ବର୍ଷା ଭିଜା ବଡ଼ଦାଣ୍ଡରେ ଭକ୍ତିର ମହାମିଳନ: ଶ୍ରୀକ୍ଷେତ୍ରରେ ଗଡ଼ିଲା ତିନି ରଥ, ଜନସମୁଦ୍ର ପାଲଟିଲା ପୁରୀ

ପୁରୀ: ରଥରେ ପଥରେ ଜଗନ୍ନାଥ। ବର୍ଷକ ସେହି ଅପେକ୍ଷାର ଅନ୍ତ ଘଟାଇ ରତ୍ନବେଦୀ ଛାଡ଼ି ଭକ୍ତଙ୍କ ଗହଣକୁ ଓହ୍ଲାଇ ଆସିଛନ୍ତି କାଳିଆ ସାଆନ୍ତ। ଝିପିଝିପି ବର୍ଷା ସତ୍ତ୍ୱେ ଭକ୍ତି ଓ ଉତ୍ସାହର ଉଚ୍ଛ୍ୱାସରେ ଉଛୁଳି ପଡ଼ିଛି ସମଗ୍ର ଶ୍ରୀକ୍ଷେତ୍ର। ‘ଜୟ ଜଗନ୍ନାଥ’ … Read More

ଇରାନକୁ ଟ୍ରମ୍ପଙ୍କ ଧମକ ; ଶାନ୍ତି କଥାବାର୍ତ୍ତା ନହେଲେ ଆମେରିକା କରିବ ବଡ଼ ଆକ୍ରମଣ

ୱାଶିଂଟନ : ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ଶାନ୍ତି କଥାବାର୍ତ୍ତା ଆରମ୍ଭ କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପ୍ରସ୍ତାବ ଦେଇଛନ୍ତି। ବୁଧବାର ଟ୍ରମ୍ପ କହିଛନ୍ତି ଯେ ଆଗାମୀ ତିନି ଦିନ ମଧ୍ୟରେ ଇରାନ ଶାନ୍ତି କଥାବାର୍ତ୍ତା ପାଇଁ ଆଗକୁ ନ … Read More

ମିଆଁମାର ଉପକୂଳ ନିକଟରେ ଅଘଟଣ: ବଙ୍ଗୋପସାଗରରେ ଦୁଇ ଡଙ୍ଗା ବୁଡ଼ି ୫୦୦ରୁ ଅଧିକ ଯାତ୍ରୀ ନିଖୋଜ

କୋଲକତା : ବଙ୍ଗୋପସାଗରରେ ମିଆଁମାର ଉପକୂଳ ନିକଟରେ ବଡ ଅଘଟଣ । ମଝି ସମୁଦ୍ରରେ ବୁଡିଗଲା ରୋହିଙ୍ଗ୍ୟା ଶରଣାର୍ଥୀଙ୍କୁ ନେଇ ଯାଉଥିବା ଦୁଇଟି ଡଙ୍ଗା । ୫୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ଆଶଙ୍କା କରାଯାଉଛି । ଘଟଣାକୁ ନେଇ ଜାତିସଂଘର … Read More

ନ୍ୟୁଜିଲାଣ୍ଡରେ ୬.୩ ତୀବ୍ରତାର ଭୂମିକମ୍ପ ଝଟକା, ସୁନାମୀ ଆଲର୍ଟ ଜାରି

ନୂଆଦିଲ୍ଲୀ : ନ୍ୟୁଜିଲାଣ୍ଡର ସାଉଥ ଆଇଲାଣ୍ଡରେ ଶକ୍ତିଶାଳୀ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲର ଏହାର ତୀବ୍ରତା ୬.୩ ରେକର୍ଡ କରାଯାଇଛି । ଏହି ଭୂମିକମ୍ପ ପରେ ପ୍ରଶାସନ ପକ୍ଷରୁ ସୁନାମୀ ସତର୍କତା ମଧ୍ୟ ଜାରି କରାଯାଇଛି । ନ୍ୟୁଜିଲାଣ୍ଡର … Read More

ଦିଦିଙ୍କୁ ଆଉ ଏକ ଝଟକା, ରାଜ୍ୟସଭାରୁ ଇସ୍ତଫା ଦେଲେ ଟିଏମସି ସାଂସଦ କୋଏଲ ମଲ୍ଲିକ

କୋଲକତା : ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଟିଏମସି ମୁଖ୍ୟ ମମତା ବାନାର୍ଜୀଙ୍କୁ ଆଉ ଏକ ଝଟକା । ମମତାଙ୍କ ହାତ ଛାଡିଲେ ଟିଏମସିର ରାଜ୍ୟସଭା ସାଂସଦ ତଥା ଟଲିଉଡ ଲୋକପ୍ରିୟ ଅଭିନେତ୍ରୀ କୋଏଲ ମଲ୍ଲିକ । ତାଙ୍କ ଇସ୍ତଫା ପରେ ପଶ୍ଚିମବଙ୍ଗ … Read More

ମୁଣ୍ଡ ଉପରେ ଛିଡ଼ି ପଡ଼ିଲା ବିଦ୍ୟୁତ ତାର ; ଚାଲିଗଲା ୪ ଜୀବନ, ଜଣେ ଗୁରୁତର

ନୂଆଦିଲ୍ଲୀ : ଦିଲ୍ଲୀ ନୋଏଡ଼ାରେ ଭୟାବହ ଦୁର୍ଘଟଣା । ନିଜ ଗନ୍ତବ୍ୟ ସ୍ଥଳକୁ ଯାଉଥିବା ବେଳେ ଘଟିଛି ଦୁର୍ଘଟଣା । ଲୋକେ ରାସ୍ତାରେ ଯାଉଥିବା ସମୟରେ ତାଙ୍କ ଉପରେ ହଠାତ୍ ଛିଡ଼ି ପଡ଼ିଲା ୧୧ କେଭି ତାର । ଏହି ଅଘଟଣରେ … Read More

ତୁମ ଅନ୍ତ ନ ଦେଖିବା ଯାଏଁ ଜୀବିତ ରହିବି, ବିଜେପିକୁ ଟାର୍ଗେଟ କଲେ ମମତା ବାନାର୍ଜୀ

କୋଲକତା : ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଟିଏମସି ପ୍ରମୁଖ ମମତା ବାନାର୍ଜୀ ବିଜେପିକୁ ପୁଣିଥରେ ଟାର୍ଗେଟ କରିଛନ୍ତି । ବିଜେପିର ଅନ୍ତ ଦେଖିବା ଯାଏଁ ଜୀବିତ ରହିବେ ବୋଲି କହିଛନ୍ତି । ବିଧାନସଭା ନିର୍ବାଚନ ୨୦୨୬ ବେଳେ ବିଜେପି କର୍ମୀ ତାଙ୍କ … Read More

ଖାଇବର ପଖତୁନଖ୍ୱାରେ ଆତଙ୍କବାଦୀ ଆକ୍ରମଣ : ୩ ପୁଲିସ କର୍ମଚାରୀ ମୃତ, ୩୪ ଆହତ

ନୂଆଦିଲ୍ଳୀ: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶରେ ବୁଧବାର ଘଟିଥିଲା ଦୁଇଟି ଆତଙ୍କବାଦୀ ଆକ୍ରମଣ । ଏହି ଆକ୍ରମଣରେ ୩ ଜଣ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବାବେଳେ ୩୪ ଜଣ ଆହତ ମଧ୍ୟ ହୋଇଛନ୍ତି । ଅଧିକାରୀମାନଙ୍କ କହିବାନୁସାରେ, ଗୋଟିଏ ଆକ୍ରମଣ ଲୋଅର ଦିର … Read More

ISROରେ ସଙ୍କଟ; ଇସ୍ତଫା ଦେଲେଣି ୧୦୦ରୁ ଅଧିକ ଅଭିଜ୍ଞ ବୈଜ୍ଞାନିକ

ନୂଆଦିଲ୍ଲୀ: ଭାରତର ମହାକାଶ ମିଶନ ବର୍ତ୍ତମାନ ଏକ ନୂତନ ସଙ୍କଟର ସମ୍ମୁଖୀନ ହେଉଛି। ପ୍ରତିବର୍ଷ, ଦେଶର ସବୁଠାରୁ ପ୍ରତିଷ୍ଠିତ ମହାକାଶ ସଂସ୍ଥା ISROରୁ ୧୦୦ରୁ ୧୨୦ ଜଣ ବୈଜ୍ଞାନିକ ଇସ୍ତଫା ଦେଉଥିବା ରିପୋର୍ଟରୁ ଜଣାପଡିଛି। ରିପୋର୍ଟଗୁଡ଼ିକ ସୂଚିତ କରୁଛି ଯେ ଗତ … Read More

କାମ ସରିବାର ୬ ମାସ ମଧ୍ୟରେ ଦବିଗଲା ଜାତୀୟ ରାଜପଥ-୧୬ବିଷ୍ଣୁପୁର ସେତୁର ଆପ୍ରୋଚ୍ ରୋଡ୍

ଭଦ୍ରକ :  ଭଦ୍ରକର ଜାତୀୟ ରାଜପଥ-୧୬ର ବିଷ୍ଣୁପୁର ସେତୁର ଆପ୍ରୋଚ୍ ରୋଡ୍ ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବାର ମାତ୍ର ଛଅ ମାସ ମଧ୍ୟରେ ଧସିଯାଇଛି। ଏହି ରାସ୍ତା ଦେଇ ଚଳାଚଳ କରୁଥିବା ହଜାର ହଜାର ବସ୍, ଟ୍ରକ୍ ଏବଂ ଅନ୍ୟାନ୍ୟ ଭାରୀ ଯାନବାହନ … Read More