ସହରାଞ୍ଚଳରେ ଜଳ ନିଷ୍କାସନ ଓ ରିଲିଫ୍ କାର୍ଯ୍ୟ ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛି ନଗର ଉନ୍ନୟନ ବିଭାଗ : ମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଅଞ୍ଚଳରେ, ବିଶେଷକରି ଉତ୍ତର ଓଡ଼ିଶା ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ଓ ଜଳ ବନ୍ଦି ସ୍ଥିତିର ମୁକାବିଲା ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ … Read More
