ସିଏମଓରୁ ଫାଇଲ ଗାଏବ ଘଟଣା, ଭିକେ ପାଣ୍ଡିଆନଙ୍କୁ ନୋଟିସ
ଭୁବନେଶ୍ବର : ସିଏମଓରୁ ଦୁଇ ଫାଇଲ ଗାଏବ ଘଟଣାରେ ଭିକେ ପାଣ୍ଡିଆନଙ୍କୁ ନୋଟିସ । ୨୫ ତାରିଖ ଦିନ ୧୧ଟାରେ ହାଜର ହେବାକୁ ନବୀନ ପଟ୍ଟନାୟକଙ୍କ ପୂର୍ବତନ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନଙ୍କୁ ନୋଟିସ କରାଯାଇଛି । ଭୁବନେଶ୍ବର ଜୋନ-୧ ଏସିପିଙ୍କ ଅଫିସରେ … Read More
