୨୦୨୭ ଦିନିକିଆ ବିଶ୍ୱକପ୍ ପାଇଁ ICCର ବଡ଼ ଘୋଷଣା, ବଦଳିଗଲା ଦିନିକିଆ କ୍ରିକେଟ୍ ବିଶ୍ୱକପ୍ ର ନିୟମ

୨୦୨୭ ଦିନିକିଆ ବିଶ୍ୱକପ୍ ପାଇଁ ICCର ବଡ଼ ଘୋଷଣା । ଆସୁଛି ନୂଆ ‘ସୁପର ସିରିଜ୍’ ଓ ‘ସୁପର ସେଭେନ୍’ ଫର୍ମାଟ୍। କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର! ଆସନ୍ତା ୨୦୨୭ ଦିନିକିଆ ବିଶ୍ବକପକୁ ଅଧିକ ରୋମାଞ୍ଚକର, ସଂଘର୍ଷପୂର୍ଣ୍ଣ ଏବଂ … Read More

ଆରମ୍ଭ ହେଲା ଶ୍ରୀମନ୍ଦିର ନିମନ୍ତେ ଡିଜିଟାଲ୍‌ ହୁଣ୍ଡି ‘ସମର୍ପଣ ଆପ୍‌’

ଭୁବନେଶ୍ୱର/ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱବ୍ୟାପୀ ଭକ୍ତଙ୍କ ଆଧ୍ୟାତ୍ମିକ ଆସ୍ଥାକୁ ସମ୍ମାନ ଜଣାଇ ରାଜ୍ୟ ସରକାର ଡିଜିଟାଲ ଦାନ ବ୍ୟବସ୍ଥା ଆରମ୍ଭ କରିଛନ୍ତି। ଆଜି (ବୁଧବାର) ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅତ୍ୟାଧୁନିକ ଡିଜିଟାଲ ହୁଣ୍ଡି … Read More

ସିଏମଓରୁ ଫାଇଲ୍ ଗାଏବ ଘଟଣା: ଦୁଇ ଆଇଏଏସ୍‌ ଅଧିକାରୀଙ୍କୁ କମିଶନରେଟ୍ ପୋଲିସର ସମନ୍

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO)ରୁ ଦୁଇଟି କମିଶନ ତଦନ୍ତ ସମ୍ବନ୍ଧୀୟ ଫାଇଲ୍ ନିଖୋଜ ଘଟଣାର ତଦନ୍ତକୁ ନେଇ କମିଶନରେଟ୍ ପୋଲିସ ତତ୍ପରତା ବଢ଼ାଇଛି। ଏହି ଘଟଣାରେ ବରିଷ୍ଠ ଆଇଏଏସ୍‌ ଅଧିକାରୀ ରାଜେଶ ବର୍ମା ଓ ପୂର୍ବତନ ଆଇଟି ସଚିବ ମନୋଜ ମିଶ୍ରଙ୍କୁ … Read More

ଆମେରିକାର ବଡ଼ ଚେତାବନୀ! ରୁଷଠାରୁ ତେଲ କିଣିଲେ ୧୦୦% ଟାରିଫ୍ ଦେବ

ନୂଆଦିଲ୍ଲୀ: ରୁଷରୁ ଅଶୋଧିତ ତେଲ କିଣୁଥିବା ଦେଶମାନଙ୍କ ବିରୋଧରେ ଆମେରିକା ନେଇପାରେ ବଡ଼ କାର୍ଯ୍ୟାନୁଷ୍ଠାନ। କାରଣ ଆମେରିକୀୟ ସିନେଟରେ ଏକ ସଂଶୋଧିତ ବିଲ୍ ଉପସ୍ଥାପନ ହୋଇଛି, ଏଥିରେ ରୁଷରୁ ତେଲ ଓ ଗ୍ୟାସ୍ କିଣୁଥିବା ଦେଶ ଉପରେ ୧୦୦ ପ୍ରତିଶତ ପର୍ଯ୍ୟନ୍ତ … Read More

US ମିଣ୍ଟ ତିଆରିକରିବ ଡୋନାଲ୍ଡ ଟ୍ରମ୍ପଙ୍କ ଛବି ଥିବା ଡଲାରର ଖାସ ମୁଦ୍ରା, ସ୍ୱାଧୀନତାର ୨୫୦ତମ ବାର୍ଷିକ ଅବସରରେ ହେବ ଜାରି

ୱାସିଂଟନ: ଆମେରିକା ଟ୍ରେଜରୀ ସେକ୍ରେଟାରୀ ସ୍କଟ ବେସେଣ୍ଟ ବୁଧବାର କହିଛନ୍ତି ଯେ ଆମରିକା ସ୍ୱାଧୀନତାର ୨୫୦ତମ ବାର୍ଷିକ ଅବସରରେ ୟୁଏସ ମିଣ୍ଟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ ନୂଆ ଡଲାରର ମୁଦ୍ରା ତିଆରି ଆରମ୍ଭ କରିବ। ଏହି ମୁଦ୍ରାର ଗୋଟିଏ ପଟେ ଟ୍ରମ୍ପଙ୍କ … Read More

ପାରାଦୀପ – ହରିଦାସପୁର ଦୋହରିକରଣକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି

ନୂଆଦିଲ୍ଲୀ: କେନ୍ଦ୍ର କ୍ୟାବିନେଟ୍ ବୁଧବାର ସାତଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁରି ଦେଇଛି । କେନ୍ଦ୍ର କ୍ୟାବିନେଟରେ ପାରାଦୀପ – ହରିଦାସପୁରର ଦୋହରିକରଣକୁ ପ୍ରକଳ୍ପକୁ ମଞ୍ଜୁରି ମିଳିଛି । ଏହାସହିତ ରାଜଖରସ୍ୱାନ ଓ ଡାଙ୍ଗୋପୋସିର ଚତୁର୍ଥ ଲେନ୍ ପ୍ରକଳ୍ପକୁ ମଧ୍ୟ ମଞ୍ଜୁରି ମିଳିଛି … Read More

ଆଉ ଚଳିବନି ମନମାନି, ସରକାରୀ ଡାକ୍ତର ଲେଖିବେ ଜେନେରିକ୍‌ ଔଷଧ

ଭଦ୍ରକ: ରୋଗୀଙ୍କୁ ଶସ୍ତାରେ ଔଷଧ ଉପଲବ୍ଧ କରିବା ଲକ୍ଷ୍ୟରେ ସରକାର ଜେନେରିକ୍ ଔଷଧ ସେବନ ବିଷୟରେ କୁହନ୍ତି। ସରକାରୀ ଡାକ୍ତରଙ୍କୁ ମଧ୍ୟ ଜେନେରିକ ଔଷଧ ଲେଖିବାକୁ ପରାମର୍ଶ ଦିଆଯାଏ। ଏହାପରେ ବି ସରକାରୀ ଡାକ୍ତରଖାନାରେ ନାମିଦାମି ମେଡିସିନ ଲେଖାଯାଉଛି। ରୋଗୀ ଅଯଥାରେ … Read More

କୁଡ଼ନକୁଲମ ପରମାଣୁ ବିଦ୍ୟୁତ କେନ୍ଦ୍ରର ବ୍ଲୁ-ପ୍ରିଣ୍ଟ୍ ଲିକ, ଡାର୍କ ୱେବ୍‌ରେ ତଥ୍ୟ ସାର୍ବଜନୀନ କଲା ହ୍ୟାକର୍ ଗ୍ରୁପ୍‌

ବେଙ୍ଗାଲୁରୁ: ଭାରତର ସବୁଠାରୁ ବଡ଼ ପରମାଣୁ ଶକ୍ତି କେନ୍ଦ୍ର ତାମିଲନାଡୁର କୁଡ଼ନକୁଲମ ପରମାଣୁ ବିଦ୍ୟୁତ କେନ୍ଦ୍ର ସହ ଜଡ଼ିତ ଅତି ସମ୍ବେଦନଶୀଳ ତଥ୍ୟ ଲିକ୍ ହୋଇଛି। ଏକ ଅନ୍ତର୍ଜାତୀୟ ରାନସମୱେର୍ (ସାଇବର ଲୁଟେରା) ଗ୍ରୁପ୍ ‘ୱାର୍ଲ୍ଡ ଲିକ୍ସ’ ଏହି ପ୍ଲାଣ୍ଟର ବିଭିନ୍ନ … Read More

କେନ୍ଦ୍ର କ୍ୟାବିନେଟର ୭ଟି ବଡ଼ ନିଷ୍ପତ୍ତି: ସେମିକଣ୍ଡକ୍ଟର ମାନୁଫ୍ୟାକ୍ଚରିଂ, ବାରାଣସୀ କରିଡର ଓ ଅନ୍ୟ ପ୍ରକଳ୍ପକୁ ମଞ୍ଜୁରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ବୁଧବାର ଦିନ ଦେଶର ଭିତ୍ତିଭୂମି, ଉତ୍ପାଦନ ଏବଂ ଶିଳ୍ପ କ୍ଷେତ୍ରର ବିକାଶ ପାଇଁ ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ମଞ୍ଜୁରୀ ପ୍ରଦାନ କରାଯାଇଛି। କେନ୍ଦ୍ର ସୂଚନା ଓ ପ୍ରସାରଣ ତଥା ରେଳ … Read More

କଟକ ଯୋବ୍ରା ବ୍ୟାରେଜରେ ଅଘଟଣ, ମାଛ ଧରୁ ଧରୁ ଖସି ପଡ଼ିଲେ ଯୁବକ

କଟକ : ମାଛ ଧରୁ ଧରୁ ଖସି ପଡ଼ିଲେ । କଟକ ଯୋବ୍ରା ବ୍ୟାରେଜରେ ଅଘଟଣ । ମହାନଦୀକୁ ଖସି ପଡ଼ିଲେ ଯୁବକ । ବ୍ୟାରେଜ ଉପରେ ଛିଡ଼ା ହୋଇ ନଦୀକୁ ଜାଲ ପକାଇ ମାଛ ଧରୁଥିବା ବେଳେ ଖସି ଗଲା ଗୋଡ଼ … Read More