ବିଜୟଙ୍କୁ ଝଟ୍‌କା: କରୁର୍‌ ଦଳଚକଟା ପୀଡ଼ିତ ପରିବାରକୁ ସରକାରୀ ଚାକିରି ବାତିଲ କଲେ ହାଇକୋର୍ଟ

ଚେନ୍ନାଇ:  ମାଡ୍ରାସ ହାଇକୋର୍ଟଙ୍କ ମଦୁରାଇ ବେଞ୍ଚ କରୁର୍‌ ଦଳାଚକଟା ଘଟଣାର ପୀଡ଼ିତଙ୍କ ପରିବାରକୁ ତାମିଲନାଡୁ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସରକାରୀ ଚାକିରି ବାତିଲ କରିଦେଇଛନ୍ତି। ନିଯୁକ୍ତିକୁ ଅନୁମୋଦନ କରିଥିବା ସରକାରୀ ନିର୍ଦ୍ଦେଶକୁ କୋର୍ଟ ଖାରଜ କରିଦେଇଛନ୍ତି। ସୂଚନାଯୋଗ୍ୟ, ସେପ୍ଟେମ୍ବର ୨୦୨୫ରେ କରୁର୍‌ଠାରେ ଟିଭିକେ … Read More

E20 ନୀତିକୁ ନେଇ ମିଥ୍ୟା ପ୍ରଚାର, ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ନୀତିନ ଗଡକରୀ

ନୂଆଦିଲ୍ଲୀ : କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ E20 ଇଥାନଲ୍ ମିଶ୍ରଣ ନୀତିକୁ ନେଇ ସୋସିଆଲ ମିଡିଆରେ ପ୍ରସାରିତ ହେଉଥିବା କଥିତ AI ଡିପ୍ ଫେକ୍ ଭିଡିଓ ଏବଂ ଭ୍ରମକ ପୋଷ୍ଟ ବିରୋଧରେ ବମ୍ବେ ହାଇକୋର୍ଟରେ ମାନହାନି … Read More

ଇଣ୍ଡିଗୋ ବିମାନ କାର୍ଗୋରେ ଧୂଆଁ, ରାଜକୋଟ ଏୟାରପୋର୍ଟରେ କଲା ଏମରଜେନ୍ସି ଲ୍ୟାଣ୍ଡିଂ

ନୂଆଦିଲ୍ଲୀ : ରାଜକୋଟ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏମଜେନ୍ସି ଲ୍ୟାଣ୍ଡଂ କଲା ଇଣ୍ଡିଗୋ ବିମାନ । ବିମାନର କାର୍ଗୋ ହୋଲ୍ଡରୁ ଧୂଆଁ ବାହାରିବାରୁ ଏହି ସତର୍କତାମୂଳକ ପଦକ୍ଷେପ ନିଆଯାଇଥିବା ସୂଚନା ମିଳୁଛି । ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବରେ ବିମାନରୁ ଉଦ୍ଧାର କରାଯିବା ସହ … Read More

‘ଆନ୍ଦୋଳନ ହେଉଛି ବୋଲି ଲାଠିଚାର୍ଜ କରିପାରିବେନି ପୋଲିସ’: ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ

ନୂଆଦିଲ୍ଲୀ: ଦେଶରେ ଛାତ୍ର ଆନ୍ଦୋଳନ ସମୟରେ ପୋଲିସର କଥିତ ଅତ୍ୟଧିକ ବଳପ୍ରୟୋଗକୁ ନେଇ ଦାଖଲ ହୋଇଥିବା ବିଭିନ୍ନ ଆବେଦନର ଶୁଣାଣି ବେଳେ ସୁପ୍ରିମକୋର୍ଟ ସୋମବାର ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ ରଖିଛନ୍ତି। ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ନେତୃତ୍ୱାଧୀନ ତିନିଜଣିଆ ଖଣ୍ଡପୀଠ କହିଛନ୍ତି, “କେବଳ … Read More

ପେପର ଲିକ୍ ରୋକିବାକୁ ପରୀକ୍ଷା ସଂଶୋଧନ ବିଲ୍ ଆଗତ, ବଡ଼ ପଦକ୍ଷେପ ନେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଦେଶରେ ପେପର ଲିକ୍ ରୋକିବାକୁ ମୋଦି ସରକାର ଆଜି ସଂସଦରେ ଗଣ ପରୀକ୍ଷା ସଂଶୋଧନ ବିଲ୍ ଆଗତ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ଲୋକସଭାରେ ଏହି ବିଲ୍ ଆଗତ କରିଛନ୍ତି । ଗଣ ପରୀକ୍ଷା ସଂଶୋଧନ ବିଲ୍ ମାଧ୍ୟମରେ … Read More

ଗାଈକୁ ବଞ୍ଚାଇବାକୁ ଯାଇ ଚାଲିଗଲା ୩ ଜୀବନ, ୮ ଆହତ

ହାପୁର : ଉତ୍ତରପ୍ରଦେଶ ହାପୁର ଜିଲ୍ଲାର ଭଢ କୋତବାଲୀ ଅଞ୍ଚଳରେ ଦିଲ୍ଲୀ-ଲକ୍ଷ୍ନୌ ହାଇୱେରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ହାପୁରର ସାୟାନା ଚୌପଲା ନିକଟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିଲାବେଳେ … Read More

ଫୁଡ୍ ଫେଷ୍ଟିଭାଲରେ ଗୁଳିକାଣ୍ଡ, ଜୀବନ ବଞ୍ଚାଇ ଦୌଡ଼ିଲେ ଲୋକେ

ନୂଆଦିଲ୍ଲୀ: ଆମେରିକାର ସିଆଟଲ ସହରରେ ଚାଲିଥିବା ଏକ ଫୁଡ୍ ଫେଷ୍ଟିଭାଲରେ ଗୁଳିକାଣ୍ଡ ଘଟିଛି । ଏହି ଘଟଣାରେ ଅତି କମରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି ।ଆମେରିକାର ସିଆଟଲ ସହରରେ ଚାଲିଥିବା ଏକ ଫୁଡ୍ … Read More

ଟ୍ରମ୍ପଙ୍କ ନିଷ୍ପତ୍ତି ପରେ ୬ ପ୍ରତିଶତ ଖସିଲା ଅଶୋଧିତ ତୈଳ ଦର

ନୂଆଦିଲ୍ଲୀ : ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଇରାନ ଉପରେ ତୁରନ୍ତ କୌଣସି କଠୋର ସାମରିକ ବା ଅର୍ଥନୈତିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଆମେରିକା ନିଷ୍ପତ୍ତି ନେବା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦରରେ ବଡ଼ ଧରଣର ହ୍ରାସ ଦେଖିବାକୁ … Read More

ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭବ୍ୟ ସ୍ୱାଗତ, ‘ଜିନ୍ଦାବାଦ’ ନାରାରେ ଗୁଞ୍ଜରିତ ହେଲା ସଂସଦ ଭବନ

ନୂଆଦିଲ୍ଲୀ: ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ଏବଂ ଦେଶବ୍ୟାପୀ ଛାତ୍ର ଆନ୍ଦୋଳନ କାରଣରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେବା ପରେ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି। ତେବେ ମନ୍ତ୍ରୀ ପଦ ଛାଡ଼ିବା ପରେ ମଧ୍ୟ … Read More

ଆକାଉଣ୍ଟ ଖାଲି କରିଦେଲେ ସାଇବର୍ ଲୁଟେରା, ଗ୍ୟାସ ବୁକିଂ ପାଇଁ ଡାଉନଲୋଡ୍ କରିଥିଲେ ଆପ୍

ଭୁବନେଶ୍ୱର : ଗ୍ୟାସ ବୁକିଂ ପାଇଁ ଡାଉନଲୋଡ୍ କରିଥିଲେ ଆପ୍ । ହେଲେ ଆପ୍ ଡାଉନଲୋଡ୍ କରିବା ମାତ୍ରେ ଖାଲି ହୋଇଗଲା ବ୍ୟାଙ୍କ ଆକାଉଣ୍ଟ । ହଜାରେ କି ଦୁଇ ହଜାର ନୁହେଁ । ପାଖାପାଖି ୨ ଲକ୍ଷ ୯୧ ହଜାର ଟଙ୍କା … Read More