ଜମି ବିବାଦକୁ ନେଇ RIଙ୍କୁ ମରଣାନ୍ତକ ଆକ୍ରମଣ

ପିପିଲି: ପୁରୀ ଜିଲ୍ଲା ମାଟିଆପଡା RI ଆଶୁତୋଷ ସାହୁଙ୍କୁ ମରଣାନ୍ତକ ଆକ୍ରମଣ । ପିପିଲି ଆଠବାଟିଆରେ କିଛି ଦୁବୃତ୍ତ ତାଙ୍କ ମୁଣ୍ଡକୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଜମି ବାଡ଼ି ବିବାଦ ଓ ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସୂଚନା ମିଳିଛି। … Read More

ରେଙ୍ଗାଳି ଡ୍ୟାମରେ ବଢୁଛି ଜଳସ୍ତର, ତଳିଆ ଅଞ୍ଚଳବାସୀ ସତର୍କ ରହିବାକୁ ପରାମର୍ଶ

କଣିହା: ରେଙ୍ଗାଳି ଡ୍ୟାମରେ ବଢୁଛି ଜଳସ୍ତର । ଏବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ପାଇଁ ଜୁଲାଇ ୩୦ରେ ଗୋଟିଏ ଗେଟ୍ ଖୋଲାଯାଇ ଥିବାବେଳେ ଗଚ୍ଛିତ ଜଳରାଶି ୧୨୨.୩୦ ମିଟର ଥିଲା । ଡ୍ୟାମର ଉପର ପାଖରୁ ପ୍ରତି ସେକେଣ୍ଡ ପିଛା ୨୪୬୦ ଘନମିଟର … Read More

ବନ୍ୟା ମୁକାବିଲା ପାଇଁ ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲ୍ଲା ଦାୟିତ୍ୱ

ଭୁବନେଶ୍ୱର: ରାଜ୍ୟରେ ଲଗାଣ ବର୍ଷା ଓ ବନ୍ୟା ସ୍ଥିତିକୁ ନଜରରେ ରଖି ଭଦ୍ରକ, ବାଲେଶ୍ୱର ଓ ଯାଜପୁର ଜିଲ୍ଲା ପାଇଁ ୩ ଜଣ ବରିଷ୍ଠ ଆଇଏଏସ୍‌ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ଏହି ଅଧିକାରୀମାନେ ସମ୍ପୃକ୍ତ ଜିଲ୍ଲାକୁ ତୁରନ୍ତ ଗସ୍ତ କରି ବନ୍ୟା … Read More

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଅବସର ନେଲେ ୱାଇ.ବି. ଖୁରାନିଆ

କଟକ: ଓଡ଼ିଶା ପୁଲିସର ଡିଜିପି ପଦରେ ପରିବର୍ତ୍ତନ ହୋଇଛି। ଡିଜିପି ୱାଇ.ବି. ଖୁରାନିଆ ରବିବାର ଚାକିରିରୁ ଅବସର ନେବା ପରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଅନ୍ତରୀଣ ଡିଜିପି ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର ଅପରାହ୍ନରେ କଟକସ୍ଥିତ ପୁଲିସ … Read More

ବଢୁଛି ବୈତରଣୀ ଜଳସ୍ତର, ବନ୍ଧ ଉପରେ ଆଶ୍ରୟ ନେଲେ ବିପନ୍ନ ପରିବାର

ଭଦ୍ରକ: ବଢୁଛି ବୈତରଣୀ ନଦୀର ଜଳସ୍ତର। ବୈତରଣୀରେ ଚତୁର୍ଥ ଥର ବନ୍ୟା ଆସିଛି। ଆଖୁଆପଦା ଠାରେ ବିପଦ ସଂକେତ ଅତିକ୍ରମ କଲା ବନ୍ୟା ଜଳ। ଆଖୁଆପଦାଠାରେ ବିପଦ ସଂକେତ ୧୮.୩୩ ମିଟର ଥିବାବେଳେ ଏବେ ୧୮.୩୫ ମିଟର ଉପରେ ବନ୍ୟାଜଳ ପ୍ରଭାବିତ … Read More

ବିପଦ ସଙ୍କେତ ଉପରେ ଜଳକା, କମୁଛି ସୁବର୍ଣ୍ଣରେଖା ଜଳସ୍ତର

ଜଳେଶ୍ବର: କମୁଛି ସୁବର୍ଣ୍ଣରେଖା, ବଢୁଛି ଜଳକା । ଉପର ମୁଣ୍ତରେ ପ୍ରବଳ ବର୍ଷା ଏବଂ ଝାଡଖଣ୍ତ ଗାଲୁଡିହି ବ୍ଯାରେଜରୁ ପାଣି ଛଡା ଯିବା ଯୋଗୁ ସୁବର୍ଣ୍ଣରେଖା ଜଳସ୍ତର ବଢିଥିଲା । ଏବେ ଜଳସ୍ତର ହ୍ରାସ ପାଇ ବିପଦ ସଙ୍କେତ ତଳେ ପ୍ରବାହିତ ହେଉଛି। … Read More

ସୁଧାଂଶୁଙ୍କୁ ମିଳିବ ବୀରତ୍ବ ସେନା ପଦକ

ଜୁନାଗଡ଼: କଳାହାଣ୍ଡିର ଯୋଗ୍ୟ ପୁତ୍ର ମେଜର ସୁଧାଂଶୁ ପାଣି ବୀରତ୍ବ ସେନାପଦକ ପାଇଁ ରାଷ୍ଟ୍ରପତିଙ୍କ ଦ୍ଵାରା ମନୋନୀତ ହେଇଛନ୍ତି। ଏହି ଖବର ପ୍ରଚାରିତ ହେବା ମାତ୍ରେ ଜିଲାରେ ବିଭିନ୍ନ ମହଲରେ ଖୁସିର ଲହରୀ ଖେଳିଯାଇଛି। ସୂଚନାଯୋଗ୍ୟ ଗତ ୨୦୨୫ ସେପ୍ଟେମ୍ବରରେ ମେଜର … Read More

ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନିତିକାନ୍ତି ପାଇଁ ଆସନ୍ତାକାଲି ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ: ସୋମବାର ଦିନ ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନିତିକାନ୍ତି ପାଇଁ ପୁରୀର ଶ୍ରୀଜଗନ୍ନାଥ ମନ୍ଦିରରେ ଚାରି ଘଣ୍ଟା ପାଇଁ ସାର୍ବଜନୀନ ଦର୍ଶନ ବନ୍ଦ ରହିବ। ଆସନ୍ତାକାଲି ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ରବିବାର ଏନେଇ ସୂଚନା … Read More

ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ୨୧ ଯାଏ ଜାରି ରହିବ ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ରବିବାର ପ୍ରତ୍ୟୁଷରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରାୟ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅଧିକ ସ୍ପଷ୍ଟ ହେବାର ସମ୍ଭାବନା … Read More

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ରାଷ୍ଟ୍ରପତିଙ୍କ ବାର୍ତ୍ତା: ଆତଙ୍କବାଦ ବିରୋଧୀ ଲଢ଼େଇ ଓ ନ୍ୟାୟପାଳିକା ଉପରେ ଗୁରୁତ୍ୱାରୋପ

ନୂଆଦିଲ୍ଲୀ: ସାରା ଦେଶ ଏବେ ୮୦ତମ ସ୍ୱାଧୀନତା ଦିବସ ପାଳନର ଉତ୍ସବରେ ମସଗୁଲ ଥିବାବେଳେ, ଏହି ପବିତ୍ର ଅବସରର ଠିକ୍ ପୂର୍ବସନ୍ଧ୍ୟାରେ ଅର୍ଥାତ୍ ଅଗଷ୍ଟ ୧୪ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏକ ମହତ୍ତ୍ୱପୂର୍ଣ୍ଣ ବାର୍ତ୍ତା ଦେଇଛନ୍ତି। ରାଷ୍ଟ୍ରପତିଙ୍କ … Read More