ବିରାଜ ପ୍ରୋଫାଇଲ କାରଖାନାରେ ଭୟଙ୍କର ବିସ୍ଫୋରଣ, ଅନେକ ଶ୍ରମିକ ଆହତ

ମହାରାଷ୍ଟ୍ର : ପାଲଘରର ବୋଇସର ଏମଆଇଡିସିରେ ଭଙ୍କର ବିସ୍ଫୋରଣ । ବୋଇସର ତାରାପୁର ଏମଆଇଡିସି ସ୍ଥିତ ବିରାଜ ପ୍ରୋଫାଇଲ କମ୍ପାନୀରେ ବିସ୍ଫୋରଣ ହୋଇଛି । ପ୍ରାଥମିକ ସୂଚନା ମୁତାବକ, ଉତ୍ପାଦନ ବନ୍ଦ ରହିଥିବା ବେଳେ ବିସ୍ଫୋରଣ ହୋଇଥିଲା । ବିସ୍ଫୋରଣରେ ଅନେକ ଆହତ … Read More

ISI-ସମର୍ଥିତ ଶାହଜାଦ୍ ଭଟ୍ଟି ନେଟୱାର୍କର ୨୦୦ରୁ ଅଧିକ ସଦସ୍ୟ ଗିରଫ: ଅମିତ ଶାହ

ନୂଆଦିଲ୍ଲୀ:ସ୍ୱାଧୀନତା ଦିବସ ପୂର୍ବରୁ ସୁରକ୍ଷା ଏଜେନ୍ସିଗୁଡ଼ିକ ISI-ସମର୍ଥିତ’ଶାହଜାଦ୍ ଭଟ୍ଟି ନେଟୱାର୍କ’ବିରୁଦ୍ଧରେ ଏକ ବଡ଼ ଧରଣର ଅଭିଯାନ ଚଳାଇଛନ୍ତି। ୧୪ଟି ରାଜ୍ୟରେ କରାଯାଇଥିବା ଏହି ଅଭିଯାନରେ ଶାହଜାଦ୍ ଭଟ୍ଟି ନେଟୱାର୍କ ସହ ଜଡ଼ିତ ୨୦୦ରୁ ଅଧିକ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି ଏବଂ … Read More

ତାରାପୀଠରେ ଅଗ୍ନିକାଣ୍ଡ, ଜଳିଗଲେ ୭ ତୀର୍ଥଯାତ୍ରୀ, ୧୧ ଆହତ

କୋଲକାତା: ପଶ୍ଚିମବଙ୍ଗର ତାରାପୀଠରେ ଏକ ହୋଟେଲରେ ଅଗ୍ନିକାଣ୍ଡ ଯୋଗୁ ସାତ ଜଣଙ୍କର ମୃତ୍ୟୁ ହୋଇଛି। ଏଥିରେ ପ୍ରାୟ ୧୧ ଜଣ ଆହତ ମଧ୍ୟ ହୋଇଛନ୍ତି। ପୋଲିସ ଅନୁଯାୟୀ, ସୋମବାର ପ୍ରତ୍ୟୁଷରେ ପଶ୍ଚିମବଙ୍ଗର ବୀରଭୂମି ଜିଲ୍ଲାର ଏକ ହୋଟେଲରେ ଅଗ୍ନିକାଣ୍ଡ ଘଟିବା ଫଳରେ … Read More

ଶ୍ରାବଣ ସୋମବାରରେ ଅଶୋକ ଧାମରେ ଦଳାଚକଟା: ୭ ଶ୍ରଦ୍ଧାଳୁ ମୃତ, ଅନେକ ଆହତ

ନୂଆଦିଲ୍ଲୀ: ବିହାର ଲଖିସରାଇରେ ଦଳାଚକଟା, ୭ ଜଣଙ୍କ ମୃତ୍ୟୁ । ଶ୍ରବଣ ସୋମବାରରେ ଅଶୋକଧାମ ମନ୍ଦିରେ ଅଘଟଣ। ଅନେକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି।  ବିହାରର ଲଖିସରାଇ ଜିଲ୍ଲାର ପ୍ରସିଦ୍ଧ ଅଶୋକଧାମ ମନ୍ଦିରରେ ସୋମବାର ସକାଳେ ବଡ଼ ଅଘଟଣ ଘଟିଛି। ମନ୍ଦିର ପରିସରରେ ଦଳାଚକଟା … Read More

ବନ୍ୟାଞ୍ଚଳରେ ମୁଖ୍ୟମନ୍ତ୍ରୀ, ବିପନ୍ନଙ୍କ ସମସ୍ୟା ବୁଝି ତୁରନ୍ତ ସହାୟତା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଲେ

ଯାଜପୁର : ବନ୍ୟା ପରିସ୍ଥିତିର ସମୀକ୍ଷା ପାଇଁ ଯାଜପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ଦଶରଥପୁରର ପତିରି ଘାଟରୁ ବୋଟ୍‌ ଯୋଗେ ବନ୍ୟାଞ୍ଚଳ ବୁଲିବା ସହ ବିପନ୍ନଙ୍କ ସହ କଥା ହୋଇ ସ୍ଥିତି ବୁଝିଛନ୍ତି । ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ … Read More

ଲୌହ ଖଣିରେ ଲୁହାପଥର ପଡ଼ି ଶ୍ରମିକ ମୃତ

ଭୁବନେଶ୍ୱର : ଲୌହ ଖଣିରେ ଅଘଟଣ। ଶ୍ରମିକଙ୍କ ଉପରେ ମାଡ଼ି ବସିଲା ଲୁହାପଥର। ଘଟଣାସ୍ଥଳରେ କାର୍ଯ୍ୟରତ ଶ୍ରମିକଙ୍କ ମୃତ୍ୟୁ। ସୁନ୍ଦରଗଡ଼ ଜିଲ୍ଲା ବଣାଇଁ ଉପଖଣ୍ଡ ଏକ ଲୌହଖଣିରେ ଏ ଅଘଟଣ ଘଟିଛି।  ମୃତ ଶ୍ରମିକ ଜଣକ ତରୁଣ ଭୁମିଜ ବୋଲି ଜଣାପଡ଼ିଛି ।  … Read More

୩୦ ହଜାର ଟଙ୍କା ଲାଞ୍ଚ ନେବାବେଳେ କ୍ୟାପିଟାଲ ହସ୍ପିଟାଲ ଡାକ୍ତରଙ୍କୁ ଧରିଲା ଭିଜିଲାନ୍ସ

ଭୁବନେଶ୍ବର : କ୍ୟାପିଟାଲ ହସ୍ପିଟାଲରେ ଲାଞ୍ଚ କାରବାର। ୩୦ ହଜାର ଟଙ୍କା ନେବାବେଳେ ଡାକ୍ତରଙ୍କୁ ଧରିଲା ଭିଜିଲାନ୍ସ । ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲରେ ଲାଞ୍ଚ କାରବାର ଅଭିଯୋଗ। ଏକ ଏନଜିଓ କର୍ମକର୍ତ୍ତାଙ୍କଠାରୁ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କ୍ୟାପିଟାଲ ହସ୍ପିଟାଲର … Read More

EVରେ ସର୍ଟସର୍କିଟରୁ ଗ୍ୟାରେଜରେ ଲାଗିଲା ନିଆଁ, ଜଳିଗଲା ୮ ଗାଡ଼ି

ଭୁବନେଶ୍ବର: ବରମୁଣ୍ଡାରେ ଏକ ଗ୍ୟାରେଜରେ ଭୟାବହ ଅଗ୍ନିକାଣ୍ଡ । EVରେ ସର୍ଟସର୍କିଟରୁ ଲାଗିଲା ନିଆଁ । ଅଗ୍ନିକାଣ୍ଡରେ ଜଳିଗଲା CNG କାର, ୫ EV ଓ ୨ ପେଟ୍ରୋଲ୍ ଗାଡ଼ି ଜଳିଗଲା । ଭୁବନେଶ୍ୱର ବରମୁଣ୍ଡା କଲୋନୀ ନାକାଗେଟ୍ ଆନନ୍ଦ ବିହାରରେ ଥିବା … Read More

ରାକ୍ଷୀରେ ମିଳିବ ସୁଭଦ୍ରା ଟଙ୍କା ; ବାଦ୍‌ ପଡ଼ିଥିବା ହିତାଧିକାରୀ ଏକା ସଙ୍ଗେ ପାଇବେ ୫ଟି କିସ୍ତି

ଭୁୁବନେଶ୍ୱର : ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଟଙ୍କା। ୨୮ ତାରିଖ ସୁଦ୍ଧା ଯେଉଁ ମାନେ ଆବେଦନ କରିଥିବେ ସମସ୍ତଙ୍କୁ ମିଳିବ ସୁଭଦ୍ରା ଟଙ୍କା ଏନେଇ ସୋମବାର ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଘୋଷଣା କରିଛନ୍ତି। କୋଟିଏରୁ ଅଧିକ ମହିଳାଙ୍କୁ ମିଳିବ … Read More

ଅନଲାଇନ୍ ଆପ୍ ଡ୍ରାଇଭରଙ୍କ ‘ଜିରୋ ସପ୍ଲାଇ’ ଆନ୍ଦୋଳନ: ବନ୍ଦ ହେଲା ଓଲା, ଉବେର୍ ଓ ରାପିଡୋ

ଭୁବନେଶ୍ବର: କଟକ-ଭୁବନେଶ୍ୱରରେ ବନ୍ଦ ହେଲା ଓଲା, ଉବେର ଆଉ rapido । ୭ ଦଫା ଦାବି ନେଇ ଅନଲାଇନ୍ ଆପ୍ ଡ୍ରାଇଭରଙ୍କ ‘ଜିରୋ ସପ୍ଲାଇ’ ଆନ୍ଦୋଳନ । ଅନଲାଇନ୍ ଡ୍ରାଇଭର୍ ମଞ୍ଚ, ଓଡ଼ିଶା ଏବଂ ସମସ୍ତ ଅନଲାଇନ୍ ଓ ଅଫଲାଇନ୍ ଡ୍ରାଇଭର ସଂଗଠନର … Read More