ସେତୁ ଓ ପାୱାର ପ୍ଲାଣ୍ଟକୁ ଟାର୍ଗେଟ୍ କରିବୁ, ଇରାନକୁ ଟ୍ରମ୍ପଙ୍କ କଡ଼ା ଚେତାବନୀ

ୱାଶିଂଟନ:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଇରାନକୁ କଡ଼ା ଚେତାବନୀ ଦେଇଛନ୍ତି। ହର୍ମୁଜ୍ ପ୍ରଣାଳୀରେ କୌଣସି ଜାହାଜ ଉପରେ ଆକ୍ରମଣ ହେଲେ ଆମେରିକା ଇରାନର ସେତୁ ଏବଂ ପାୱାର ପ୍ଲାଣ୍ଟଗୁଡ଼ିକୁ ଲକ୍ଷ୍ୟ କରି ବୋମାମାଡ଼ କରିବ ବୋଲି ସେ କହିଛନ୍ତି। ସୋସିଆଲ୍ … Read More

କୋକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ ଉପରେ ତୁରନ୍ତ ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଦିଲ୍ଲୀରେ କୋକ୍ରୋଚ୍ ଜନତା ପାର୍ଟି ( ସିଜେପି)ର ଏକ ଶୋଭାଯାତ୍ରା ସମୟରେ ଛାତ୍ର ପ୍ରତିବାଦକାରୀଙ୍କ ବିରୋଧରେ ପୁଲିସ କାର୍ଯ୍ୟାନୁଷ୍ଠାନକୁ ଚ୍ୟାଲେଞ୍ଜ କରି କରାଯାଇଥିବା ଏକ ଆବେଦନର ଜରୁରୀ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ବୁଧବାର ମନା କରିଦେଇଛନ୍ତି। ଆଇନଜୀବୀ ନରେନ୍ଦ୍ର … Read More

ପ୍ରବଳ ବର୍ଷାରେ ବେହାଲ ସୁରଟ, ସହରରେ କୃତ୍ରିମ ବନ୍ୟା ପରିସ୍ଥିତି

ସୁରଟ: ଲଗାଣ ବର୍ଷା ଯୋଗୁଁ ଗୁଜରାଟର ସୁରଟ ସହରରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ପ୍ରବଳ ବର୍ଷା ରେ ବେହାଲ ସୁରଟ । ସହର ମଝିରେ ବର୍ଷା ପାଣି ଜିଆଇଡିସି, କତାର ଗ୍ରାମ, ମନୀଷା ଗର୍ନ୍ନଳା, ଆମ୍ରଲି, କ୍ରୋସ ରୋଡ଼, ଅଡାଜନ ଅଞ୍ଚଳ … Read More

NEET ପେପର ଲିକ୍ କୁ ନେଇ ଦେଶବ୍ୟାପୀ ବିକ୍ଷୋଭ, ଅନେକ ରାଜ୍ୟରେ ରାସ୍ତାକୁ ଓହ୍ଲାଇଲେ ଛାତ୍ର

ନୂଆଦିଲ୍ଲୀ : NEET ପେପର ଲିକ୍ କୁ ନେଇ ଦେଶବ୍ୟାପୀ ବିକ୍ଷୋଭ । ଅନେକ ରାଜ୍ୟରେ ଛାତ୍ର ଓ କଂଗ୍ରେସର ପ୍ରତିବାଦ । NEET-UG ୨୦୨୬ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ଏବଂ ଦିଲ୍ଲୀରେ ଛାତ୍ର ପ୍ରତିବାଦ ସମୟରେ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ଦେଶର … Read More

ଅନନ୍ତନାଗରେ ଆତଙ୍କୀ ଆକ୍ରମଣ, ଜଣେ ପୋଲିସ କର୍ମୀ ସହିଦ

ଜମ୍ମୁ କଶ୍ମୀର : ଜମ୍ମୁ-କଶ୍ମୀର ଅନନ୍ତନାଗ ସହରର ଲାଲ ଚୌକରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି । ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କୁ କିଛି ଆତଙ୍କବାଦୀ ଗୁଳିମାଡ଼ କରିଛନ୍ତି । ପୋଲିସ ଏବଂ ସେନା ମିଳିତ ଭାବେ କମ୍ବିଂ ଅପରେସନ ଆରମ୍ଭ କରିଛନ୍ତି । … Read More

ଯାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଦିଲ୍ଲୀରେ ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ

ନୂଆଦିଲ୍ଲୀ : ଦିଲ୍ଲୀର ଜନ୍ତରମନ୍ତରରେ CJP Protest ଚାଲିଛି । ମଙ୍ଗଳବାର ରାତିରେ ଜନ୍ତର ମନ୍ତର ଏବଂ କନୋଟ ପ୍ଲେସ୍ ଅଞ୍ଚଳରେ ସିଜେପି ପ୍ରଦର୍ଶନକାରୀ ଉତ୍ତେଜନା କରିଥିଲେ । ଏହାପରେ ଦିଲ୍ଲୀ ପୋଲିସ କାର୍ଯ୍ୟାନୁଷ୍ଠାନ ନେଇଥିଲା । ଏହାରି ଭିତରେ ବଡ଼ ନିଷ୍ପତ୍ତି … Read More

ରାଣୀ ଲକ୍ଷ୍ମୀବାଇ ସ୍କୁଟି ଯୋଜନାକୁ ମଞ୍ଜୁରୀ, ମହିଳା ସଶକ୍ତିକରଣ ଓ ଉଚ୍ଚ ଶିକ୍ଷା ପାଇଁ ଛାତ୍ରୀଙ୍କୁ ମିଳିବ ମାଗଣା ଗାଡ଼ି

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ସରକାର ମହିଳା ସଶକ୍ତିକରଣ ଏବଂ ଉଚ୍ଚଶିକ୍ଷାକୁ ପ୍ରୋତ୍ସାହନ ଦେବା ଏବଂ ଆତ୍ମନିର୍ଭର କରିବା ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଅଧ୍ୟକ୍ଷତାରେ ହୋଇଥିବା କ୍ୟାବିନେଟ ବୈଠକରେ ରାଣୀ ଲକ୍ଷ୍ମୀବାଇ ସ୍କୁଟି ଯୋଜନାକୁ ମଞ୍ଜୁରୀ ମିଳିଛି … Read More

ଆସାମରେ ଭୟଙ୍କର ବନ୍ୟା, ଗୋଟିଏ ଦିନରେ ୨୧ ମୃତ

ଆସାମ : ପ୍ରବଳ ବର୍ଷା ଯୋଗୁଁ ଆସାମରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଲଗାଣ ବର୍ଷା ଏବଂ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ରାଜ୍ୟର ଅନେକ ଅଞ୍ଚଳ ଏବେ ଜଳମଗ୍ନ ହୋଇପଡ଼ିଛି । ଯାହା ଜନ ଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି … Read More

ମହିଳା ସାଂସଦଙ୍କୁ ଅପମାନ କରି ସଂସଦର ମୌସୁମୀ ଅଧିବେଶନରୁ ଟିଏମସି ସାଂସଦ ନିଲମ୍ବିତ

ନୂଆଦିଲ୍ଲୀ: ଦଳରେ ବିଭାଜନ ସତ୍ତ୍ୱେ ମମତା ବାନାର୍ଜୀଙ୍କ ପ୍ରତି ବିଶ୍ୱସ୍ତ ରହିଛନ୍ତି ତୃଣମୂଳ କଂଗ୍ରେସ (ଟିଏମସି) ସାଂସଦ କଲ୍ୟାଣ ବାନାର୍ଜୀ। ଆଜି ତାଙ୍କୁ ସଂସଦ ମୌସୁମୀ ଅଧିବେଶନରୁ ନିଲମ୍ବିତ କରାଯାଇଛି। କାରଣ ମହିଳା ସାଂସଦଙ୍କ ପ୍ରତି ଅପମାନଜନକ ଟିପ୍ପଣୀ ଦେଇଛନ୍ତି ସାଂସଦ। … Read More

କଳା ପୋଷାକ ପିନ୍ଧି ସଂସଦରେ ବିରୋଧୀଙ୍କ ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନ ଓ ଅମିତ ଶାହଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ: ନିଟ୍‌ ବିବାଦ ଏବଂ ଛାତ୍ର ଆନ୍ଦୋଳନ ଉପରେ ପୋଲିସ ଲାଠିଚାର୍ଜକୁ ନେଇ ସଂସଦରେ ବିରୋଧୀଙ୍କ ପ୍ରତିବାଦ ଆହୁରି ତୀବ୍ର ହୋଇଛି। ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ କଂଗ୍ରେସର ଧାରଣାର ପରଦିନ ବୁଧବାର କଂଗ୍ରେସ ସାଂସଦମାନେ କଳା ପୋଷାକ ପିନ୍ଧି ସଂସଦ ପରିସରରେ … Read More