ଚମ୍ପୁଆ ବଜାରରେ ପଶିଲେ ୧୮ ଟିକିଆ ହାତୀପଲ

ଚମ୍ପୁଆ : ଗତ ଦୁଇ ଦିନ ତଳେ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନରୁ ଚମ୍ପୁଆ ସେକ୍ସନକୁ ପଶି ଆସିଥିବା ୧୮ ଟିକିଆ ହାତୀପଲ ଗତରାତି ଶଶାଙ୍ଗ ବୈତରଣୀ କୂଳରେ ପହଂଚି ଥିଲେ। ବୈତରଣୀ ନଦୀ ପାର ହୋଇ ମୟୁରଭଞ୍ଜ ଯିବାକୁ ଉଦ୍ୟମ … Read More

ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବୈତରଣୀରେ ତୃତୀୟ ବନ୍ୟା, ବଢ଼ିଲା ନଦୀକୂଳିଆଙ୍କ ଚିନ୍ତା

ଯାଜପୁର ଟାଉନ: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବୈତରଣୀରେ ତୃତୀୟବନ୍ୟା। ଆଖୁଆପଦା, ବଲ୍ଲଭିଘାଟ ଓ ଦଶରଥପୁରରେ ବୈତରଣୀରେ ଜଳସ୍ତର ବୃଦ୍ଧି ପାଇଛି । ଆଖୁଆପଦାରେ ବିପଦ ସଂକେତ ୧୮ ଦଶମିକ ୩୩ ମିଟର ଥିବା ବେଳେ ବର୍ତ୍ତମାନ ସତର୍କ ସୂଚନା ଉପରେ ୧୮.୦୩ମିଟରରେ … Read More

AI ବାଘ ଫଟୋ ଭାଇରାଲ୍ କରି ବନ୍ଧା ହେଲେ ଯୁବକ

ଯାଜପୁର: AI ବାଘ ଫଟୋ ଛାଡ଼ି ଲୋକଙ୍କୁ ଆତଙ୍କିତ କଲେ ଯୁବକ। ଶେଷରେ ଥାନାକୁ ନେଲା ପୋଲିସ । ସୋସିଆଲ ମିଡିଆରେ ଏଆଇ ତିଆରି ବାଘ ଫଟୋ ଭାଇରାଲ୍ କରି ଅଞ୍ଚଳରେ ଆତଙ୍କ ସୃଷ୍ଟି କରିବା ଯୁବକଙ୍କୁ ମହଙ୍ଗା ପଡ଼ିଛି । ବାଘକୁ … Read More

‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ରାଜ୍ୟରେ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ।  ଆଜିଠାରୁ ୧୭ ଯାଏଁ ସବୁଠି ଉଡ଼ିବ ଜାତୀୟ ପତାକା ।  ତ୍ରିରଙ୍ଗା ପଦଯାତ୍ରାରେ କମ୍ପିଲା ରାଜଧାନୀ ।  ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ଛାତ୍ରଛାତ୍ରୀ ଓ ଆନ୍ତର୍ଜାତୀୟ … Read More

ଖୋଲିଲା ହୀରାକୁଦର ଆଉ ୪ ଗେଟ୍, ୧୨ଟି ଗେଟ୍ ଦେଇ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର: ଖୋଲିଲା ହୀରାକୁଦର ଆଉ ୪ ଗେଟ୍ । ଏବେ ମୋଟ ୧୨ ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ । ବାମପାର୍ଶ୍ବରେ ୮ ଓ ଡାହାଣ ପାର୍ଶ୍ବରେ ୪ଟି ଗେଟ୍ ଦେଇ ପାଣି ନିଷ୍କାସନ ହେଉଛି । ପୂର୍ବରୁ ୮ଟି ଗେଟ୍ … Read More

ଜଳକାରେ ପୁଣି ବନ୍ୟା, ଜମିରେ ଲହଡ଼ି ମାରୁଛି ପାଣି

ଜଳେଶ୍ବର: ଜଳକାରେ ବନ୍ୟା ଯୋଗୁ ହତାଶ ହୋଇଛନ୍ତି ଚାଷୀ। ବନ୍ଯା ଜଳ ନିଷ୍କାସନ ସୁବିଧା ନଥିବାରୁ ଏବେ ବି ହଜାର ହଜାର ହେକ୍ଟର ଚାଷ ଜମିରେ ଲହଡି ମାରୁଛି ବନ୍ଯା ପାଣି। କିଛି ଦିନରୁ ପୂର୍ବରୁ ରୁଆ ଯାଇଥିବା ଧାନତଳି ପଚିଗଲାଣି। ନଦୀ … Read More

ବୈତରଣୀ ଓ ସାଳନ୍ଦୀରେ କମୁଛି ପାଣି, ଘାଇ ଯୋଗୁଁ ଏବେବି ୮ ଗାଁ ଜଳବନ୍ଦୀ

ଭଦ୍ରକ: ବିପଦ ସଙ୍କେତ ତଳେ ବୈତରଣୀ ଓ ସାଳନ୍ଦୀ ନଦୀର ଜଳସ୍ତର। ଆଖୁଆପଦାରେ ବୈତରଣୀ ନଦୀ ଜଳସ୍ତର ସତର୍କ ସଙ୍କେତ ଅତିକ୍ରମ କରି ବିପଦ ସଙ୍କେତ ଆଡକୁ ଯାଉଥିଲା। ଆଖୁଆପଦାରେ ବିପଦ ସଙ୍କେତ ୧୮.୩୩ ଥିବାବେଳେ ଏବେ ୧୮.୩ରେ ପ୍ରବାହିତ ହେଉଛି। ସେହିପରି … Read More

ଆସୁଛି ଆଉ ୨ ଲଘୁଚାପ, ୧୩ରୁ ୧୯ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ବର: ପଛକୁ ପଛ ଆସୁଛି ଆଉ ୨ ଲଘୁଚାପ। ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଲୋ ପ୍ରେସର ଏରିଆ। ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା … Read More

ଧାନ ପଞ୍ଜୀକରଣ ପାଇଁ ବାଧ୍ୟତାମୂଳକ ନୁହେଁ ‘ଆଗ୍ରିଷ୍ଟାକ୍’ ଆଇଡି : ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ଖରିଫ୍ ଧାନ ସଂଗ୍ରହ ପାଇଁ ଚାଷୀଙ୍କ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଏହାକୁ ନେଇ କିଛି ସ୍ଥାନରେ ଦ୍ୱନ୍ଦ୍ୱ ଉପୁଜିଥିଲା। ତେବେ ଧାନ କିଣା ପଞ୍ଜୀକରଣ ପ୍ରକ୍ରିୟାରେ କୌଣସି ଜଟିଳତା ନାହିଁ ବୋଲି ରବିବାର ଦିନ … Read More

‘କୌନ ବନେଗା କରୋଡ଼ପତି’ ମଞ୍ଚରେ ମାଲକାନଗିରିର ‘ଜଙ୍ଗଲ ରାଣୀ’ ଜୟନ୍ତୀ ବୁରୁଦା

ମାଲକାନଗିରି: ଦିନେ ମାଆଙ୍କ ସହ ଜଙ୍ଗଲରୁ ମହୁଲ ଫୁଲ ଓ ଜାଳେଣି କାଠ ସଂଗ୍ରହ କରୁଥିବା ଝିଅ ଆଜି ପହଞ୍ଚିଛନ୍ତି ବଲିଉଡର ମେଗାଷ୍ଟାର୍ ଅମିତାଭ ବଚ୍ଚନଙ୍କ ଲୋକପ୍ରିୟ ଟିଭି ଶୋ”କୌନ ବନେଗା କରୋଡ଼ପତି’ (କେବିସି)ମଞ୍ଚରେ । ସେ ହେଉଛନ୍ତି ମାଲକାନଗିରି ଜିଲ୍ଲାର ପରିଚିତ … Read More