ଭିଜିଲାନ୍ସ ଜାଲରେ ପିଇଓ, ୫ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡିଲେ

କଟକ : ଯାଜପୁର ଜିଲ୍ଲା କୋରେଇ ବ୍ଲକ୍ ଅଧୀନ କଚରାସାହି ଗ୍ରାମପଞ୍ଚାୟତର ପଞ୍ଚାୟତ ଏକ୍ସିକ୍ୟୁଟିଭ ଅଫିସର (ପିଇଓ) ପ୍ରଫୁଲ୍ଲ କୁମାର ନାଥଙ୍କୁ ଅନ୍ତ୍ୟୋଦୟ ଗୃହ ଯୋଜନାର ଶେଷ କିସ୍ତି ଓ ବୋନସ୍ ଟଙ୍କା କ୍ରାଇ ଦେବାପାଇଁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା … Read More

ରାଜ୍ୟରେ ୨୬୦ ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ବର : ରାଜ୍ୟ ତମାମ ବର୍ଷା ଜାରି ରହିଥିବା ବେଳେ ଏହାରି ଭିତରେ ମୁଣ୍ଡ ଟେକିଲାଣି ଡେଙ୍ଗୁ। ଚଳିତବର୍ଷ ରାଜ୍ୟରେ ୨୬୦ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଗତବର୍ଷ ତୁଳନାରେ କମ୍‌ ହୋଇଥିଲେ ହେଁ ଏହାକୁ ଆଉ ଅଧିକ ବଢ଼ିବା ପାଇଁ … Read More

ସାର ପାଇଁ ଅଧ ରାତିରୁ ଆରସିଏମ୍‌ଏସ୍‌ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଭିଡ଼

ସୁନ୍ଦରଗଡ଼ : ଖରିଫ ଚାଷ ଆରମ୍ଭ ହେବା ସହିତ ସୁନ୍ଦରଗଡ଼ ଜିଲାରେ ୟୁରିଆ ସାରର ଗୁରୁତର ଅଭାବ ଚାଷୀଙ୍କ ଚିନ୍ତା ବଢ଼ାଇ ଦେଇଛି। ୟୁରିଆ ଆସିଛି ବୋଲି ପ୍ରଚାର ହେବାରୁ ସୋମବାର ରାତି ୩ଟାରୁ ସୁନ୍ଦରଗଡ଼ ଆରସିଏମ୍‌ଏସ୍‌ କାର୍ଯ୍ୟାଳୟ ସମ୍ମୁଖରେ ଶହଶହ … Read More

ପ୍ରବଳ ବର୍ଷା ଯୋଗୁ ତାଳଧ୍ବଜ ରଥର ଦକ୍ଷିଣମୋଡ଼ ସ୍ଥଗିତ

ପୁରୀ : ପୁରୀରେ ପ୍ରବଳ ବର୍ଷା । ତାଳଧ୍ବଜ ରଥର ଦକ୍ଷିଣମୋଡ଼ ସ୍ଥଗିତ । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ତାଳଧ୍ବଜ ରଥର ଦକ୍ଷିଣମୋଡ଼ ସ୍ଥଗିତ ରଖାଯାଇଛି । ସେହିପରି ନନ୍ଦିଘୋଷ ରଥର ମଧ୍ୟ ଦକ୍ଷିଣ ମୋଡ଼ ହୋଇପାରିନାହିଁ । ଆସନ୍ତାକାଲି ଦକ୍ଷିଣମୋଡ଼ … Read More

୪ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଆରଆଇଙ୍କୁ ବାନ୍ଧିଲା ଭିଜିଲାନ୍ସ

କଟକ : ଭିଜିଲାନ୍ସ ଜାଲରେ ଆରଆଇ । ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ସୁନ୍ଦରଗଡ଼ ଜିଲ୍ଲା କୁଆରମୁଣ୍ଡା ତହସିଲ କାଲୋସିହିରା ସର୍କଲର ଆରଆଇ ଅନିତା ଜେନା । ଜମି ଡିମାର୍କେସନ ରିପୋର୍ଟ ଜାରି କରିବା ପାଇଁ … Read More

କାରାଗାର ବିକାଶ ବୋର୍ଡର ଚତୁର୍ଥ ବୈଠକ, ଜେଲରେ କଏଦୀଙ୍କୁ ଜଗିବ AI କ୍ୟାମେରା

ଭୁବନେଶ୍ୱର : ଆଧୁନିକ ହେବ ଓଡ଼ିଶାର କାରାଗାର । କାରାଗାର ବିକାଶ ବୋର୍ଡର ଚତୁର୍ଥ ବୈଠକ । କାରାଗାର ସୁରକ୍ଷାରେ ହେବ ବଡ଼ ପରିବର୍ତ୍ତନ । ଜେଲରେ ଏଆଇ ସିସିଟିଭି ନଜର ରଖିବ । ଭୁବନେଶ୍ୱରରେ ହେବ ମଡେଲ ଜେଲ ପ୍ରତିଷ୍ଠା । … Read More

ବର୍ଷା କ୍ଷତିଗ୍ରସ୍ତ ଚାଷୀଙ୍କୁ ଅନଲାଇନରେ ମିଳିବ କ୍ଷତିପୂରଣ ରାଶି

ଭୁବନେଶ୍ୱର : ଅନଲାଇନରେ ମିଳିବ କ୍ଷତିପୂରଣ ରାଶି । କମ୍ ଏବଂ ବେଶି ବର୍ଷା ହୋଇଥିବା ଜିଲ୍ଲାର ଜିଲ୍ଲାପାଳଙ୍କୁ କ୍ଷୟକ୍ଷତି ରିପୋର୍ଟ ମଗାଯାଇଛି । ଜିଲ୍ଲାପାଳ କ୍ଷତିଗ୍ରସ୍ତଙ୍କ ତଥ୍ୟ ଓ ବ୍ୟାଙ୍କ ଆକାଉଣ୍ଟ ଡିଟେଲ୍ସ ରଖିବେ । ଏହା ପରେ ଅନଲାଇନରେ କ୍ଷତିପୂରଣ … Read More

କମେଣ୍ଟ ମରାକୁ ନେଇ ରାଜଧାନୀରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ଵର : କମେଣ୍ଟ ମରାକୁ ନେଇ ରାଜଧାନୀରେ ମର୍ଡର । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଆକ୍ରମଣ । ଚିକିତ୍ସାଧୀନ ଅବସ୍ଥାରେ ମଞ୍ଚେଶ୍ୱର ଥାନା ଝରଣା ବସ୍ତିର ବନମାଳୀ ଭୋଳଙ୍କ ମୃତ୍ୟୁ ହୋଇଯାଇଛି । ପୋଲିସ ଘଟଣାରେ ଛାନ୍‌ଭିନ୍‌ ଆରମ୍ଭ କରିଛି । … Read More

ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି : ଭୋଟର ତାଲିକାକୁ ତ୍ରୁଟିମୁକ୍ତ କରିବାକୁ ଏସଇସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପ୍ରସ୍ତୁତି । ଜିଲ୍ଲାପାଳଙ୍କ ସହ ଏସ୍ ଇସିଙ୍କ ଭିଡିଓ ବୈଠକ । ଘରକୁ ଘର ସର୍ଭେ ନେଇ ଏସ୍ ଇସିଙ୍କ ଭିସି । ଭୋଟର ତାଲିକା ହେବ ତ୍ରୁଟିମୁକ୍ତ । ଏସ୍ ଇସି … Read More

ଯାତ୍ରୀଙ୍କ ସୁବିଧା ପାଇଁ ବିଏମ୍‌ସି ଓ ବିଡିଏର ସବୁଜ ପଦକ୍ଷେପ: ଜନପଥରେ ହେବ ନୂଆ ଟ୍ରାଫିକ୍ ଆଶ୍ରୟସ୍ଥଳ

ଭୁବନେଶ୍ୱର: ଯାତ୍ରୀଙ୍କ ସୁବିଧା ବୃଦ୍ଧି ଏବଂ ସହରର ସୌନ୍ଦର୍ଯ୍ୟକରଣ ଦିଗରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଓ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି । ଜନପଥ କରିଡର୍‌ର ପ୍ରମୁଖ ସ୍ଥାନଗୁଡ଼ିକରେ ଆଧୁନିକ ଟ୍ରାଫିକ୍ ଏବଂ ପାର୍କିଂ-ସହ-ଯାତ୍ରୀ ଆଶ୍ରୟସ୍ଥଳ … Read More