ସେପ୍ଟେମ୍ବର ୩ରୁ ମାଲକାନଗିରିରୁ ବିମାନ ଉଡ଼ାଣ
ମାଲକାନଗିରି: ମାଲକାନଗିରିବାସୀଙ୍କ ବହୁ ପ୍ରତୀକ୍ଷିତ ସ୍ୱପ୍ନ ଏବେ ସାକାର ହେବାକୁ ଯାଉଛି। ଆସନ୍ତା ସେପ୍ଟେମ୍ବର ୩ ତାରିଖରୁ ମାଲକାନଗିରିରୁ ବିମାନ ଉଡ଼ାଣ ଆରମ୍ଭ ହେବାକୁ ଥିବାରୁ ଜିଲ୍ଲାବାସୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଦୀର୍ଘଦିନ ଧରି ଦୁର୍ଗମ ମାଲକାନଗିରିକୁ ରାଜ୍ୟ ତଥା … Read More
