ରାଜ୍ୟ ବାହାରକୁ ଗଲେ ୨୧ ଦିନ ପୂର୍ବରୁ ଅନୁମତି ନେବେ ସରକାରୀ ବାବୁ
ଭୁବନେଶ୍ୱର:ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଯାତ୍ରା ନିୟମକୁ ନେଇ ରାଜ୍ୟ ସରକାର କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ଏଣିକି ରାଜ୍ୟ ବାହାରକୁ କିମ୍ବା ବିଦେଶ ଗସ୍ତରେ ଯିବାକୁ ହେଲେ ଅତି କମରେ ୨୧ ଦିନ ପୂର୍ବରୁ ସକ୍ଷମ କର୍ତ୍ତୃପକ୍ଷଙ୍କ ଅନୁମତି ନେବା … Read More
