ଉତ୍କଳମଣି ଗୋପବନ୍ଧୁଙ୍କ ଶ୍ରାଦ୍ଧବାର୍ଷିକୀ କାର୍ଯ୍ୟକ୍ରମରେ ଯୋଗ ଦେଲେ ରାଜ୍ୟପାଳ
କଟକ : ଆଜି ମହାନ ସ୍ୱାଧୀନତା ସଂଗ୍ରାମୀ, ନିର୍ଭୀକ ସାମ୍ବାଦିକତାର ଉତ୍ତୁଙ୍ଗ ପୁରୁଷ, ଦୈନିକ ‘ସମାଜ’ର ପ୍ରତିଷ୍ଠାତା ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୮ତମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ମଙ୍ଗଳବାର କଟକ ସ୍ଥିତ ସହିଦ୍ ଭବନ ଠାରେ ଦୈନିକ ‘ସମାଜ’ … Read More
