ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ, ଘରୋଇ ହସ୍ପିଟାଲରେ ଭର୍ତ୍ତି
ଭଦ୍ରକ: ବିଜେଡ଼ିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ ହୋଇ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଥିବା ନିକଟ ସମ୍ପର୍କୀୟଙ୍କ ପକ୍ଷରୁ ଜଣାଯାଇଛି। ସୂଚନାନୁସାରେ, ପୂର୍ବାହ୍ଣରେ ତାଙ୍କର ଛାତିରେ ଯନ୍ତ୍ରଣା ଅନୁଭବ … Read More
