ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ; ପାସ୍ ହାର ୬୩.୬୪%
କଟକ : ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା ପକ୍ଷରୁ ୨୦୨୬ ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ଏବଂ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା (୨ୟ), ୨୦୨୬ର ଫଳାଫଳ ପ୍ରକାଶ ପାଇଛି । ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷାରେ ମୋଟ ୫,୭୬୦ ଜଣ ପରୀକ୍ଷା … Read More
