ମୋହନ ଭାଗବତଙ୍କ ନ୍ୟୁୟର୍କ କାର୍ଯ୍ୟକ୍ରମ ଆୟୋଜକଙ୍କ ଏକ୍ସ ଆକାଉଣ୍ଟ୍ ସସପେଣ୍ଡ

ନ୍ୟୁୟର୍କ: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ମୁଖ୍ୟ ମୋହନ ଭାଗବତ ଶନିବାର ନ୍ୟୁୟର୍କରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିବେ । କିନ୍ତୁ ଏହାର ଦିନକ ପୂର୍ବରୁ ଆମେରିକୀୟ ହିନ୍ଦୁମାନଙ୍କ ପାଇଁ ଏନଗେଜମେଣ୍ଟ ଆଣ୍ଡ ଡାଏଲଗ୍ (AHEAD ଫୋରମ୍)ର ଏକ୍ସ ଆକାଉଣ୍ଟକୁ ସସପେଣ୍ଡ ହୋଇଛି … Read More

ଓସିଏ ନିର୍ବାଚନକୁ ନେଇ ହାଇକୋର୍ଟରେ ମାମଲା, ଗ୍ରହଣୀୟତା ଉପରେ ଜାରି ରହିଲା ଶୁଣାଣି

କଟକ ୨୭।୮: ଓଡ଼ିଶା କ୍ରିକେଟ୍ ଆସୋସିଏସନ କର୍ମକର୍ତ୍ତା ନିର୍ବାଚନ ମାମଲା ଉପରେ ଆଜି ବି ପୂର୍ଣ୍ଣାଙ୍ଗ ଶୁଣାଣି ହୋଇପାରିଲା ନାହିଁ । ବରଂ ଦାୟର ମାମଲାର ଗ୍ରହଣୀୟତାକୁ ନେଇ ଶୁଣାଣି ଜାରି ରହିଛି । ଆବେଦନକାରୀ ତଥା ଭେଟେରାନ ରଣଜୀ ପ୍ଲେୟାର … Read More

ଏସୀୟ କ୍ରୀଡ଼ାରେ ଟ୍ବେଣ୍ଟି୨୦ କ୍ରିକେଟ୍‌ ;ସିଧା କ୍ବାର୍ଟର ଖେଳିବେ ଭାରତୀୟ ପୁରୁଷ, ମହିଳା ଦଳ

ନୂଆଦିଲ୍ଲୀ : ଜାପାନର ଆଇଚି-ନୋଗୋୟାରେ ସେପ୍ଟେମ୍ବର ୧୯ରୁ ଅକ୍ଟୋବର ୪ ପର୍ଯ୍ୟନ୍ତ ଏସୀୟ କ୍ରୀଡ଼ା ଖେଳାଯିବ। ଏଥିରେ ଟ୍ବେଣ୍ଟି୨୦ କ୍ରିକେଟ ସ୍ଥାନ ପାଇଛି। ଉଭୟ ପୁରୁଷ ଓ ମହିଳା ବର୍ଗରେ ଟ୍ବେଣ୍ଟି୨୦ କ୍ରିକେଟ ଖେଳାଯିବ। ପ୍ରତିଯୋଗିତା ଆରମ୍ଭର ଦୁଇ ଦିନ ପୂର୍ବରୁ … Read More

ବାପାମାଆଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ ; ଜ୍ୱାଇଁ, ବୋହୂଙ୍କର ନୁହେଁ -ହାଇକୋର୍ଟ

ନୂଆଦିଲ୍ଲୀ : ପିତାମାତାଙ୍କ ସେବା କରିବା ପୁଅ ଏବଂ ଝିଅଙ୍କ ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁଙ୍କର ନୁହେଁ। କୌଣସି ପୁରୁଷ ତାଙ୍କ ସ୍ତ୍ରୀଙ୍କୁ ବାଧ୍ୟ କରିପାରିବେ ନାହିଁ କିମ୍ବା ଜଣେ ଝିଅ ତାଙ୍କ ସ୍ୱାମୀଙ୍କୁ ସେମାନଙ୍କ ପିତାମାତାଙ୍କ ସେବା କରିବାକୁ ବାଧ୍ୟ … Read More

ଭାରତ-ଶ୍ରୀଲଙ୍କା ୨ୟ ଟେଷ୍ଟ ଅମୀମାଂସିତ

କଲମ୍ବୋ : ଶ୍ରୀଲଙ୍କାର ରାଜଧାନୀ କଲମ୍ବୋଠାରେ ଚାଲିଥିବା ଭାରତ-ଶ୍ରୀଲଙ୍କା ୨ୟ ଟେଷ୍ଟ ଅମୀମାଂସିତ ଭାବେ ଶେଷ ହୋଇଛି । ଶ୍ରୀଲଙ୍କା ୪୨୯/୯ ରନରେ ଦ୍ୱିତୀୟ ପାଳି ଘୋଷଣା କରିବା ପରେ ଉଭୟ ଦଳର ଅଧିନାୟକଙ୍କ ନିଷ୍ପତି କ୍ରମେ ମ୍ୟାଚ୍‌କୁ ଅମୀମାଂସିତ ଭାବେ … Read More

ତେଜରାତି ଦୋକାନରୁ ଚୋରା ମଦ ଜବତ, ୨ ଯୁବକ ଗିରଫ

ରାହାମା: ଜଗତସିଂହପୁରଜିଲ୍ଲା କୁଜଙ୍ଗ ବ୍ଲକ ଅନ୍ତର୍ଗତ ଅଗପାଳ ପଞ୍ଚାୟତ ଓ ଆଦର୍ଶ ବିଦ୍ୟାଳୟ ଅଗପାଳ ନିକଟଲାଗି ଏକ ତେଜରାତି ଦୋକାନରୁ ମଦ ଜବତ ହୋଇଛି। ସକାଳ ୧୧ଟା ସମୟରେ ତିର୍ତୋଲ ଥାନା ଅଧିକାରୀ ବଂଶୀଧର ପ୍ରଧାନ, କୁଜଙ୍ଗ ଥାନାର ଅତରିକ୍ତ ଦାୟିତ୍ୱ … Read More

ଛୋଟ ସ୍ୱେଚ୍ଛାସେବୀ ଦଳ ସହ ବନ୍ୟାକ୍ଷତିଗ୍ରସ୍ତ ଗିରୋଙ୍ଗ୍‌ ଯିବାକୁ ସଦ୍‌ଗୁରୁଙ୍କ ଆବେଦନ

ନୂଆଦିଲ୍ଲୀ: ନେପାଳ-ତିବ୍ଦତ ସୀମାବର୍ତ୍ତୀ ଅଞ୍ଚଳରେ ଭୟଙ୍କର ଆକସ୍ମିକ ବନ୍ୟା ପରେ ତିବ୍ଦତର ଗିରୋଙ୍ଗ୍‌ ସହରରେ ନିଖୋଜ ହୋଇଥିବା ୮୦ ଜଣ କୈଳାସ ତୀର୍ଥଯାତ୍ରୀଙ୍କ ସନ୍ଧାନ ପାଇଁ ସଦ୍‌ଗୁରୁ ଜଗ୍ଗୀ ବାସୁଦେବ ଚୀନ୍‌ କର୍ତ୍ତୃପକ୍ଷଙ୍କୁ ଆବେଦନ କରିଛନ୍ତି। ଗୁରୁବାର ସେ କହିଛନ୍ତି ଯେ, … Read More

ଟ୍ୱିନ୍ ସିଟିରେ ସ୍ୱତନ୍ତ୍ର ପ୍ରବର୍ତ୍ତନ ଅଭିଯାନ: ମୋଟ ୩୩୬ ଜଣ କ୍ୟାଡେଟ୍‌ ସବ୍‌-ଇନ୍ସପେକ୍ଟର ନିୟୋଜିତ

ଭୁବନେଶ୍ୱର: ଓଡ଼ିଶା ପୁଲିସ ମହିଳାଙ୍କ ସୁରକ୍ଷା, ମହିଳାଙ୍କ ବିରୋଧରେ ଅପରାଧ ରୋକିବା ପାଇଁ ସଂଗଠିତ ଅପରାଧର ସିଣ୍ଡିକେଟ୍‌କୁ ଭାଙ୍ଗିବା ସହ ନିଶାଦ୍ରବ୍ୟ ଓ ବେଆଇନ ମଦ ବିରୋଧରେ ନିରନ୍ତର ଅଭିଯାନ ଜାରି ରଖିଛି। ସୂଚନାଯୋଗ୍ୟ, ଓଡ଼ିଶା ପୁଲିସ ଡିଜିଙ୍କ ନିର୍ଦ୍ଦେଶକ୍ରମେ ଅଗଷ୍ଟ … Read More

ରାଜ୍ୟ ବିଜେଡି ସଂଖ୍ୟାଲଘୁ ସେଲ୍‌ର ବରିଷ୍ଠ ସାଧାରଣ ସମ୍ପାଦକ ହେଲେ ଜାଲିନା

ଘୁ.ଉଦୟଗିରି : ରାଜ୍ୟ ବିଜେଡି ସଂଖ୍ୟାଲଘୁ ସେଲ ପୁନର୍ଗଠନ କରିବା ପରେ କନ୍ଧମାଳ ଜିଲ୍ଲାର ଆଗ ଧାଡ଼ିର ସଂଖ୍ୟାଲଘୁ ସମ୍ପ୍ରଦାୟର ନାରୀ ନେତ୍ରୀ ଜାଲିନା ପ୍ରିୟଦର୍ଶିନୀଙ୍କୁ ବରିଷ୍ଠ ସାଧାରଣ ସମ୍ପାଦକ ଭାବେ ରାଜ୍ୟ ବିଜେଡି ସଭାପତି ନିଯୁକ୍ତ କରିବା ପରେ କନ୍ଧମାଳ … Read More

ପୁଣି ବସିପାରେ ସଂସଦ, ସରକାରଙ୍କ ସମ୍ଭାବ୍ୟ ନିଷ୍ପତ୍ତି ନେଇ ଇଙ୍ଗିତ ଦେଲେ ରିଜିଜୁ

ନୂଆଦିଲ୍ଲୀ: ସଂସଦ ଅଧିବେଶନ ପୁଣି ଡକାଯିବାର ସମ୍ଭାବନାକୁ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ବୁଧବାର ସମ୍ପୂର୍ଣ୍ଣ ଭାବେ ଅସ୍ୱୀକାର କରିନାହାନ୍ତି। ବର୍ଷାକାଳୀନ ଅଧିବେଶନ ଏପର୍ଯ୍ୟନ୍ତ ଔପଚାରିକ ଭାବେ ସମାପ୍ତ ଘୋଷିତ ହୋଇନଥିବାରୁ ପୁଣି ସଂସଦର ବୈଠକ ଡକାଯାଇପାରିବ ବୋଲି … Read More