ଛାତ୍ରାବାସରେ ନବମ ଶ୍ରେଣୀର ୨୭ ଛାତ୍ରଙ୍କୁ ନିସ୍ତୁକ ମାଡ ମାରିଲେ ଜଣେ ଦଶମ ଛାତ୍ର

ରାୟଗଡା : ମଙ୍ଗଳ ବିଭାଗ ଦ୍ବାରା ପରିଚାଳିତ ହଷ୍ଟେଲରେ ବର୍ବରତା ହୋଇଛି ସୀମା ପାର ।  ରାତି ଅଧରେ ହଷ୍ଟେଲ୍‌ ପରିସରରେ ହୋଇଛି ପ୍ରଜାକୋର୍ଟ । ଏଭଳି ଘଟଣା ରାୟଗଡା ଜିଲ୍ଲା ରିଭଲକୋଣା ଏସଏସଡି ସରକାରୀ ଉଚ୍ଚ ବିଦ୍ୟାଳୟରେ ଘଟିଛି । ଶିକ୍ଷକଙ୍କୁ … Read More

ଟ୍ରମ୍ପଙ୍କୁ ଝଟକା ! ମଧ୍ୟସ୍ଥତାରୁ ବାଦ୍ ଦେଲା ପାକିସ୍ତାନ

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ସଂଘର୍ଷ ପରେ ପାଞ୍ଚ ମାସରୁ ଅଧିକ ସମୟ ବିତିଗଲାଣି। କିନ୍ତୁ ଏପର୍ଯ୍ୟନ୍ତ କୌଣସି ସମାଧାନ ହୋଇପାରିନାହିଁ। ଗତ ମାସରେ ଆମେରିକା ଏବଂ ଇରାନ ମଧ୍ୟରେ ବହୁସ୍ତରୀୟ ଆଲୋଚନା ପରେ ପରିସ୍ଥିତି … Read More

ପଦଯାତ୍ରା ବେଳେ କେଜ୍ରିୱାଲଙ୍କୁ ଅଟକାଇଲା ପୋଲିସ, ଧାରଣାରେ ବସିଲେ ଆପ୍ ନେତା

ନୂଆଦିଲ୍ଲୀ : ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍ରିୱାଲଙ୍କୁ ଅଟକାଇଲା ପୋଲିସ । ଇ-୨୦ ଅଭିଯୋଗ ନେଇ ମଙ୍ଗଳବାର ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ପଦଯାତ୍ରା କରୁଥିବାବେଳେ ପୋଲିସ ତାଙ୍କୁ ଫିରୋଜଶାହା ରୋଡରେ ଅଟକାଇଛି । ପୋଲିସର … Read More

ଗୁଜରାଟରେ ଚାନ୍ଦିପୁରା ଭାଇରସ୍ ଆତଙ୍କ, ୨୨ ଶିଶୁ ମୃତ

ଗୁଜରାଟ: ଗୁଜରାଟରେ ଚାନ୍ଦିପୁରା ଭାଇରସ୍ ଆତଙ୍କ ।  ଏହି ଆତଙ୍କ ଯୋଗୁଁ ୨୨ ଜଣ ଶିଶୁଙ୍କର ମୃତ୍ୟୁ ଘଟିଛି । ​ଗୁଜରାଟରେ ମାରାତ୍ମକ ଚାନ୍ଦିପୁରା ଭାଇରସର ଗମ୍ଭୀର ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି କରିଛି । ସାଧାରଣ ଜ୍ବର ଭଳି ଦେଖାଯାଉଥିବା ଏହି ରୋଗ … Read More

ରୁଷ୍ ବେଳାଭୂମିରେ ଡ୍ରୋନ୍ ଆକ୍ରମଣ, ୭ ମୃତ

ରୁଷ: ରୁଷର ବ୍ଲାକ୍ ସିର ଉପକୂଳରେ ଥିବା ଲୋକପ୍ରିୟ ପର୍ଯ୍ୟଟନସ୍ଥଳ ଗେଲେଣ୍ଡଜିକ୍ ନିକଟସ୍ଥ ଏକ ବେଳାଭୂମିରେ ରବିବାର ଦିନ ଡ୍ରୋନ୍ ଆକ୍ରମଣ ହୋଇଛି । ଯେଉଁଥିରେ ଅତି କମରେ ୭ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୩ ଜଣ ପିଲା … Read More

ସ୍କୁଲରେ ପଶି ଶିକ୍ଷୟିତ୍ରୀଙ୍କୁ ନୃଶଂସ ହତ୍ୟା, ମୁଖାପିନ୍ଧା ଯୁବକ କଲା ୩୪ ଥର ଛୁରାମାଡ଼

ହରୟାଣା : ହରିୟାଣା ଫରିଦାବାଦରେ ସ୍କୁଲ ଶିକ୍ଷୟିତ୍ରୀଙ୍କୁ ମୁଖାପିନ୍ଧା ଯୁବକ ୩୪ ଥର ଛୁରାମାଡ଼ କରି ହତ୍ୟା କରିଛି । ସ୍କୁଲ ଭିତରେ ପଶି ଶିକ୍ଷୟିତ୍ରୀଙ୍କୁ ଛୁରୀ ଭୁସି ହତ୍ୟା ଘଟଣାରେ ପୋଲିସ ୨୧ ବର୍ଷୀୟ ଅଭିଯୁକ୍ତ ଅମିତକୁ ଗିରଫ କରିଛି । … Read More

ଇଲେକ୍ଟ୍ରୋନିକ୍ ଚିପ୍ସ କମ୍ପାନୀରେ ନିଆଁ : ୨ ଅଗ୍ନିସେବା କର୍ମଚାରୀ ମୃତ, ୩ ଆହତ

ନୋଏଡା: ଗ୍ରେଟର ନୋଏଡାର ଇକୋଟେକ୍-୩ରେ ଥିବା ଏକ କମ୍ପାନୀରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଫଳରେ ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିଲାବେଳେ ୩ ଜଣ ଆହତ ହୋଇଛନ୍ତି । କାନ୍ଥ ଏବଂ ବିମ୍ ଭୁଶୁଡ଼ି ପଡ଼ିବାରୁ ଏଭଳି ଦୁର୍ଘଟଣା ଘଟିଥିବା … Read More

ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତିଙ୍କ ସଂଖ୍ୟା

ନୂଆଦିଲ୍ଳୀ: ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା । ସୁପ୍ରିମକୋର୍ଟରେ ବିଚାରପତିଙ୍କ ସଂଖ୍ୟା ବୃଦ୍ଧି ପାଇଁ ଆଣାଯାଇଥିବା ସୁପ୍ରିମକୋର୍ଟ (ବିଚାରପତି ସଂଖ୍ୟା) ସଂଶୋଧନ ବିଲ୍ ୨୦୨୬କୁ ସୋମବାର ଲୋକସଭାରେ ବାଚନିକା ଭୋଟରେ ପାରିତ ହୋଇଛି। ବିଲଟିକୁ ଆଇନ ଓ ନ୍ୟାୟମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ … Read More

ମହିଳାଙ୍କୁ ଯୌନ ନିର୍ଯାତନା ମାମଲା : ଆତ୍ମସମର୍ପଣ କଲେ ଶରଣକୂଳ ପୂର୍ବତନ ଥାନା ଅଧିକାରୀ

ନୟାଗଡ଼: ଯୌନ ନିର୍ଯାତନା ଅଭିଯୋଗରେ ଛନ୍ଦି ହୋଇ ଫେରାର ଥିବା ଶରଣକୁଳ ଥାନାର ପୂର୍ବତନ ଅଧିକାରୀ (IIC) ସୁଜିତ କୁମାର ଦାସ ଶେଷରେ ଆତ୍ମସମର୍ପଣ କରିଛନ୍ତି। ଆଜି ସେ କ୍ରାଇମବ୍ରାଞ୍ଚ ନିକଟରେ ହାଜର ହୋଇ ନିଜକୁ ସମର୍ପଣ କରିଥିବା ଜଣାପଡ଼ିଛି। ଆତ୍ମସମର୍ପଣ … Read More

୫ ଦିନ ପ୍ରବଳ ବର୍ଷା ନେଇ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ୫ ଦିନ ପ୍ରବଳ ବର୍ଷା । ଆଜିଠାରୁ ୮ ତାରିଖ ଯାଏ ପୁରା ରାଜ୍ୟକୁ ବିଜୁଳି ଘଡଘଡି ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସହ … Read More