ଉଚ୍ଚ ସ୍ବରରେ ଗୀତ ବଜାଇବାକୁ ନେଇ ଦୁଇ ପରିବାର ମଧ୍ୟରେ ଝଗଡ଼ା, ବାପ-ପୁଅ ମୃତ

ମୁମ୍ବାଇ : ମୁମ୍ବାଇର ବିକ୍ରୋଲିରେ ଥିବା ଏକ ପରିବାର ଜୋରରେ ଗୀତ ବଜାଇବାକୁ ନେଇ ପଡୋଶୀଙ୍କ ସହିତ ପାଟିତୁଣ୍ଡ କରିଥିଲେ । ଆଉ ଝଗଡା ଏତେ ଭୟଙ୍କର ଥିଲା ଯେ, ଘଟଣାରେ ୨ ଜଣଙ୍କ ଜୀବନ ମଧ୍ୟ ଚାଲିଯାଇଛି । ଘଟଣା ପରେ … Read More

ସ୍ବାଧୀନତା ଦିବସ ପୂର୍ବରୁ ଦିଲ୍ଲୀରେ ହାଇଆଲର୍ଟ; ଲାଲକିଲ୍ଲାରେ ମୁତୟନ ହେବେ ୧୨ ହଜାର ପୋଲିସ

ନୂଆଦିଲ୍ଲୀ: ଅଗଷ୍ଟ ୧୫ ସ୍ୱାଧୀନତା ଦିବସକୁ ଦୃଷ୍ଟିରେ ରଖି ଦେଶର ରାଜଧାନୀ ଦିଲ୍ଲୀରେ ହାଇ ଆଲର୍ଟ ଜାରି କରାଯାଇଛି। ପାକିସ୍ତାନ ସମର୍ଥିତ ଆତଙ୍କବାଦୀ ସଂଗଠନ, ଖାଲିସ୍ତାନୀ ତତ୍ତ୍ୱ ଏବଂ ହଠାତ୍ ବିରୋଧ ପ୍ରଦର୍ଶନ (ସ୍ନାପ୍ ପ୍ରୋଟେଷ୍ଟ)ର ଆଶଙ୍କାକୁ ନଜରରେ ରଖି ଦିଲ୍ଲୀ … Read More

ପ୍ରବଳ ବର୍ଷାରେ ଭୁଶୁଡ଼ିଲା କୋଠା; ଚାଲିଗଲା ୬ ଜୀବନ

ଲକ୍ଷ୍ନୌ: ନିରନ୍ତର ବର୍ଷା ମଧ୍ୟରେ ବୁଧବାର ରାତି ପ୍ରାୟ ୩ଟା ସମୟରେ ପ୍ରତାପଗଡ଼ର ନଗର କୋତୱାଲି ଅଞ୍ଚଳର ମହୁଲି ୱାର୍ଡରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଘରର ଛାତ ଭୁଶୁଡ଼ି ପଡ଼ିବାରୁ ଗୋଟିଏ ପରିବାରର ଛଅ ଜଣ ସଦସ୍ୟ ଭଗ୍ନାବଶେଷ … Read More

ଶ୍ରୀମନ୍ଦିର ଭିତରବେଢ଼ା ଭିଡିଓ ଭାଇରାଲ, ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ

ପୁରୀ : ପୁଣିଥରେ ଶ୍ରୀମନ୍ଦିର ଭିତରର ଭିଡିଓ ପ୍ରଘଟ ହୋଇଛି। କୃର୍ତ୍ତିକା-କ୍ରେପ ୨୦୧୭ ଇନଷ୍ଟାଗ୍ରାମ୍‌ ଆଇଡିରୁ ଶ୍ରୀମନ୍ଦିର ଭିତର ବେଢ଼ା ଭିଡିଓ ପ୍ରଘଟ ହୋଇଥିବା ଦେଖିବାକୁ ମିଳିଛି। ଶ୍ରଦ୍ଧାଳୁ ଜଣକ ଶ୍ରୀମନ୍ଦିର ଭିତରବେଢ଼ାରେ ଥାଇ ନୀଳଚକ୍ରରେ ବାନା ପରିବର୍ତ୍ତନ ସମୟର ଭିଡିଓ … Read More

କଲେଜ ଛାତ୍ରଙ୍କୁ ନିସ୍ତୁକ ମାଡ଼ ଓ ଅପହରଣ ଘଟଣା ; ୩ ଦିନ ପରେ ନିଖୋଜ ଯୁବକ ଉଦ୍ଧାର

ରାଜନଗର : ପ୍ରେମ ବ୍ୟାପାରକୁ ନେଇ ଛାତ୍ରଙ୍କୁ ନିସ୍ତୁକ ମାଡ଼ ସହ ଅପହରଣ ଅଭିଯୋଗର ତିନିଦିନ ପରେ ପୁଲିସ ଦ୍ୱାରା ଉଦ୍ଧାର। ଗତକାଲି ରାତିରେ ରାଜନଗର ଖଣ୍ଡେଇ ପଡାରୁ ନିଖୋଜ ଯୁବକ ଆକାଶ ଉଦ୍ଧାର ହୋଇଛନ୍ତି। ୟୁକେ ମହାବିର ମହାବିଦ୍ୟାଳୟ ମଦନପୁର … Read More

୭ରୁ ପୁରୀ-ସୋଲାପୁର ଜଙ୍କସନ୍ ମଧ୍ୟରେ ଚଳାଚଳ କରିବ ସ୍ବତନ୍ତ୍ର ଏକ୍ସପ୍ରେସ୍

ଭୁବନେଶ୍ବର : ଆସନ୍ତା ୭ରୁ ପୂର୍ବତଟ ରେଳପଥ ପକ୍ଷରୁ ପୁରୀ-ସୋଲାପୁର ଜଙ୍କସନ୍ ମଧ୍ୟରେ ଏକ ସ୍ବତନ୍ତ୍ର ଏକ୍ସପ୍ରେସ୍ ଟ୍ରେନ୍‌ର ଚଳାଚଳ ଆରମ୍ଭ ହେବ। ଟ୍ରେନ୍ ନଂ ୦୮୪୪୫ ପୁରୀ-ସୋଲାପୁର ଜଙ୍କସନ୍ ସ୍ପେଶାଲ୍ ଏକ୍ସପ୍ରେସ୍ ଶୁକ୍ରବାର ରାତି ୧୧.୪୫ରେ ପୁରୀରୁ ଯାତ୍ରା ଆରମ୍ଭ … Read More

ବିରୁଡି ଆକ୍ରମଣରେ ବୃଦ୍ଧ ମୃତ

ବାଂଶପାଳ: କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ବଡ଼ବିଲ ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି | ଜଙ୍ଗଲକୁ ଯାଇଥିବା ବେଳେ ବିରୁଡ଼ି ପୋକ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି | ମୃତକ କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ନୟାକୋଟ ଥାନା ବଡ଼ବିଲ … Read More

ହଷ୍ଟେଲରେ ନବମ ଶ୍ରେଣୀ ଛାତ୍ରଙ୍କୁ ଆକ୍ରମଣ ଘଟଣାରେ ୭ ବହିଷ୍କୃତ, ୨୭ ଜଣଙ୍କୁ କରିଥିଲେ ରାଗିଂ

ରାୟଗଡ଼ା: ରାୟଗଡ଼ା ଛାତ୍ର ଆକ୍ରମଣ ଘଟଣାରେ ଜଡ଼ିତ ୭ ଜଣ ଦଶମ ଶ୍ରେଣୀ ଛାତ୍ରଙ୍କୁ ବିଦ୍ୟାଳୟରୁ ବହିଷ୍କାର କରାଯାଇଛି। କୋଲନରା ବିଡିଓ ରୀନା ପ୍ରଧାନ ହାଇସ୍କୁଲରେ ପହଞ୍ଚି ଅନୁଧ୍ୟାନ କରିଛନ୍ତି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଛାତ୍ର ମାନଙ୍କୁ କାଉନସିଲିଂ କରଛି … Read More

ନିର୍ମାଣଧୀନ ଟାଙ୍କିରୁ ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଯାଇ ଯୁବକ ମୃତ

ସାଲେପୁର  :  ଆବର୍ଜନା ଟାଙ୍କିରେ ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଯାଇ ଯୁବକ ମୃତ ।  ନିର୍ମାଣଧୀନ ଆବର୍ଜନା ଟାଙ୍କିରେ ଫସିଲେ ଶ୍ରମିକ ।  ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଯାଇ ଆଉ ଜଣେ ଯୁବକ ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ।  କଟକ ମାହାଙ୍ଗା … Read More

ବିବାହର ମାସେ ନପୂରୁଣୁ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ଵାମୀ

ସାଲେପୁର : ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ । କଟକ ଜିଲ୍ଲା ନେମାଳ ଥାନା ସହଦେବପୁର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ଵିତ ରାତିରେ ସ୍ତ୍ରୀ ରୋଜାଲିନକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ସ୍ଵାମୀ ଶୈଳେନ୍ଦ୍ର ମଲିକ। ସୂଚନାନୁଯାୟୀ, … Read More