ପୁରୀକୁ ରେଡ୍ ଆଲର୍ଟ: ୨୪ ଘଣ୍ଟାରେ ୧୭୧ ମିମି ବର୍ଷା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା

ପୁରୀ: ରାତି ପାହିଲେ ପୁରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଆଉ ଏହି ରଥଯାତ୍ରା ଦେଖିବାକୁ ଦୁର ଦୁରାନ୍ତର ଶ୍ରଦ୍ଧାଳୁ ଶ୍ରୀକ୍ଷେତ୍ର ଆସି ପହଞ୍ଚିଛନ୍ତି। ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପର ପ୍ରଭାବରେ ପୁରୀ ଜିଲ୍ଲାରେ ଲଗାଣ ବର୍ଷା ଜାରି ରହିଛି। ପରିସ୍ଥିତିକୁ ଦୃଷ୍ଟିରେ … Read More

ନୋଏଡାର ମାମୁରାରେ ଭୟଙ୍କର ଅଗ୍ନିକାଣ୍ଡ, ସଂକୀର୍ଣ୍ଣ ରାସ୍ତାରେ ସିଡ଼ି ବ୍ୟବହାର କରି ବଞ୍ଚାଇଲେ ଜୀବନ

ନୂଆଦିଲ୍ଲୀ : ଦିଲ୍ଲୀ-ଏନସିଆର ସଂଲଗ୍ନ ନୋଏଡାର ସେକ୍ଟର ୬୬ ମାମୁରା ଗାଁରେ ଏକ ୫ ମହଲା ଆବାସିକ କୋଠାରେ ବୁଧବାର ସକାଳେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏହି ଦୁଃଖଦ ଦୁର୍ଘଟଣାରେ ଜଣେ ମହିଳା ଏବଂ ଜଣେ ପୁରୁଷଙ୍କ ସମେତ ଦୁଇଜଣଙ୍କ … Read More

ବ୍ରହ୍ମପୁରରେ କିରୋସିନ ଢାଳି ନିଜକୁ ଜାଳିଦେଲେ ଯୁବତୀ, କଟକ ସ୍ଥାନାନ୍ତର ବେଳେ ମୃତ୍ୟୁ

ବ୍ରହ୍ମପୁର: କିରୋସିନ ଢାଳି ନିଜକୁ ଜାଳିଦେଲେ ଯୁବତୀ । ବ୍ରହ୍ମପୁର ବଡ଼ବଜାର ଥାନା ଶାନ୍ତିନଗର ଲେନ୍-୫ରେ ଯୁବତୀଙ୍କ ଆତ୍ମାହୁତି । ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲ ସ୍ଥାନାନ୍ତର ବେଳେ ଯୁବତୀଙ୍କ ମୃତ୍ୟୁ । ତେବେ ଯୁବତୀ ଜଣକ କାହିଁକି ନିଜକୁ … Read More

ସିଂହଦ୍ୱାର ଚକଡାରେ ତିନି ରଥ, ଆସନ୍ତାକାଲି ଅପରାହ୍ଣ ୪ଟାରେ ରଥଟଣା

ପୁରୀ:ରାତି ପାହିଲେ ପୁରୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରା । ମହାପ୍ରଭୁଙ୍କର ଘୋଷଯାତ୍ରା ପାଇଁ ସବୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ରଥଯାତ୍ରା ପାଇଁ ଛତିଶା ନିଯୋଗ, ନୀତି ସବ୍ କମିଟି ଓ ଶ୍ରୀମନ୍ଦିର ପରିଚାଳନା କମିଟି ସ୍ଵୀକୃତି କ୍ରମେ ନୀତି … Read More

ଶିମିଳିପାଳରେ ବଢ଼ିଲା ବାଘ ସଂଖ୍ୟା, ଯମୁନା ଓ ଜିନତକୁ ମିଶାଇ ମୋଟ୍ ୩୫ ବାଘ

ବାରିପଦା: ଶିମିଳିପାଳ ଜାତୀୟ ଅଭୟାରଣ୍ୟରେ ବାଘର ସଂଖ୍ୟା ୩୫କୁ ବୃଦ୍ଧି ପାଇଛି ବୋଲି ବନ ବିଭାଗର ସର୍ବଶେଷ କ୍ୟାମେରା ଟ୍ରାପ୍ ସର୍ବେକ୍ଷଣରେ ଜଣାପଡ଼ିଛି। ପିସିସିଏଫ(ୱାଇଲ୍ଡଲାଇଫ୍) ଓ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ପ୍ରେମ କୁମାର ଝା କହିଛନ୍ତି ଯେ, ସମ୍ପ୍ରତି କରାଯାଇଥିବା କ୍ୟାମେରା … Read More

ତ୍ରିକୋଣୀୟ ପ୍ରେମ ପାଇଁ ଝୁଲିପଡ଼ିଲେ ନର୍ସ !

ଭୁବନେଶ୍ୱର:ରାଜଧାନୀ ଭୁବନେଶ୍ୱରରେ ଜଣେ ଷ୍ଟାଫ୍ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଡମଣା ଅଞ୍ଚଳର ଏକ ଭଡ଼ାଘରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୋଲିସ । ଘଟଣା ପରେ ପୋଲିସ ମାମଲା ରୁଜୁ କରି ତଦନ୍ତ … Read More

ବୌଦ୍ଧ ଆଧ୍ୟାତ୍ମିକ ପର୍ଯ୍ୟଟନ ବିକାଶ, ଗୁରୁ ପଦ୍ମସମ୍ଭବ ବୌଦ୍ଧ ମହାବିହାର ସହିତ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ବୌଦ୍ଧ ସଂସ୍କୃତିର ସଂରକ୍ଷଣ ଓ ପ୍ରସାର ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପରେ ଆଜି (ବୁଧବାର) ରାଜ୍ୟ ସରକାର ଓ ଜିରାଙ୍ଗସ୍ଥିତ ଗୁରୁ ପଦ୍ମସମ୍ଭବ ବୌଦ୍ଧ ମହାବିହାର ସହ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଲୋକସେବା ଭବନ ଠାରେ … Read More

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ RI, ୨୫ ହଜାର ଟଙ୍କା ନେଉଥିଲେ ଲାଞ୍ଚ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆରଆଇ। ରାୟଗଡା ଜିଲ୍ଲାର ଗୁଣୁପୁର ତହସିଲର ଜଣେ ରାଜସ୍ୱ ନିରୀକ୍ଷକ (ଆରଆଇ) ବୁଧବାର ଦିନ ଏକ ମ୍ୟୁଟେସନ୍ ମାମଲାରେ ଅନୁକୂଳ ତଦନ୍ତ ରିପୋର୍ଟ ଦାଖଲ କରିବା ପାଇଁ ୨୫,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ … Read More

ରଥ ଉପରେ ଅନଧିକୃତ ପ୍ରବେଶ ଓ ମୋବାଇଲ ବ୍ୟବହାର ସଂପୂର୍ଣ୍ଣ ମନା: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ:ଆଜ୍ଞାମାଳ ବିଜେ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଥଯାତ୍ରା ପ୍ରସ୍ତୁତି ଓ ନୀତିକାନ୍ତି ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ ମହାପ୍ରଭୁଙ୍କ ନବଯୌବନ ଦର୍ଶନ ବେଶ ସୂଚାରୁ ଭାବେ ସମ୍ପନ୍ନ ହୋଇଛି। ଆଜି ମଧ୍ୟ ଉଭାରେ ନୀତିକାନ୍ତି ନିର୍ଦ୍ଧାରିତ ସମୟ ଓ ପରମ୍ପରା ଅନୁଯାୟୀ … Read More

ରାଜଧାନୀରେ ପୁଣି ଭୟଙ୍କର ହିଟ୍ ଆଣ୍ଡ ରନ୍, ଅଜଣା ଗାଡ଼ି ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜଧାନୀରେ ପୁଣି ହିଟ୍ ଆଣ୍ଡ ରନ୍। ଅଜଣା ଗାଡ଼ି ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଖଣ୍ଡଗିରି ଓଭରବ୍ରିଜରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍ ରେ ଯାଉଥିବା ଦୁଇ ଯୁବକଙ୍କୁ ଧକ୍କା ଦେଇ ଫେରାର ହୋଇଗଲା … Read More