ଡିଜିଟାଲ୍ ପ୍ଲାଟଫର୍ମରେ ହେବ ଜନଗଣନା ପ୍ରସ୍ତୁତି, ବିଭାଗଗୁଡ଼ିକୁ ଚିଠି
ଭୁବନେଶ୍ବର: ଜନଗଣନା-୨୦୨୭କୁ ଦୃଷ୍ଟିରେ ରଖି ଓଡ଼ିଶାରେ ପ୍ରସ୍ତୁତି ଆରମ୍ଭ ହୋଇଛି । ଜିଲ୍ଲା ଜନଗଣନା ହ୍ୟାଣ୍ଡବୁକ୍ (ଡିସିଏଚ୍ବି) ପ୍ରସ୍ତୁତି ପାଇଁ ଆବଶ୍ୟକ ଗ୍ରାମ ଓ ସହର ନିର୍ଦ୍ଦେଶିକା ସମ୍ବନ୍ଧୀୟ ତଥ୍ୟ ସଂଗ୍ରହରେ ସମସ୍ତ ବିଭାଗ ଓ କ୍ଷେତ୍ରସ୍ତରୀୟ ଅଧିକାରୀଙ୍କୁ ପୂର୍ଣ୍ଣ ସହଯୋଗ … Read More
