ତାସ ଖେଳକୁ ନେଇ ନାବାଳକକୁ ଛୁରୀ ଭୁଷି ହତ୍ୟା କଲା ନାବାଳକ
ବଲାଙ୍ଗିର: ବଲାଙ୍ଗିର ଜିଲା ଆଗଲପୁର ଥାନା ରୋତ୍ ଗାଁ’ରେ ଜଣେ ନାବାଳକଙ୍କୁ ଛୁରୀ ଭୁସି ହତ୍ୟା କରାଯାଇଛି । ମୃତ ନାବାଳକ ହେଲେ ରୋତ ଗାଁ’ର ରମେଶ ପଟେଲଙ୍କ ପୁଅ ସାହିଦ୍ ପଟେଲ (୧୪)। ଗାଁ’ର ପ୍ରାଥମିକ ବିଦ୍ୟାଳୟ ନିକଟ କ୍ଲବରେ … Read More
