୭ରୁ ପୁରୀ-ସୋଲାପୁର ଜଙ୍କସନ୍ ମଧ୍ୟରେ ଚଳାଚଳ କରିବ ସ୍ବତନ୍ତ୍ର ଏକ୍ସପ୍ରେସ୍

ଭୁବନେଶ୍ବର : ଆସନ୍ତା ୭ରୁ ପୂର୍ବତଟ ରେଳପଥ ପକ୍ଷରୁ ପୁରୀ-ସୋଲାପୁର ଜଙ୍କସନ୍ ମଧ୍ୟରେ ଏକ ସ୍ବତନ୍ତ୍ର ଏକ୍ସପ୍ରେସ୍ ଟ୍ରେନ୍‌ର ଚଳାଚଳ ଆରମ୍ଭ ହେବ। ଟ୍ରେନ୍ ନଂ ୦୮୪୪୫ ପୁରୀ-ସୋଲାପୁର ଜଙ୍କସନ୍ ସ୍ପେଶାଲ୍ ଏକ୍ସପ୍ରେସ୍ ଶୁକ୍ରବାର ରାତି ୧୧.୪୫ରେ ପୁରୀରୁ ଯାତ୍ରା ଆରମ୍ଭ … Read More

ବିରୁଡି ଆକ୍ରମଣରେ ବୃଦ୍ଧ ମୃତ

ବାଂଶପାଳ: କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ବଡ଼ବିଲ ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି | ଜଙ୍ଗଲକୁ ଯାଇଥିବା ବେଳେ ବିରୁଡ଼ି ପୋକ ଆକ୍ରମଣରେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି | ମୃତକ କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ ନୟାକୋଟ ଥାନା ବଡ଼ବିଲ … Read More

ହଷ୍ଟେଲରେ ନବମ ଶ୍ରେଣୀ ଛାତ୍ରଙ୍କୁ ଆକ୍ରମଣ ଘଟଣାରେ ୭ ବହିଷ୍କୃତ, ୨୭ ଜଣଙ୍କୁ କରିଥିଲେ ରାଗିଂ

ରାୟଗଡ଼ା: ରାୟଗଡ଼ା ଛାତ୍ର ଆକ୍ରମଣ ଘଟଣାରେ ଜଡ଼ିତ ୭ ଜଣ ଦଶମ ଶ୍ରେଣୀ ଛାତ୍ରଙ୍କୁ ବିଦ୍ୟାଳୟରୁ ବହିଷ୍କାର କରାଯାଇଛି। କୋଲନରା ବିଡିଓ ରୀନା ପ୍ରଧାନ ହାଇସ୍କୁଲରେ ପହଞ୍ଚି ଅନୁଧ୍ୟାନ କରିଛନ୍ତି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଛାତ୍ର ମାନଙ୍କୁ କାଉନସିଲିଂ କରଛି … Read More

ନିର୍ମାଣଧୀନ ଟାଙ୍କିରୁ ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଯାଇ ଯୁବକ ମୃତ

ସାଲେପୁର  :  ଆବର୍ଜନା ଟାଙ୍କିରେ ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଯାଇ ଯୁବକ ମୃତ ।  ନିର୍ମାଣଧୀନ ଆବର୍ଜନା ଟାଙ୍କିରେ ଫସିଲେ ଶ୍ରମିକ ।  ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଯାଇ ଆଉ ଜଣେ ଯୁବକ ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ।  କଟକ ମାହାଙ୍ଗା … Read More

ବିବାହର ମାସେ ନପୂରୁଣୁ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ସ୍ଵାମୀ

ସାଲେପୁର : ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ । କଟକ ଜିଲ୍ଲା ନେମାଳ ଥାନା ସହଦେବପୁର ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଗତକାଲି ବିଳମ୍ଵିତ ରାତିରେ ସ୍ତ୍ରୀ ରୋଜାଲିନକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ସ୍ଵାମୀ ଶୈଳେନ୍ଦ୍ର ମଲିକ। ସୂଚନାନୁଯାୟୀ, … Read More

ଶୁକ୍ରବାର ସନ୍ଧ୍ୟାରେ ଆସିବ ବନ୍ୟା କ୍ଷୟକ୍ଷତି ରିପୋର୍ଟ, ଡିବିଟି ମାଧ୍ୟମରେ ପୀଡ଼ିତଙ୍କ ଆକାଉଣ୍ଟକୁ ଯିବ ଟଙ୍କା

ଭୁବନେଶ୍ଵର : ଶୁକ୍ରବାର ସନ୍ଧ୍ୟା ୫ଟା ସୁଦ୍ଧା ଆସିବ ବନ୍ୟା କ୍ଷୟକ୍ଷତି ରିପୋର୍ଟ । ରିପୋର୍ଟ ଆସିବା ପରେ ବସିବ ବୈଠକ । ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ସରକାର ୨୨ଟି ଜିଲ୍ଲାକୁ … Read More

ସ୍କୁଲ ପାଚେରି ଭାଙ୍ଗି ୨ ଛାତ୍ର ଆହତ

ଲମତାପୁଟ : ଭାଙ୍ଗିଲା ସ୍କୁଲ ପାଚେରୀ, ୨ ଛାତ୍ର ଆହତ ହୋଇଛନ୍ତି । କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକ କସନ୍ଦୀ ପଞ୍ଚାୟତ କାଲାଡ଼ି ପ୍ରାଥମିକ ବିଦ୍ୟାଳୟରେ ଏପରି ଅଘଟଣ ଘଟିଛ । ୨ ଛାତ୍ର ଙ୍କୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଣାଯାଇ ପ୍ରାଥମିକ ଚିକିତ୍ସା … Read More

ନିର୍ଦ୍ଦୋଷରେ ୨୨ ବର୍ଷ ସଜା, ସୁପ୍ରିମକୋର୍ଟରୁ ଦୋଷମୁକ୍ତ ହୋଇ ଗାଁକୁ ଫେରିଲେ

ନବରଙ୍ଗପୁର: ନିର୍ଦ୍ଦୋଷରେ ୨୨ ବର୍ଷ ସଜା କାଟିଲେ । ୨୦୦୪ ମସିହାରେ ନବରଙ୍ଗପୁର ଜିଲ୍ଲା ସଦର ମହକୁମା ହିରିଲି ଅଞ୍ଚଳରେ ତିନି ମହିଳାଙ୍କୁ ହତ୍ୟା ଘଟଣା । ନିର୍ଦ୍ଦୋଷରେ ଖଲାସ ହେଲେ ଗିରଫ ବ୍ୟକ୍ତି । ଦୀର୍ଘ ୨୨ ବର୍ଷ ସଜା କାଟିବା … Read More

ଅଧ ରାତିରେ ଘରେ ପଶିଲା ହାତୀ, ୪ ଆହତ

କଣ୍ଟାବାଞ୍ଜି : ହାତୀ ଭାଙ୍ଗିଦେଲା ଘର । ହାତୀ ଆକ୍ରମଣରେ ୪ ଜଣ ଆହତ ହୋଇଥିବା ଜଣାପଡିଛି । ବଲାଙ୍ଗିର ଜିଲ୍ଲା ମୁରିବାହାଲରେ ପୁଣି ହାତୀ ଆତଙ୍କ ଦେଖିବାକୁ ମିଳିଛି । ଯାହା ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି । ସୂଚନା … Read More

ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ସ୍ପଟ୍ ଆଡମିଶନ୍ ପାଇଁ ମନୋନୀତ ହେଲେ ୨୫,୩୩୨ ଛାତ୍ରଛାତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଯୁକ୍ତ ୨) ଗୁଡ଼ିକରେ ଖାଲି ପଡ଼ିଥିବା ସିଟ୍ ପୂରଣ ପାଇଁ ଚାଲିଥିବା ନାମଲେଖା ପ୍ରକ୍ରିୟାରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ପ୍ରଥମ ପର୍ଯ୍ୟାୟ ସ୍ପଟ୍ ରାଉଣ୍ଡର ମେଧା ତାଲିକା ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ … Read More