୧୪ରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ, ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ୧୪ ଅଗଷ୍ଟ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା । ଓଡ଼ିଶାରେ ବଢ଼ିପାରେ ବର୍ଷା । ବଙ୍ଗୋପସାଗରରେ ପୁଣି ଏକ ନୂଆ ପାଣିପାଗ ପ୍ରକ୍ରିୟା ସକ୍ରିୟ ହେବାର ସଙ୍କେତ ମିଳିଛି । ୧୪ ଅଗଷ୍ଟ ପାଖାପାଖି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ … Read More
