ରାଜ୍ୟ ମନ୍ତ୍ରିମଣ୍ଡଳର ୪୫ତମ କ୍ୟାବିନେଟ ବୈଠକ, ୧୧ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର : ଆଜି ରାଜ୍ୟ ମନ୍ତ୍ରିମଣ୍ଡଳର ୪୫ତମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୬ଟି ବିଭାଗର ୧୧ଟି ପ୍ରସ୍ତାବ ଅନୁମୋଦନ ଲାଭ କରିଛି । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହୋଇଥିଲା … Read More

ଆଣ୍ଟି ପେପର ଲିକ୍ ସଂଶୋଧନ ବିଲ୍ କୁ ରାଷ୍ଟ୍ରପତିଙ୍କ ସମ୍ମତି

ନୂଆଦିଲ୍ଲୀ : ଆଣ୍ଟି ପେପର  ଲିକ୍  ସଂଶୋଧନ ବିଲ୍ ଏହି ସପ୍ତାହରେ ଉଭୟ ଲୋକସଭା ଓ ରାଜ୍ୟସଭାରେ ପାରିତ ହୋଇଛି । ରାଷ୍ଟ୍ରପତିଙ୍କ ସମ୍ମତି ସହିତ, ଏହା ଏବେ ଆଇନରେ ପରିଣତ ହୋଇଛି। ନୂତନ ଆଇନ ଅନୁଯାୟୀ, ପେପର  ଲିକ୍ ପାଇଁ … Read More

ବିଜୟନଗରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

ବିଶାଖାପାଟଣା : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାର ଦିନ ଆନ୍ଧ୍ରପ୍ରଦେଶର ବିଜୟନଗରମ ଜିଲ୍ଲାର ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦରର ଉଦଘାଟନ କରିଛନ୍ତି। ଏହି ବିମାନବନ୍ଦରର ନିର୍ମାଣ ପାଇଁ ପ୍ରାୟ ୫,୦୦୦ କୋଟି ଖର୍ଚ୍ଚ ହୋଇଛି। ଆନ୍ଧ୍ରପ୍ରଦେଶ ସରକାର ଏହି … Read More

ଆତଙ୍କୀଙ୍କ ଟାର୍ଗେଟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ, ଟ୍ରାକ କରୁଥିଲା ଜୈଶ-ଏ-ମହମ୍ମଦ ଅପରେଟିଭ୍

କୋଲକାତା : ଆତଙ୍କୀଙ୍କ ଟାର୍ଗେଟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ। ଶୁଭେନ୍ଦୁ ଅଧିକାରୀଙ୍କୁ ଟ୍ରାକ କରୁଥିଲା ଜୈଶ-ଏ-ମହମ୍ମଦ ଅପରେଟିଭ୍। ଆତଙ୍କୀ ଲିଙ୍କରେ ପଶ୍ଚିମବଙ୍ଗ STF ଦ୍ୱାରା୨୪ ବର୍ଷୀୟ ଯୁବକ ହମିମ୍ ମଣ୍ଡଳ ଗିରଫ। ଜୈଶ-ଏ-ମହମ୍ମଦ ସଙ୍ଗଠନ ସହ ରହି ଶୁଭେନ୍ଦୁଙ୍କ ଗତିବିଧିକୁ ଟ୍ରାକ୍ କରୁଥିବାର ତଥ୍ୟ … Read More

କେରଳରେ ଭୂସ୍ଖଳନ: ୩ ମୃତ, ରେଡ୍ ଆଲର୍ଟ ଜାରି

କେରଳ : କେରଳରେ ଲଗାତାର ହେଉଥିବା ପ୍ରବଳ ବର୍ଷା ଯୋଗୁଁ ଅନେକ ଜିଲ୍ଲାରେ ସ୍ଥିତି ଭୟଙ୍କର ରହିଛି । କେରଳରେ ମୌସୁମୀ ଭୟଙ୍କର ରୂପ ଦେଖାଇବା ଆରମ୍ଭ କରିଛି । ପ୍ରବଳ ବର୍ଷା ଯୋଗୁଁ ମଧ୍ୟ କେରଳର ଅନେକ ଜିଲ୍ଲାରେ ବନ୍ୟା ଏବଂ … Read More

ଜମ୍ମୁ ଓ କାଶ୍ମୀରରେ ଆତଙ୍କୀ ଆକ୍ରମଣ, ୨ ଶ୍ରମିକ ମୃତ

ଜମ୍ମୁ ଓ କାଶ୍ମୀର : ଶୁକ୍ରବାର ସନ୍ଧ୍ୟାରେ ଜମ୍ମୁ ଓ କାଶ୍ମୀରର କୁଲଗାମରେ ଶ୍ରମିକମାନଙ୍କ ଉପରେ ଆତଙ୍କୀ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଛତିଶଗଡ଼ର ୨ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।ଏହି ଘଟଣାରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଇ … Read More

ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୨କୁ ବୃଦ୍ଧି

ନୂଆଦିଲ୍ଲୀ: ଆସାମର ଶିବସାଗର, ଗୋଲାଘାଟ, ଜୋରହାଟ, ନାଗାଓଁ ଏବଂ ଚରାଇଦେଓ ଜିଲ୍ଲା ବନ୍ୟାରେ ବୁଡ଼ି ରହିଛି। ଯାହା ଫଳରେ ରାଜ୍ୟରେ ଏବେ ବି ୧.୯୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ଆଉ ଏବେ ମୃତ୍ୟୁ ସଂଖ୍ୟା ୮୨ରେ ପହଞ୍ଚିଛି। ଗୁରୁବାର ଠାରୁ … Read More

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର

ନୂଆଦିଲ୍ଲୀ:କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶନିବାର ଦିନ ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ‘ଲୋକମାନ୍ୟ ତିଳକ ଜାତୀୟ ପୁରସ୍କାର-୨୦୨୬’ ପ୍ରଦାନ କରିବା ସହ ତାଙ୍କର ପ୍ରଶଂସା କରିଛନ୍ତି। ଦେଶର ଆଭ୍ୟନ୍ତରୀଣ ଏବଂ ବାହ୍ୟ ସୁରକ୍ଷାରେ ଉଲ୍ଲେଖନୀୟ ଅବଦାନ ପାଇଁ … Read More

ଶସ୍ତା ହେଲା କମର୍ସିଆଲ ସିଲିଣ୍ଡର

ନୂଆଦିଲ୍ଲୀ : ଖୁସି ସହ ଆଶ୍ୱସ୍ତି ଖବର। ଶସ୍ତା ହେଲା କମର୍ସିଆଲ ସିଲିଣ୍ଡର। ହୋଟେଲ ଏବଂ ରେଷ୍ଟୁରାଣ୍ଟ ଭଳି ବିଭିନ୍ନ ସ୍ଥାନରେ ବ୍ୟବହୃତ ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ ଶନିବାର ଦିନ ଯଥେଷ୍ଟ ହ୍ରାସ ପାଇଛି। ୧୯ କିଲୋଗ୍ରାମ ସିଲିଣ୍ଡରର ମୂଲ୍ୟ … Read More

ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ଭୁବନେଶ୍ବର ଷ୍ଟେସନରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ

ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପୂର୍ବରୁ ଭୁବନେଶ୍ବର ରେଳ ଷ୍ଟେସନରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ ।  ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୋଲିସ କମିଶନର ।  ଭୁବନେଶ୍ୱର ଡିସିପି, IB ଅଧିକାରୀ, ଷ୍ଟେସନ୍ ନିର୍ଦ୍ଦେଶକ ଉପସ୍ଥିତ ଥିଲେ ।  ତିନି … Read More