ଗଜପତି ଜିଲ୍ଲା ଓ ସେସନ୍‌ସ କୋର୍ଟକୁ ଇମେଲ୍‌ ଯୋଗେ ବୋମା ଧମକ

ପାରଳାଖେମୁଣ୍ଡି : ଗତକାଲି ରାଜ୍ୟରେ ଏକାଧିକ କୋର୍ଟକୁ ବେମାଧମକ ମିଳିଥିଲା। ଆଜି ଗଜପତି ଜିଲ୍ଲାରେ ଏହାର ପୁନରାବୃତ୍ତି ଘଟିଛି। ପାରଳାଖେମୁଣ୍ଡିରେ ଥିବା ଜିଲ୍ଲା ଓ ସେସନ୍‌ସ କୋର୍ଟକୁ ଇମେଲ୍‌ ଯୋଗେ ବୋମାଧମକ ମିଳିଛି। ଏହାପରେ ପୁଲିସ, ବୋମା ସ୍କ୍ବାଡ୍‌ ପକ୍ଷରୁ କୋର୍ଟ … Read More

ଚେନ୍ନାଇରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି : ଚେନ୍ନାଇରେ କାମ କରୁଥିବା ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ ବଡ଼ କଳାକଟ ପଞ୍ଚାୟତର ଜାଙ୍ଗରୀତୁନ ଗ୍ରାମର ଅକ୍ଷୟ ଭୂୟାଁ (୨୨)ଙ୍କ ମୃତ୍ୟୁ ଘଟିଛି। ସୂଚନାନୁଯାୟୀ, ଅକ୍ଷୟ ଅଧିକ ରୋଜଗାରର କର୍ମସଂସ୍ଥାନ ନିମନ୍ତେ କିଛି ଦିନ ପୂର୍ବରୁ ଚେନ୍ନାଇ ଯାଇ … Read More

ଲଗାଣ ବର୍ଷାରେ କଣ୍ଟାବାଡ଼-ମଲ୍ଲିପଦର ରାସ୍ତା ଉପରେ ୩ ଫୁଟ୍ ପାଣି : ଯୋଗାଯୋଗ ବିଛିନ୍ନ

ବେଗୁନିଆ: ଅବିରତ ଅବିଶ୍ରାନ୍ତ ଏବଂ ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। କେଉଁଠି ଘର ଭିତରେ ଆଣ୍ଠିଏ ପାଣି ତ ଆଉ କେଉଁଠି ରାସ୍ତା ଉପରେ ତିନି ଫୁଟର ପାଣି ଚାଲୁଥିବା ଦେଖିବାକୁ ମିଳିଛି। ଖୋର୍ଧା ଜିଲ୍ଲା ବେଗୁନିଆ ବ୍ଳକରେ ଲଗାଣ ବର୍ଷା … Read More

ଗୋଷ୍ଠୀ ସଂଘର୍ଷ: ଜଣେ ମୃତ, ଦୁଇ ଗୁରୁତର

ଜୟପୁର: ରଥଯାତ୍ରା ଚାଲିଥିବା ବେଳେ ଜୟପୁର ବ୍ଲକର ସିନ୍ଧିଗାଁରେ ଗୋଷ୍ଠୀ ସଂଘର୍ଷ। ଆକ୍ରମଣରେ ଅଭିନବ ଗାଦବାରଙ୍କ ମୃତ୍ୟୁ ହୋଇଛି। ଟୁକୁନା ଗାଦବା ସମେତ ଦୁଇ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ପ୍ରଥମେ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରେ ଅଧିକ ଚିକିତ୍ସା ପାଇଁ ସହିଦ … Read More

ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକ ମୃତ, ଜଣେ ଗୁରୁତର

କୋରାପୁଟ : କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକ ଚାନ୍ଦିଲି ଗାଁରେ ଘଟିଛି ଅଭାବନୀୟ ଘଟଣା । ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଦୁଇ ଜଣ  ଶ୍ରମିକଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ଗୁରୁତର ଜଣଙ୍କୁ  ହସ୍ପିଟାଲରେ ଭର୍ତ୍ତି କରାଯାଇଛି। … Read More

ଲଗାଣ ବର୍ଷା : ୨ ଦିନ ହେବ ପୁରୀରେ ଜାରି ରହିଛି ଜଳ ନିଷ୍କାସନ କାର୍ଯ୍ୟ

ପୁରୀ: ପୁରୀରେ ଲାଗି ରହିଛି ବର୍ଷା। ରଥଯାତ୍ରା ପୂର୍ବ ସନ୍ଧ୍ୟାରେ ପୁରୀ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଲଗାତାର ବର୍ଷା ଯୋଗୁଁଁ ସୃଷ୍ଟି ହୋଇଥିବା ଜଳବନ୍ଦୀ ସମସ୍ୟାର ସମାଧାନ ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବା ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ … Read More

ବିନା ଟାହିଆରେ ବଡ଼ଦାଣ୍ଡକୁ ଆସିଲେ ମହାପ୍ରଭୁ ଶ୍ରୀଜଗନ୍ନାଥ !, ଅବହେଳାକୁ ନେଇ ପ୍ରଶ୍ନବାଚୀ

ପୁରୀ : ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସେହି ବିଶ୍ୱମୋହିନୀ ‘ପହଣ୍ଡି ବିଜେ’ ସମ୍ପୂର୍ଣ୍ଣ ରୂପେ ବିନା ‘ଟାହିଆ’ (ପାରମ୍ପରିକ ଫୁଲ ମୁକୁଟ) ରେ ଅନୁଷ୍ଠିତ ହୋଇଛି ।  କାଳିଆ ସାଆନ୍ତ ଆଜି ବିନା ଟାହିଆରେ ବଡ଼ଦାଣ୍ଡକୁ ଓହ୍ଲାଇବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ସାଧାରଣତଃ … Read More

ରଥଯାତ୍ରାରେ ଶ୍ୱାସରୁଦ୍ଧ ହୋଇ ୨ ଭକ୍ତଙ୍କ ମୃତ୍ୟୁ

ପୁରୀ :  ଏକ ଦୁର୍ଭାଗ୍ୟଜନକ ଘଟଣାରେ, ଆଜି ପୁରୀ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ସମୟରେ ଶ୍ୱାସରୁଦ୍ଧ ହୋଇ ଜଣେ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଅନେକ ଅସୁସ୍ଥ ହୋଇପଡ଼ିଛନ୍ତି ।  ରିପୋର୍ଟ ଅନୁଯାୟୀ, ଆଜି ପ୍ରଭୁ ଜଗନ୍ନାଥ ଏବଂ ତାଙ୍କ ଭାଇଭଉଣୀଙ୍କ ରଥ … Read More

ଦେଶବାସୀଙ୍କୁ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ମହାପ୍ରଭୁଙ୍କ ନିକଟରେ କଲେ ସମସ୍ତଙ୍କ ସୁଖ ସମୃଦ୍ଧି କାମନା

ପୁରୀ : ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ପବିତ୍ର ରଥଯାତ୍ରା । ଭକ୍ତ ଓ ଭଗବାନଙ୍କର ମହାମିଳନର ପର୍ବ । ଏହି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଟୁଇଟ୍‌ କରି ରାଷ୍ଟ୍ରପତି କହିଛନ୍ତି “ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ … Read More

ପ୍ରବଳ ବର୍ଷାରେ ଭିଜୁଛି ବଡ଼ଦାଣ୍ଡର ପଥ, ୪୫ ଘଣ୍ଟାରେ ୨୦୦ ମି.ମି ରେକର୍ଡ

ପୁରୀ : ଆଜି ବିଶ୍ୱପ୍ରସିଦ୍ଧ ପବିତ୍ର ଘୋଷଯାତ୍ରା । ଭକ୍ତି, ବିଶ୍ୱାସ ଓ ପରମ୍ପରାର ମହାପର୍ବ ରଥଯାତ୍ରା ପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର ପୁରୀ । ପ୍ରବଳ ବର୍ଷାରେ ଭିଜୁଛି ପୁରୀ ବଡ଼ଦାଣ୍ଡର ପଥ । ଆଜି ଦିନ ତମାମ ତୁହାକୁ ତୁହା … Read More