ମାଛ ଧରିବାକୁ ଯାଇଥିବା ବେଳେ ଚିଲିକାରୁ ନାବାଳକକୁ ଅପହରଣ ପରେ ହତ୍ୟା ଅଭିଯୋଗ

ଛତ୍ରପୁର: ମଝି ଚିଲିକାରୁ କିଡନାପ୍ , ପରେ ହତ୍ୟା । ଚିଲିକା ମଝିରୁ ନାବାଳକକୁ ଅପହରଣ ପରେ ହତ୍ୟା ଅଭିଯୋଗ । ଗତକାଲି କେହି ଦୁର୍ବୃତ୍ତ ନାବାଳକକୁ ମାଡ଼ ମାରି ମାଛ, ଚିଙ୍ଗୁଡ଼ି ଛଡ଼ାଇ ନେବା ସହିତ ଅପହରଣ କରି ନେଇଥିବା ଅଭିଯୋଗ … Read More

ଭୁବନେଶ୍ୱରରୁ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବନ୍ଦ

ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦରରୁ ଅନ୍ତର୍ଜାତୀୟ ବିମାନ ଉଡାଣ ବନ୍ଦ। ଗତ ଜୁଲାଇ ମାସରୁ ଠପ ହୋଇଛି ଅନ୍ତର୍ଜାତୀୟ ବିମାନ ଚଳାଚଳ ସେବା। ଆବୁ ଧାବି,ବ୍ୟାଙ୍କକ ,ଦୁବାଇ ଓ ସିଙ୍ଗାପୁର ଭଳି ସ୍ଥାନକୁ ବିମାନ ଚଳାଚଳ ବନ୍ଦ ରହିଛି। ଏନେଇ ନିର୍ଦିଷ୍ଟ କାରଣ … Read More

ଆସନ୍ତାକାଲି ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲି ଶ୍ରାବଣ କୃଷ୍ଣ ଅମାବାସ୍ୟା ତିଥି, ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଚିତାଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୨ ଟାରୁ ସନ୍ଧ୍ୟା ୭ ଟା ଯାଏଁ ମିନିଟ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ୫ … Read More

ଡମପଡ଼ା ବ୍ଲକରେ ୧୬୩ ଧାରା, ରାଜନୈତିକ ହିଂସାକାଣ୍ଡକୁ ନେଇ କଟକଣା

ବାଙ୍କୀ : ବ୍ଲକ କାର୍ଯ୍ୟାଳୟରେ ୧୬୩ ଧାରା ଲାଗୁ । ରାଜନୈତିକ ହିଂସାକାଣ୍ଡକୁ ନଜରରେ ରଖି କଟକ ଜିଲ୍ଲା ଡମପଡ଼ା ବ୍ଲକ କାର୍ଯ୍ୟାଳୟରେ କଟକଣା ଲାଗୁ । ସକାଳ ୭ରୁ ରାତି ୮ଟା ପର୍ଯ୍ୟନ୍ତ କଟକଣା ଲାଗୁ ହୋଇଛି । ବାଙ୍କୀ ବିଧାୟକଙ୍କ … Read More

ପୂର୍ବତନ ବିଧାୟକ ମାଲା ବିଜୟ ପ୍ରସାଦଙ୍କ ଘରେ ED ରେଡ୍, କୋଟିଏରୁ ଊର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ଠାବ

ଭୁବନେଶ୍ୱର : ଅଡ଼ୁଆରେ ବିଶାଖାପାଟନମର ପୂର୍ବତନ ବିଧାୟକ ମାଲା ବିଜୟ ପ୍ରସାଦ। ବହୁ ସ୍ଥାବର ଓ ଅସ୍ଥାବର ସମ୍ପତି ଠାବ କରିଛି ED । ଚିଟଫଣ୍ଡ ଦୁର୍ନୀତି ମାମଲାରେ କୋଟିଏରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ ସହ ନାମୀ କାର ବି ମିଳିଛି … Read More

ଇନସ୍ୟୁରାନ୍ସ ଓ ପଲ୍ୟୁସନ ସାର୍ଟିଫିକେଟ୍‌ ନଥିଲେ ସିଜ୍‌ ହେବ ଗାଡି

ଭୁବନେଶ୍ୱର : ଅମାନିଆ ଗାଡି ଚାଳକଙ୍କୁ ଆଉ ତ୍ରାହିଁ ନାହିଁ । ବିନା ଇନସ୍ୟୁରାନ୍ସ, ପଲ୍ୟୁସନ ସାର୍ଟିଫିକେଟ୍‌ ନଥାଇ ଗାଡି ଚଳାଇଲେ ଏଣିକି କଡା କାର୍ଯ୍ୟାନୁଷ୍ଠାନ । ଯେଉଁସବୁ ଗାଡ଼ିର ବୀମା ନଥିବ ଏବଂ ବାରମ୍ବାର ଜରିମାନା ଚାଲାଣ କଟୁଥିବା ସତ୍ତ୍ୱେ ବୀମା … Read More

ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁଁ ଛାତ୍ରୀଙ୍କ ମୃତ୍ୟୁ ଅଭିଯୋଗ

ନୟାଗଡ଼: ଫତେଗଡ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତ ଅଧୀନ ଗୋଳାପୋଖରୀ ଗ୍ରାମରୁ ଏକ ମର୍ମନ୍ତୁଦ ଏବଂ ଉତ୍ତେଜନାପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଭାପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କ ଭୁଲ୍ ଚିକିତ୍ସା ଏବଂ ଭୁଲ୍ ଇଞ୍ଜେକସନ ପ୍ରୟୋଗ ଯୋଗୁଁ ଜଣେ ଯୁକ୍ତ ତିନି … Read More

କେନ୍ଦ୍ର ସରକାର ଆଣିଲେ ସଂଶୋଧିତ ଏମ୍‌ଏମ୍‌ଡିଆର୍‌ ବିଲ୍‌, ଖଣି ଉପରେ ମନଇଚ୍ଛା ଟିକସ ଲଗାଇ ପାରିବେନି ରାଜ୍ୟ !

ଭୁବନେଶ୍ୱର: ଖଣି ଉପରେ କେନ୍ଦ୍ରର ପୂର୍ଣ୍ଣ ନିୟନ୍ତ୍ରଣ ରହିବ କି? ଖଣି ଓ ଖଣିଜ ସମ୍ପଦକୁ ନେଇ କେନ୍ଦ୍ର ସରକାର ଆଣିଛନ୍ତି ସଂଶୋଧିତ ଏମ୍‌ଏମ୍‌ଡିଆର୍‌ ବିଲ୍‌। ସଂସଦର ମୌସୁମୀ ଅଧିବେଶନରେ, କେନ୍ଦ୍ର ସରକାର ଖଣି ଏବଂ ଖଣିଜ ସମ୍ବନ୍ଧୀୟ ନିୟମ ସଂଶୋଧନ … Read More

ଦୁର୍ନୀତି ନିରାକରଣ ଓ ସ୍ୱଚ୍ଛ ଶାସନ ଦିଗରେ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ଖୁବଶୀଘ୍ର ଗଠନ ହେବ ଲୋକାୟୁକ୍ତ

ଭୁବନେଶ୍ୱର: ରାଜ୍ୟରେ ଖୁବଶୀଘ୍ର ଗଠନ ହେବ ଲୋକାୟୁକ୍ତ। ରାଜ୍ୟ ଅତିଥି ଭବନରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ଲୋକାୟୁକ୍ତ ଗଠନ ପ୍ରକ୍ରିୟାକୁ ନେଇ ଆଲୋଚନା ହୋଇଥିବା ବେଳେ ଖୁବଶୀଘ୍ର ରାଜ୍ୟରେ ଲୋକାୟୁକ୍ତ ଗଠନ କରାଯିବ। ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ … Read More

ଓଡ଼ିଶା ଡିଜିପି ନିଯୁକ୍ତିକୁ ନେଇ ସୁପ୍ରିମକୋର୍ଟରେ ମାମଲା, ଆସନ୍ତା ୧୨ରେ ଶୁଣାଣି

ନୂଆଦିଲ୍ଲୀ: ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ (DGP) ନିଯୁକ୍ତି ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟରେ ଏକ ଗୁରୁତର ଅଭିଯୋଗ ଉଠିଛି। DGP ନିଯୁକ୍ତି ନେଇ ସର୍ବୋଚ୍ଚ ଅଦାଲତ ପୂର୍ବରୁ ଦେଇଥିବା ନିର୍ଦ୍ଦେଶକୁ ଓଡ଼ିଶା ସରକାର ଏଡ଼ାଇବାକୁ ଚେଷ୍ଟା କରୁଥିବା ଦର୍ଶାଇ ଏକ ଜନସ୍ୱାର୍ଥ … Read More