ତପ୍ତପାଣିରେ ମା’ କନ୍ଧୁଣୀ ଦେବୀ ମନ୍ଦିରରେ ପୂଜାର୍ଚ୍ଚନା କଲେ ରାଷ୍ଟ୍ରପତି
ବ୍ରହ୍ମପୁର : ସ୍ବତନ୍ତ୍ର ଟ୍ରେନ ଯୋଗେ ବ୍ରହ୍ମପୁରରେ ପହଞ୍ଚିବା ପରେ କାର ଯୋଗେ ତପ୍ତପାଣି ଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ତପ୍ତପାଣିରେ ମା’ କନ୍ଧୁଣୀ ଦେବୀ ମନ୍ଦିରରେ ପୂଜାର୍ଚ୍ଚନା କଲେ ରାଷ୍ଟ୍ରପତି। ରାସ୍ତାରେ ଯିବା ବେଳେ ରାସ୍ତାରେ ଅଟକି ଚକୋଲେଟ୍ ବାଣ୍ଟିଲେ … Read More
