ଏମକେସିଜିରେ କୋଭିଡ୍ ପଜିଟିଭ୍ ଚିହ୍ନଟ : ଆଇସୋଲେସନରେ ୫୦ ବର୍ଷୀୟା ମହିଳା
ବ୍ରହ୍ମପୁର : ବ୍ରହ୍ମପୁର ଏମକେସିଜି ମେଡିକାଲରେ କୋଭିଡ୍ ପଜିଟିଭ୍ । ୫୦ ବର୍ଷ ବୟସ୍କା ଜଣେ ମହିଳାଙ୍କ ଠାରେ କୋଭିଡ ଭୂତାଣୁ ଚିହ୍ନଟ ହୋଇଛି । ତାଙ୍କୁ ଆଇସୋଲେସନରେ ରଖାଯାଇଛି । ତାଙ୍କର ଟ୍ରାଭେଲ୍ ହିଷ୍ଟ୍ରି ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ । ସଂପୃକ୍ତ … Read More
