ବାଲେଶ୍ଵର ଜିଲ୍ଲାରେ ଲଗାଣ ବର୍ଷା, ୪୨୬୦୦ ଲୋକଙ୍କୁ ସ୍ଥାନାନ୍ତର କଲା ପ୍ରଶାସନ

ବାଲେଶ୍ଵର : ବାଲେଶ୍ଵର ଜିଲ୍ଲାରେ ଲଗାଣ ବର୍ଷାରେ ବେହାଲ୍ ସମସ୍ତ ବ୍ଲକ୍ । ବାଲେଶ୍ଵର ଜିଲ୍ଲାର ୧୨ ଟି ବ୍ଲକ୍ ମଧ୍ୟରୁ ଭୋଗରାଇ , ଜଳେଶ୍ୱର, ବାଲିଆପାଳ, ବସ୍ତା,ସଦର,ରେମୁଣା ଓ ବାହାନଗା ବ୍ଲକ୍ ପ୍ରଭାବିତ ହୋଇଛି । ସେଥି ମଧ୍ୟରୁ ୯୬ଟି ପଞ୍ଚାୟତ … Read More

ପୋଲାଣ୍ଡରେ ବସ୍ ଓଲଟି ୧୨ ମୃତ, ଅନେକ ଗୁରୁତର

ହଙ୍ଗେରୀ : ହଙ୍ଗେରୀରେ ଏକ ଜାତୀୟ ରାଜପଥରେ ପୋଲାଣ୍ଡର ଏକ ଯାତ୍ରୀବାହୀ ବସ୍ ଓଲଟି ପଡିଛି । ଫଳରେ ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଗୁରୁତର ଆହତ ହୋଇଛନ୍ତି । ସର୍ବିଆରୁ ପୋଲାଣ୍ଡ ଅଭିମୁଖେ ୫୭ ଜଣ ଯାତ୍ରୀକୁ ନେଇ … Read More

ପ୍ରତିରକ୍ଷା ପ୍ରଯୁକ୍ତି କ୍ଷେତ୍ରରେ ଆଉ ଏକ ସ୍ୱଦେଶୀ ସଫଳତା, ଶତ୍ରୁକୁ ଖୋଜି ଖୋଜି ମାରିବ ‘ଦିବ୍ୟାସ୍ତ୍ର Mk3’

ଲକ୍ଷ୍ନୌ : ଭାରତର ନୂଆ ‘ଦିବ୍ୟାସ୍ତ୍ର’। ପ୍ରତିରକ୍ଷା ପ୍ରଯୁକ୍ତି କ୍ଷେତ୍ରରେ ଆଉ ଏକ ସ୍ୱଦେଶୀ ସଫଳତା ।  ଲକ୍ଷ୍ନୌର ଭାରତୀୟ କମ୍ପାନୀ Kawa UAV (HoverIt) ପ୍ରସ୍ତୁତ କରିଥିବା ‘ଦିବ୍ୟାସ୍ତ୍ର Mk3’ ପ୍ରଥମ ଉଡ଼ାଣ ସଫଳତାର ସହ ସମ୍ପନ୍ନ କରିଛି ।  ଏହାକୁ … Read More

ବାରାଣସୀ ଏୟାରପୋର୍ଟରେ ଯାତ୍ରୀଙ୍କ ପିସ୍ତଲରୁ ଫୁଟିଲା ଗୁଳି, ୨ କର୍ମଚାରୀ ଆହତ

ବାରାଣସୀ : ଉତ୍ତର ପ୍ରଦେଶର ବାରାଣସୀ ବିମାନବନ୍ଦରରେ ସୁରକ୍ଷାରେ ବଡ଼ ତ୍ରୁଟି ଦେଖାଦେଇଛି । ଯାହା ଫଳରେ ଏୟାରପୋର୍ଟରେ ବଡ଼ ଅଘଟଣ ଘଟିଛି । ଯାଞ୍ଚ ସମୟରେ ଜଣେ ଯାତ୍ରୀଙ୍କ ପିସ୍ତଲରୁ ହଠାତ୍ ଗୁଳି ଫୁଟିବା ଯୋଗୁଁ ବିମାନବନ୍ଦରର ଦୁଇ ଜଣ କର୍ମଚାରୀ … Read More

ବଢିଲା ଶାହରୁଖ, ଅଜୟ ଓ ଟାଇଗର ଶ୍ରଫଙ୍କ ଅଡୁଆ, ପାନ ମସଲା ବିଜ୍ଞାପନ ନେଇ FDAର ନୋଟିସ୍

ମୁମ୍ବାଇ : ବଲିଉଡର ତିନି ପ୍ରମୁଖ ସୁପରଷ୍ଟାର ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ସମସ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର ଖାଦ୍ୟ ଓ ଔଷଧ ପ୍ରଶାସନ (FDA) ଅଭିନେତା ଶାହରୁଖ ଖାନ, ଅଜୟ ଦେବଗନ ଓ ଟାଇଗର ଶ୍ରଫଙ୍କୁ … Read More

ସିକ୍କିମରେ ଭୂସ୍ଖଳନ: ପାହାଡ଼ରୁ ଖସୁଛି ମାଟି ଓ ପଥର, ସଙ୍କଟରେ ୧୫୦ ଲୋକଙ୍କ ଜୀବନ

ନୂଆଦିଲ୍ଲୀ: ପଶ୍ଚିମ ସିକ୍କିମରେ ଭୟଙ୍କର ଭୂସ୍ଖଳନ। ଗ୍ୟାଲସିଂ ଜିଲ୍ଲାର ୟୁକସମ୍ ସବ୍ ଡିଭିଜନ୍ ରିମ୍ବି ଓ ସିଙ୍ଗଲିତମ ଅଞ୍ଚଳରେ ବିଶାଳ ଭୂସ୍ଖଳନ ହୋଇଛି। ପାହାଡ଼ରୁ ମାଟି ଓ ପଥର ଲଗାତାର ତଳକୁ ଖସୁଥିବାରୁ ଜନବସତି ସହ ଚାଷଜମି ପ୍ରତି ବିପଦ ବଢ଼ିଛି। ଗତ୧୪ … Read More

ଜିମ୍ବାୱେରେ ନୌକା ଦୁର୍ଘଟଣାରେ ଚାଲିଗଲା ୭୨ ଜୀବନ

ନୂଆଦିଲ୍ଲୀ: ଜିମ୍ବାୱେରେ ଭୟଙ୍କର ନୌକା ଦୁର୍ଘଟଣା । କରିବା ହ୍ରଦରେ ଏକ ଯାତ୍ରୀବାହୀ ନୌକା ଓଲଟି ପଡ଼ିବାରୁ ୭୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ୧୮ ଜଣ ଶିଶୁ ଥିବା ଜଣାପଡ଼ିଛି । ଶନିବାର ଉଦ୍ଧାରକାରୀ ଦଳ ହ୍ରଦରୁ … Read More

ଟିଏମ୍‌ସି କାର୍ଯ୍ୟାଳୟରୁ ପୂର୍ବତନ ଉପବାଚସ୍ପତି ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାମପୁରହାଟ: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲା ରାମପୁରହାଟରେ ରବିବାର ସକାଳେ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିଧାନସଭାର ପୂର୍ବତନ ଉପବାଚସ୍ପତି ତଥା ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ଝୁଲନ୍ତା ମୃତଦେହ ତାଙ୍କ ଘର ନିକଟସ୍ଥ ଦଳୀୟ କାର୍ଯ୍ୟାଳୟରୁ ଉଦ୍ଧାର କରାଯାଇଛି। … Read More

ପୁରୁଣା ପେନସନ ଲାଗୁ ଦାବି ନେଇ ଗାନ୍ଧିମାର୍ଗରେ ଶତାଧିକ ଶିକ୍ଷକଙ୍କ ଧାରଣା

ଭୁବନେଶ୍ୱର : ବର୍ଷାରେ ଭିଜି ଗାନ୍ଧିମାର୍ଗରେ ଶତାଧିକ ଶିକ୍ଷକଙ୍କ ଗଣଧାରଣା। ଏକାଧିକ ଦାବି ନେଇ ଧାରଣାକୁ ଓହ୍ଲାଇଛି ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ସମନ୍ୱୟ ସମିତି । ଅନୁଦାନପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ-କର୍ମଚାରୀଙ୍କ ବିଭିନ୍ନ ଦାବି ନେଇ ଆଜି ଭୁବନେଶ୍ୱର … Read More

କେନ୍ଦୁଝର ଜିଲ୍ଲାରେ ଆସନ୍ତାକାଲି ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ, ପ୍ରବଳ ବର୍ଷା ନେଇ ସତର୍କ ସୂଚନା

କେନ୍ଦୁଝର : କେନ୍ଦୁଝର ଜିଲ୍ଲାରେ ଆସନ୍ତାକାଲି ସମସ୍ତ ସ୍କୁଲ,କଲେଜ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ ନେଇ ଘୋଷଣା କରାଯାଇଛି । ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିବା ପରେ ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି … Read More