ଜମ୍ମୁ-କାଶ୍ମୀରର ପୁଞ୍ଚରେ ଭୂସ୍ଖଳନ: ଚାଲିଗଲା ୭ ଜୀବନ
ଶ୍ରୀନଗର: ବର୍ଷା ପ୍ରଭାବିତ ଜମ୍ମୁ-କାଶ୍ମୀରରେ ଭୂସ୍ଖଳନ ଯୋଗୁ ସୋମବାର ଏକ ମାଟି ଘର ଭୁଶୁଡ଼ି ପଡ଼ି ସାତ ଜଣ ଲୋକଙ୍କର ମୃତ୍ୟୁ ହୋଇଛି। ଲୋରାନ ଗାଁରେ ହୋଇଥିବା ଏହି ଭୂସ୍ଖଳନରେ ମୃତକଙ୍କ ମଧ୍ୟରେ ୪ ଜଣ ମହିଳା ଅଛନ୍ତି। ଘଟଣାସ୍ଥଳରେ ଉଦ୍ଧାର … Read More
