ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟିହେଲା ଲଘୁଚାପ । ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେଲା । ପଶ୍ଚିମବଙ୍ଗ ଓ ବାଂଲାଦେଶ ସଂଲଗ୍ନ ଅଞ୍ଚଳରେ ଏହି ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ଓଡ଼ିଶା, ପଶ୍ଚିମବଙ୍ଗ ଓ ଆନ୍ଧ୍ରରେ ପ୍ରବଳ ବର୍ଷା ପୂର୍ବାନୁମାନ … Read More
