ରାଜଧାନୀରେ ଜାଲ ନୋଟ୍ କାରବାର ଅଭିଯୋଗ, ଦୁଇ ଯୁବକ ଅଟକ

ଭୁବନେଶ୍ୱର : ରାଜଧାନୀରେ ଜାଲ ନୋଟ୍ କାରବାର ଅଭିଯୋଗ । ବଡଗଡ ଥାନା ଚିଲ୍ଲି ପୋଖରି ନିକଟରେ କାରବାର ବେଳେ ଧରାପଡିଲେ ଦୁଇ ଯୁବକ ।  ଜାଲ ନୋଟ୍ କାରବାର ବେଳେ ଧରିଲେ ଲୋକେ ।  ସନ୍ଦେହରେ ଦୁଇ ଜଣଙ୍କୁ ଅଟକ ରଖି … Read More

ସୁନାବେଶ ଦର୍ଶନ ସାରି ଫେରୁଥିବା ବେଳେ ଭୟଙ୍କର ଦୁର୍ଘଟଣା, ୬ ଗୁରୁତର

ହରଭଙ୍ଗା: ମହାପ୍ରଭୁଙ୍କ ସୁନାବେଶ ଦର୍ଶନ ସାରି ଫେରୁଥିବା ବେଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା । କାରକୁ ଧକ୍କା ଦେଲା ତେଲ ଟ୍ୟାଙ୍କର । ରାସ୍ତାରୁ ୧୦ ଫୁଟ ତଳେ ଥିବା ଘାଇରେ ଖସିଲା କାର । ଖୋର୍ଦ୍ଧା–ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥରେ … Read More

ଓଡ଼ିଶା ଉପକୂଳରେ ଅବପାତ, ୨୭ରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା

ଭୁବନେଶ୍ବର: ଓଡ଼ିଶା ଉପକୂଳରେ ଅବପାତ । ୨୭ରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା । ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳରେ ବ୍ୟାପକ ବର୍ଷା ସମ୍ଭାବନା । ଅବପାତଟି ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅଧିକ ଶକ୍ତିଶାଳୀ ହୋଇ … Read More

ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଛୁଟି

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଜାରି ହୋଇଥିବା ପ୍ରବଳରୁ ଅତି ପ୍ରବଳ ବର୍ଷା ସତର୍କତାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲା ପ୍ରଶାସନ ସୋମବାର ଦିନ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛି। ପ୍ରତିକୂଳ ପାଣିପାଗ ସମ୍ଭାବନା … Read More

ବରମୁଣ୍ଡା ବସ୍ ଷ୍ଟାଣ୍ଡ ଆଗରୁ ମୁଣ୍ଡବିହୀନ ମୃତଦେହ ଉଦ୍ଧାର

ଭୁବନେଶ୍ବର: ରବିବାର ପ୍ରତ୍ୟୁଷରେ ଭୁବନେଶ୍ୱରର ବରମୁଣ୍ଡା ବସ୍ ଷ୍ଟାଣ୍ଡ ନିକଟ ଏକ ରାସ୍ତାରେ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ ମିଳିଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି। ପ୍ରାଥମିକ ତଦନ୍ତରୁ ଏହା ଏକ ସମ୍ଭାବ୍ୟ ସଡ଼କ ଦୁର୍ଘଟଣାକୁ … Read More