ଗୋଳାବନ୍ଧରେ ବିସ୍ଥାପିତଙ୍କ ପାଇଁ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ, ୧୩୭୧ ପରିବାର ପାଇଁ ୭୫.୬୦ କୋଟିର ପ୍ୟାକେଜ୍‌, ଏହି ଅର୍ଥରେ ପ୍ରତି ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ, ୧୦୦୮ ବାସଗୃହ

​- ଛେଳିଗଡ଼ ଜଳସେଚନ ପ୍ରକଳ୍ପ ବିସ୍ଥାପିତ ୧୧୨ ପରିବାରକୁ ଘରବାରି ଓ ଚାଷଜମି ପଟ୍ଟା, ଆଜି ପାଇଲେ ୯୬ ପରିବାର ​- ଗୋଳାବନ୍ଧ ବିସ୍ଥାପିତଙ୍କ ପାଇଁ ୪ ଦଶନ୍ଧିର ଅପେକ୍ଷାର ଅନ୍ତ – ସାମୁଦ୍ରିକ ଅର୍ଥନୀତିର ହେବ ବିକାଶ, ଅର୍ଜିପଲ୍ଲୀ ବନ୍ଦର … Read More

ପବିତ୍ର ରାକ୍ଷୀ ପୂର୍ଣ୍ଣିମାରେ ପରିବହନ ବିଭାଗର ନିଆରା ସଡ଼କ ସୁରକ୍ଷା ଅଭିଯାନ

– ନିୟମ ମାନୁଥିବା ଗାଡ଼ି ଚାଳକଙ୍କୁ ସମ୍ମାନିତ କଲେ ପରିବହନ ଆୟୁକ୍ତ ଭୁବନେଶ୍ୱର : ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ରାକ୍ଷୀର ଭାବନା ‘ସୁରକ୍ଷା ପ୍ରତିଶ୍ରୁତି’କୁ ସଡ଼କ ସୁରକ୍ଷା ସହ ଯୋଡ଼ି ପରିବହନ ବିଭାଗ ପକ୍ଷରୁ ଆଜି ଏକ ନିଆରା ସଡ଼କ … Read More

ବନ୍ୟା ପରିସ୍ଥିତି ଓ କ୍ଷୟକ୍ଷତି ସମ୍ପର୍କରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କଲେ ପିଏମ୍ ମୋଦି

ନୂଆଦିଲ୍ଲୀ:ନେପାଳରେ ବନ୍ୟା ଯୋଗୁଁ ହୋଇଥିବା ପ୍ରବଳ କ୍ଷୟକ୍ଷତି ଓ ଜୀବନହାନିକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନେପାଳ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହଙ୍କ ସହ ଫୋନ୍‌ ଯୋଗେ କଥା ହୋଇ ସେ ବନ୍ୟା ପରିସ୍ଥିତି ଓ କ୍ଷୟକ୍ଷତି … Read More

ଗଙ୍ଗାରେ ଡଙ୍ଗା ବୁଡ଼ି ୨ ଶ୍ରମିକ ନିଖୋଜ, ୨୦ ଉଦ୍ଧାର

ବିହାର : ବିହାରର ଭାଗଲପୁର ଜିଲ୍ଲା ନବଗଛିଆ ଅଞ୍ଚଳରେ ଗଙ୍ଗା ନଦୀରେ ବଡ଼ ଅଘଟଣ । ରାଘୋପୁର ଅଞ୍ଚଳରେ ବନ୍ଧ ମରାମତି ଓ ବନ୍ୟା ନିୟନ୍ତ୍ରଣ କାମରେ ନିୟୋଜିତ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଗଙ୍ଗାର ପ୍ରଖର ସ୍ରୋତରେ ଓଲଟି ପଡ଼ିଛି … Read More

ନେପାଳ ବନ୍ୟାରେ ୧୦୫ ଭାରତୀୟ ନିଖୋଜ, ଜାରି ହେଲା ହେଲ୍ପଲାଇନ ନମ୍ବର

ନେପାଳ : ନେପାଳରେ ପ୍ରକୃତିର ତାଣ୍ଡବ । ଭୟଙ୍କର ଫ୍ଲାସ ଫ୍ଲଡରେ ବ୍ୟାପକ କ୍ଷୟକ୍ଷତି । ରସୁଆ ଜିଲ୍ଲାର ଭୋତେକୋଶୀ ନଦୀରେ ଫ୍ଲାସ ଫ୍ଲଡ ପରେ ପରିସ୍ଥିତି ସଙ୍ଗୀନ ରହିଛି । ଏକ ହଜାର ଲୋକ ଭାସିଯାଇଥିବା ବେଳେ ୫୦ ହଜାର ଲୋକ … Read More

ହସ୍ପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ, ୧୫ ନବଜାତକ ମୃତ

ପାକିସ୍ତାନ: ଇସଲାମାବାଦର ପାକିସ୍ତାନ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସର ଗାୟନେକୋଲୋଜି ୱାର୍ଡରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡ ଘଟଣାରେ ୧୫ ଜଣ ନବଜାତ ଶିଶୁଙ୍କର ମୃତ୍ୟୁ ଘଟିଛି । ଦୁର୍ଘଟଣା ସମୟରେ ୱାର୍ଡର ନର୍ସରୀରେ ୧୬ ଜଣ ନବଜାତ ଶିଶୁ … Read More

ରୁଷିଆରେ ସିଆଇଏ ମୁଖ୍ୟ, ଏକାସାଙ୍ଗରେ ବିଦେଶ ଗସ୍ତରେ ଡୋଭାଲ, ଜୟଶଙ୍କର ଓ ଭାଗବତ

ନୂଆଦିଲ୍ଲୀ: ବିଶ୍ୱ ରାଜନୀତି ଏବଂ କୂଟନୀତି କ୍ଷେତ୍ରରେ ବର୍ତ୍ତମାନ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି । ରୁଷିଆ-ୟୁକ୍ରେନ ଯୁଦ୍ଧ ଏବଂ ବଦଳୁଥିବା ଭୂ-ରାଜନୈତିକ ସମୀକରଣ ମଧ୍ୟରେ ଏକାସାଙ୍ଗରେ ବିଶ୍ୱର ପ୍ରମୁଖ ନେତା ଏବଂ ବରିଷ୍ଠ ଅଧିକାରୀମାନେ ବିଦେଶ ଗସ୍ତରେ ଅଛନ୍ତି … Read More

ଜାତିସଂଘ କମିଟି ରିପୋର୍ଟକୁ ଭାରତର ପ୍ରତ୍ୟାଖ୍ୟାନ

ନୂଆଦିଲ୍ଲୀ: ଜାତିଗତ ଭେଦଭାବ ଦୂରୀକରଣ ସମ୍ବନ୍ଧୀୟ ମିଳିତ ଜାତିସଂଘ କମିଟି (UNCERD) ଦ୍ୱାରା ଭାରତ ସମ୍ପର୍କରେ ପ୍ରକାଶିତ ରିପୋର୍ଟକୁ କେନ୍ଦ୍ର ସରକାର ସ୍ପଷ୍ଟ ଭାବେ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହି ରିପୋର୍ଟର ଜବାବ ଦେଇ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ କହିଛି ଯେ, ରାଜନୈତିକ … Read More

କଣ୍ଟେନରକୁ ଧକ୍କା ଦେଲା ବସ୍ : ୬ ମୃତ, ୨୦ ଆହତ

ତେଲେଙ୍ଗାନା: ଆଜି ଭୋର ସମୟରେ ତେଲେଙ୍ଗାନାର ସୂର୍ଯ୍ୟପେଟ୍ ଜିଲ୍ଲାର କୋଡାଡ ମଣ୍ଡଳର ଦୋରାକୋଣ୍ଟା ନିକଟରେ ଥିବା ଏକ ଘରୋଇ ଟ୍ରାଭେଲ ବସ୍ କଣ୍ଟେନର ଲରି ସହିତ ଧକ୍କା ହୋଇଛି । ଫଳରେ ଏହି ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିଲାବେଳେ ୨୦ ଜଣ … Read More

ନେପାଳରେ ପ୍ରଳୟଙ୍କାରୀ ବନ୍ୟା : ଭାସିଗଲେ ୧୦୦୦ରୁ ଅଧିକ ଲୋକ, ୟୁପି-ବିହାରରେ ହାଇଆଲର୍ଟ

ନେପାଳ :ନେପାଳରେ ସୃଷ୍ଟି ହୋଇଥିବା ପ୍ରଳୟଙ୍କାରୀ ବନ୍ୟାକୁ ନେଇ ଉତ୍ତରପ୍ରଦେଶ ଓ ବିହାରରେ ସତର୍କତା ଜାରି କରାଯାଇଛି। ନେପାଳର ବନ୍ୟାଜଳ ଭାରତର ସୀମାବର୍ତ୍ତୀ ଅଞ୍ଚଳକୁ ପ୍ରଭାବିତ କରିବା ଆଶଙ୍କା ଥିବାରୁ ଉଭୟ ରାଜ୍ୟର ପ୍ରଶାସନକୁ ସଜାଗ ରଖାଯାଇଛି। ବିପର୍ଯ୍ୟୟ ପରିଚାଳନା ବିଭାଗ … Read More