ଜେଲ୍ ୱାର୍ଡେନଙ୍କୁ ମରଣାନ୍ତକ ଆକ୍ରମଣ
ସୋର: ବଲେଶ୍ବର ଜିଲ୍ଲା ସୋର ଉପକାରାଗାରର ୱାର୍ଡେନ ସୁରେନ୍ଦ୍ର ସାମଲଙ୍କୁ ମରଣାନ୍ତକ ଆକ୍ରମଣ । ଡିଉଟି ସାରି ଘରକୁ ଫେରୁଥିବା ବେଳେ ସୋର ବ୍ଲକର ମାଣତ୍ରୀ ଛକ ବଳିବାଡ଼ ନିକଟରେ ମାରଣାସ୍ତ୍ରରେ ହାଣିଲେ ୩ ଦୁର୍ବୁତ୍ତ । ଦୁର୍ବୃତ୍ତମାନେ ଏକ ବାଇକରେ ଆସି … Read More
