ବର୍ଷା-ବନ୍ୟା ପାଇଁ ଆସନ୍ତାକାଲି ଭଦ୍ରକ ଓ ବାଲେଶ୍ବର ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନୱାଡି ବନ୍ଦ

ଭୁବନେଶ୍ବର: ବନ୍ୟା ସ୍ଥିତି ଓ ଲଗାଣ ବର୍ଷା ପାଇଁ ଆସନ୍ତାକାଲି ଭଦ୍ରକ ଓ ବାଲେଶ୍ବର ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନୱାଡି ବନ୍ଦ ରହିବ । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ଭଦ୍ରକ ଓ ବାଲେଶ୍ବର ଜିଲ୍ଲାପାଳ । ବର୍ଷା ଓ ବନ୍ୟା ସ୍ଥିତିକୁ … Read More

୫୫ ବର୍ଷୀୟ ବ୍ୟକ୍ତିଙ୍କୁ ଟାଣିନେଲା କୁମ୍ଭୀର

ଯାଜପୁର ଟାଉନ: ଗାଧୋଇବା ବେଳେ ଜଣଙ୍କୁ ଟାଣି ନେଲା କୁମ୍ଭୀର । ଯାଜପୁର ଦେଇ ପ୍ରବାହିତ ଖରସ୍ରୋତା ନଦୀରେ ଗାଧୋଇବା ବେଳେ ଟାଣି ନେଲା କୁମ୍ଭୀର । ଯାଜପୁର ବ୍ଲକ ଛତିଶଦେବିଲ ଷୋଳବାଟି ଗାଁ ନିକଟସ୍ଥ ଖରସ୍ରୋତା ନଦୀରେ ଗୋଧୋଉଥିଲେ ଜଣେ ୫୫ … Read More

ବୈତରଣୀରେ ବନ୍ୟା ଆଶଙ୍କା, ପ୍ରଶାସନ ସଜାଗ

ଯାଜପୁର ଟାଉନ: ଉପରେ ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି । ବିପଦ ସଂକେତ ଟପିଛି ବୈତରଣୀ ନଦୀର ଜଳସ୍ତର। ଆଖୁଆପଦାଠାରେ ନଦୀର ବିପଦ ସଂକେତ ୧୮.୩୩ ମିଟର ଥିବାବେଳେ ଏବେ ବିପଦ ସଂକେତ ଅତିକ୍ରମକରି ୧୮.୪୮ ଉପରେ … Read More

ଭିତରକନିକାରେ ୧୧୭ଟି କୁମ୍ଭୀର ବସା ଚିହ୍ନଟ

ରାଜନଗର: କେନ୍ଦ୍ରାପଡ଼ା ଜିଲ୍ଲାର ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତ ବର୍ଷର କୁମ୍ଭୀର ବସା ଗଣନା କାର୍ଯ୍ୟ ସଫଳତାର ସହ ଶେଷ ହୋଇଛି । ଭିତରକନିକା ଜାତୀୟ ଉଦ୍ୟାନରେ ଶେଷ ହୋଇଛି କୁମ୍ଭୀର ବସା ଗଣନା । ଚଳିତବର୍ଷ ୧୧୭ ଟି କୁମ୍ଭୀର … Read More

ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ନଦୀରେ ବଢୁଛି ଜଳସ୍ତର, ସାଳନ୍ଦୀ, ଜଳକା ଓ ବୈତରଣୀରେ ବନ୍ୟା ଆଶଙ୍କା

ଭୁବନେଶ୍ୱର : ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା ଓ ବୈତରଣୀରେ ବନ୍ୟା ଆଶଙ୍କା । ଭଦ୍ରକ ରାଜଘାଟରେ ବିପଦ ସଂକେତ ଉପରେ ବୈତରଣୀର ଜଳସ୍ତର ରହିଛି । ବାଲେଶ୍ୱର ଜିଲ୍ଲା ନୀଳଗିରିରେ ସର୍ବାଧିକ ବର୍ଷା ହୋଇଛି । ଏଥିଯୋଗୁ ଭଦ୍ରକ, ଧାମନଗର, ଚାନ୍ଦବାଲି, … Read More

ବାପାକୁ ହତ୍ୟା କଲା ପୁଅ

ଭୁବନେଶ୍ୱର  : ରାଜଧାନୀରେ ବାପାକୁ ପଥରରେ ଛେଚି ହତ୍ୟା କଲା ପୁଅ । ଭୁବନେଶ୍ବର ମଞ୍ଚେଶ୍ବର ଥାନା ମଞ୍ଚନାଥ ବିହାରରୁ ଆସିଛି ଏହି ଅଭିଯୋଗ । ମୃତକ ହେଉଛନ୍ତି କଣ୍ଟ୍ରାକ୍ଟର କେ ବିଶ୍ବନାଥ । ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ମିଳିବା ପରେ … Read More

ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ୫ ଲକ୍ଷ ଟଙ୍କାରେ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ । ଘୋଷଣା କଲେ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି । ଚଳିତ ବର୍ଷର ଇଣ୍ଡିଆନ୍ ଆଇଡଲ୍- ସିଜିନ୍ ୧୬ର ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ଆଜି ନିଜ ସରକାରୀ ବାସଭବନରେ ସମ୍ବର୍ଦ୍ଧିତ … Read More

ସାରା ରାଜ୍ୟରେ ଲଗାଣ ବର୍ଷା, ବିପଦ ସଙ୍କେତ ଛୁଇଁଲା ଜଳକା

ଜଳେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଇଛି । ଏହାର ପ୍ରଭାବରେ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ଯାହାଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ସେପଟେ ବିପଦ ସଙ୍କେତ ଛୁଇଁଲା ଜଳକା … Read More

ଗଳାକାଟି ସ୍ତ୍ରୀକୁ ହତ୍ୟା ପରେ ସ୍ବାମୀର ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର : ରାଜଧାନୀରେ ଚାଞ୍ଚଲ୍ୟ । ସ୍ତ୍ରୀର ଗଳାକାଟି ହତ୍ୟା କଲା ସ୍ୱାମୀ ।  ପରେ ନିଜେ ବିଷ ପିଇ ଜୀବନ ହରିବାକୁ ଉଦ୍ୟମ କଲା ସ୍ବାମୀ ।  ମଞ୍ଚେଶ୍ୱର ଥାନା ଚକେଇସିହାଣୀ ସାହୁ କଲୋନୀରେ ଏପରି ହତ୍ୟାକାଣ୍ଡ ଘଟିଛି । ଗୁରୁତର … Read More

ଲଗାଣ ବର୍ଷାରେ ଉବୁଟୁବୁ ଉତ୍ତର ଓଡ଼ିଶା: ବାଲେଶ୍ୱରରେ ସର୍ବାଧିକ ୨୦୦ ମିମିରୁ ଅଧିକ ରେକର୍ଡ

ଭୁବନେଶ୍ୱର: ଲଘୁଚାପ ଜନିତ ଲଗାଣ ବର୍ଷାରେ ଥରହର ଉତ୍ତର ଓଡ଼ିଶା। ଆକାଶରୁ ଯେମିତି କେବଳ ପାଣି ନୁହେଁ, ବରଂ ବିପଦ ଖସୁଛି। ବିଶେଷ କରି ବାଲେଶ୍ୱର ଜିଲ୍ଲା ପାଇଁ ଏହି ଲଗାଣ ବର୍ଷା ଏକ ବଡ଼ ଦୁର୍ଦ୍ଦଶା ପାଲଟିଛି। ଗତ ୨୪ … Read More