ପାଟଣେଶ୍ୱରୀ ମନ୍ଦିର ନିକଟରେ ଅଜଣା ବ୍ୟକ୍ତିଙ୍କୁ ହତ୍ୟା
ସମ୍ବଲପୁର: ସମ୍ବଲପୁରରେ ଚାଞ୍ଚଲ୍ୟ । ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଥିବା ନେଇ ସୂଚନା ମିଳିଛି । ସମ୍ବଲପୁର ଟାଉନ ଥାନା ଅନ୍ତର୍ଗତ ମା’ ପାଟଣେଶ୍ୱରୀ ମନ୍ଦିର ପଛ ପଟେ ଜଣେ ବ୍ୟକ୍ତିଙ୍କୁ କେହି ହତ୍ୟା କରିଥିବା ଅଭିଯୋଗ ହୋଇଛି । … Read More
