ଥିତିରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନଥିବାବେଳେ, ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି ପୋଲିସ । ଯାଞ୍ଚ ପରେ … Read More

OCCL ନିର୍ବାହୀ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ୪ ମହଲା ଲଜ୍ ଓ ୮ ପ୍ଲଟ ଠାବ

ଭୁବନେଶ୍ୱର: ସୋମବାର ଦିନ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଓଡ଼ିଶା ନିର୍ମାଣ ନିଗମ (OCC) ଲିମିଟେଡର ଜଣେ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସଞ୍ଜୟ କୁମାର କିସପଟ୍ଟାଙ୍କ ସମ୍ପତ୍ତି ଉପରେ ଏକକାଳୀନ ଚଢାଉ ସମୟରେ ୨୩ଟି କୋଠରୀ ବିଶିଷ୍ଟ ଚାରି ମହଲା ଲଜ୍ ଏବଂ ଆଠଟି … Read More