୩ କୋଟିର ସରକାରୀ ପାଣ୍ଠି ଆତ୍ମସାତ; ଦୁଇ ପୂର୍ବତନ ଅଧିକାରୀ ଗିରଫ

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ଜଗତସିଂହପୁର ଜିଲ୍ଲାର ତିର୍ତ୍ତୋଲ ବ୍ଲକ କାର୍ଯ୍ୟାଳୟର ଦୁଇ ପୂର୍ବତନ ଅଧିକାରୀଙ୍କୁ ୩ କୋଟି ଟଙ୍କାରୁ ଅଧିକ ସରକାରୀ ପାଣ୍ଠି ଆତ୍ମସାତ କରିବା ଅଭିଯୋଗରେ ଗୁରୁବାର ଦିନ ଗିରଫ କରିଛି। ତିର୍ତ୍ତୋଲ ବ୍ଲକର ପୂର୍ବତନ ବରିଷ୍ଠ ରାଜସ୍ୱ ସହାୟକ … Read More

ଚାର୍ଜ ବସାଇ ଦେଖୁଥିଲେ ଫୋନ; ବଜ୍ରପାତ ଘଟି ଚାଲିଗଲା ଜୀବନ

କୋରାପୁଟ : ଇୟର ଫୋନ୍ ଲଗାଇ ମୋବାଇଲ ଦେଖିବା ବେଳେ ବଜ୍ରାଘାତ । ଫଳରେ ନାବାଳକଙ୍କର ମୃତ୍ୟୁ ଘଟିଛି  । କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ କୋସନ୍ଦି ପଞ୍ଚାୟତ ଡାରେଙ୍ଗବା ଗାଁରେ ଏହି ଅଘଟଣ ଘଟିଛି । ମୃତକ ହେଲେ ୧୬ ବର୍ଷିୟ … Read More

‘ଜୀବିତ ଅଛନ୍ତି ଇମ୍ରାନ ଖାନ’ ସ୍ପଷ୍ଟୀକରଣ ରଖିଲା ପାକିସ୍ତାନ ସେନା, ମୃତ୍ୟୁ ଗୁଜବକୁ ଖଣ୍ଡନ

ଇସଲାମାବାଦ: ପାକିସ୍ତାନର ଜେଲ୍‌ରେ ବନ୍ଦୀ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ମୁଖ୍ୟ ଇମ୍ରାନ ଖାନଙ୍କ ମୃତ୍ୟୁ ଘଟିଥିବା ନେଇ ବ୍ୟାପକ ଗୁଜବ ସୃଷ୍ଟି ହୋଇଛି। ଏହି ଚାଞ୍ଚଲ୍ୟକର ଦାବି ସାରା ବିଶ୍ୱରେ ଚର୍ଚ୍ଚାର ବିଷୟ ପାଲଟିବା ପରେ ପାକିସ୍ତାନ … Read More

ଖୁବ୍‌ଶୀଘ୍ର ବଜାରକୁ ଆସିବ ୧୦ ଓ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍‌

ନୂଆଦିଲ୍ଲୀ : ଖୁବ୍‌ଶୀଘ୍ର ବଜାରକୁ ପଲିମର (ପ୍ଲାଷ୍ଟିକ୍) ନୋଟ୍‌ ଆସିବାକୁ ଯାଉଛି। ଏଥିପାଇଁ ସରକାର ଆବଶ୍ୟକ ଅନୁମତି ପ୍ରଦାନ କରିଛନ୍ତି। ରାଜ୍ୟସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦେଇଥିବା ସୂଚନା ଅନୁଯାୟୀ ପରୀକ୍ଷାମୂଳକ ଭାବେ ବଜାରକୁ ୨୦୦ କୋଟି ଟଙ୍କାର ୧୦ ଟଙ୍କିଆ … Read More

‘ହର ଘର ତିରଙ୍ଗା’ ଅଭିଯାନରେ ସାମିଲ ହେବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିବେଦନ

ନୂଆଦିଲ୍ଲୀ : ‘ହର ଘର ତିରଙ୍ଗା’ ଅଭିଯାନରେ ଜନସାଧାରଣଙ୍କୁ ସାମିଲ ହେବାକୁ ପ୍ରଧାନମନ୍ତ୍ରୀ ନିବେଦନ କରିଛନ୍ତି। ଏହା ସହ ବିକଶିତ ଭାରତ ଗଠନ ଦିଗରେ ନିଜର ସାମୂହିକ ସଂକଳ୍ପକୁ ଦୋହରାଇବାକୁ ଆହ୍ୱାନ ଦେଇଛନ୍ତି। ମଙ୍ଗଳବାର ଇନଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରି … Read More

ପ୍ରମାଣିତ ହେଲା ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ଉପରେ ଲାଗିଥିବା ସବୁ ଅଭିଯୋଗ

ନୂଆଦିଲ୍ଲୀ : ବହୁଚର୍ଚ୍ଚିତ ‘କ୍ୟାସ୍ ଆଟ୍ ହୋମ୍’ ମାମଲାରେ ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ପାଇଁ ବଢ଼ିଛି ଅଡ଼ୁଆ । ତାଙ୍କ ବିରୋଧରେ ତଦନ୍ତ କରୁଥିବା ଲୋକସଭା ଦ୍ୱାରା ଗଠିତ ୩ ଜଣିଆ ତଦନ୍ତ କମିଟି ସମସ୍ତ ୩ଟି ଅଭିଯୋଗ ପ୍ରମାଣିତ ହୋଇଥିବା ନିଷ୍କର୍ଷରେ … Read More

ସରକାରଙ୍କ ବଡ଼ ନିଷ୍ପତ୍ତି, ବର୍ଷେ ଯାଏଁ କର୍ଣ୍ଣାଟକରେ ମିଳିବନି ଗୁଟଖା

ବେଙ୍ଗାଲୁରୁ : କର୍ଣ୍ଣାଟକ ସରକାରଙ୍କ ବଡ଼ ନିଷ୍ପତ୍ତି । ବର୍ଷକ ପାଇଁ ରାଜ୍ୟରେ ତମାଖୁ ଓ ନିକୋଟିନ ସାମଗ୍ରୀ ଥିବା ସମସ୍ତ ପ୍ରକାର ଗୁଟଖା ଓ ପାନ ମସଲା ଉପରେ ବ୍ୟାନ ଲଗାଇଛନ୍ତି । ଅଗଷ୍ଟ ୧୦ ତାରିଖରେ ଏକ ବିଜ୍ଞପ୍ତି ଜାରି … Read More

୧୦୦୦ ଛୁଇଁପାରେ କଲମ୍ବିଆ ଭୂକମ୍ପ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ : ବଢି ବଢି ଚାଲିଛି କଲମ୍ବିଆ ଭୂକମ୍ପ ମୃତ୍ୟୁ ସଂଖ୍ୟା । କଲମ୍ବିଆ ଭୂମିକମ୍ପରେ ସରକାରୀ ଭାବେ ମୃତ୍ୟୁସଂଖ୍ୟା ୨୫୪କୁ ବୃଦ୍ଧି ପାଇଛି । ଅତିକମରେ ୨,୭୦୦ ଜଣ ନିଖୋଜ ଥିବାବେଳେ ୧,୬୦୦ଟି ଅଟ୍ଟାଳିକା କ୍ଷତିଗ୍ରସ୍ତ କିମ୍ବା ଧ୍ୱଂସ ହୋଇଛି । … Read More

ମୁମ୍ବାଇ କୁର୍ଲାରେ ଭୂସ୍ଖଳନ: ୬ ମୃତ

ମୁମ୍ବାଇ : ମହାରାଷ୍ଟ୍ର ମୁମ୍ବାଇ କୁର୍ଲାର ଚିରାଗ ନଗର ଅଞ୍ଚଳରେ ବଡ଼ ଅଘଟଣ । କୁର୍ଲାର ଚିରାଗ ନଗର ଭୂସ୍ଖଳନ ହେବାରୁ ଅନେକ ଲୋକ ମାଟି ଓ ଭଗ୍ନାବଶେଷ ତଳେ ଚାପି ହୋଇଯାଇଥିବା ଆଶଙ୍କା କରାଯାଇଛି । ଏହି ଘଟଣାରେ ଏପର୍ଯ୍ୟନ୍ତ ୬ … Read More

ଜିମ୍ବାୱେରେ ଡଙ୍ଗା ବୁଡି ୧୫ ମୃତ, ୨୭ ନିଖୋଜ

ହରାରେ: ଜିମ୍ବାୱେର କରିବା ହ୍ରଦରେ ୯୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଫେରି ବୁଡ଼ିଯାଇଛି। ଏହି ଘଟଣାରେ ୧୫ ଜଣଙ୍କର ମୃତ୍ୟୁ ହୋଇଥିବା ଏବଂ ୨୭ରୁ ଅଧିକ ନିଖୋଜ ଥିବା ଆଶଙ୍କା କରାଯାଉଛି। ପୋଲିସ ଏବଂ ପ୍ରତ୍ୟକ୍ଷଦର୍ଶୀଙ୍କ ଅନୁସାରେ, ମଙ୍ଗଳବାର … Read More