ବିଶକେକ୍‌ରେ ପୁଟିନଙ୍କୁ ଭେଟିଲ ପିଏମ୍ ମୋଦୀ, ଇରାନ ରାଷ୍ଟ୍ରପତିଙ୍କ ସହ ମଧ୍ୟ ଆଲୋଚନା

ବିଶ୍କେକ୍‌: ସାଂଘାଇ ସହଯୋଗ ସଂଗଠନ (ଏସସିଓ)ଶିଖର ସମ୍ମିଳନୀ ଅବସରରେ କିର୍ଗିଜସ୍ତାନର ରାଜଧାନୀ ବିଶକେକ୍‌ରେ ସୋମବାର ପ୍ରଧାନମନ୍ତ୍ରୀ ମୋଦୀ ରୁଷ୍ ରାଷ୍ଟ୍ରପତି ପୁଟିନଙ୍କୁ ସାକ୍ଷାତ୍‌ କରିଛନ୍ତି। ଏହା ସହ ମୋଦୀ ଇରାନ ରାଷ୍ଟ୍ରପତି ମସୁଦ ପେଜେସ୍କିଆନଙ୍କୁ ମଧ୍ୟ ଭେଟିଛନ୍ତି। ଦୁଇଟି ଦ୍ୱିପାକ୍ଷିକ ବୈଠକରେ ଭାରତର … Read More

ନେପାଳ ବନ୍ୟା ବିତ୍ପାତ: ଜଳ ବିଦ୍ୟୁତ୍‌ ସୁଡ଼ଙ୍ଗରେ ୯୩ ଶ୍ରମିକ ଫସିଥିବା ଆଶଙ୍କା

କାଠମାଣ୍ଡୁ: ନେପାଳରେ ଭୟଙ୍କର ବନ୍ୟା ଓ ଭୂସ୍ଖଳନ ପରେ ଜଳବିଦ୍ୟୁତ୍‌ ପ୍ରକଳ୍ପଗୁଡ଼ିକରେ ନିଖୋଜ ଶ୍ରମିକଙ୍କ ସନ୍ଧାନ ଜାରି ରହିଛି। ରାସୁୱା ଜିଲ୍ଲାର ରସୁୱାଗାଧି ଜଳବିଦ୍ୟୁତ୍‌ ପ୍ରକଳ୍ପର ଏକ ସୁଡ଼ଙ୍ଗରେ ଅତି କମ୍‌ରେ ୯୩ ଜଣ ଶ୍ରମିକ ଫସିଥିବା ଆଶଙ୍କା କରାଯାଉଥିବା ବେଳେ ଉଦ୍ଧାରକାରୀମାନେ … Read More

ଟ୍ରକକୁ ଧକ୍କା ଦେଲା ମିନି ବସ୍, ଚାଲିଗଲା ୬ ଜୀବନ

ଆସାମ : ଆସାମର ସୋନାପୁରରେ ଭୟଙ୍କର ବସ୍ ଦୁର୍ଘଟଣା । ଜାତୀୟ ରାଜପଥ ୨୭ରେ ଟ୍ରକକୁ ଧକ୍କା ଦେଲା ମିନି ବସ୍ । ଫଳରେ ଘଟଣା ସ୍ଥଳରେ ୬ ଯାତ୍ରୀ ଜୀବନ ହାରିଛନ୍ତି । ଦୁର୍ଘଟଣାରେ ଅନେକ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି … Read More

ବାଣ ଗୋଦାମରେ ବିସ୍ଫୋରଣ, ୭ ମୃତ, ଜଳିଗଲା ଅନେକ ଘର

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶର କୌଶାମ୍ବୀରେ ଏକ ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ ଘଟିଛି । ବିସ୍ଫୋରଣରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଥିବା ଜଣାପଡ଼ିଛି । ସକାଳ ୧୧ଟା ସମୟରେ ଭୟଙ୍କର ବିସ୍ଫୋରଣ ହେବାରୁ ଆତଙ୍କ ଖେଳିଯାଇଥିଲା … Read More

ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ହେଗ୍‌ କୋର୍ଟର ରାୟକୁ ଭାରତର ପ୍ରତ୍ୟାଖ୍ୟାନ

ନୂଆଦିଲ୍ଲୀ:ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ହେଗ୍‌ସ୍ଥିତ ମଧ୍ୟସ୍ଥତା କୋର୍ଟ ଦେଇଥିବା ରାୟକୁ ଭାରତ ସ୍ପଷ୍ଟ ଭାବେ ପ୍ରତ୍ୟାଖ୍ୟାନ କରିଛି। ଭାରତର କହିବା ଅନୁଯାୟୀ, ଏହି ତଥାକଥିତ ମଧ୍ୟସ୍ଥତା କୋର୍ଟର ଭାରତର ସାର୍ବଭୌମ ନିଷ୍ପତ୍ତି ଉପରେ କୌଣସି ଅଧିକାର ନାହିଁ। ଚୁକ୍ତିନାମା ସ୍ଥଗିତ … Read More

୯୦୦ ଟପିଲା ନେପାଳ ମୃତ୍ୟୁ ସଂଖ୍ୟା, ଏବେ ବି ୪,୨୪୭ ନିଖୋଜ

ନେପାଳ : ନେପାଳରେ ପ୍ରଳୟଙ୍କାରୀ ବନ୍ୟାରେ ମୃତ୍ୟୁ ସଂଖ୍ୟା ୯୦୦ ଟପିଲା । ୪୨୦୦ରୁ ଅଧିକ ନିଖୋଜ । ବ୍ୟାପକ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ନେପାଳର ରସୁୱା ତଥା ଆଖପାଖ ଅଞ୍ଚଳରେ ପ୍ରଳୟଙ୍କରୀ ବନ୍ୟା ଓ ଭୂସ୍ଖଳନ ଯୋଗୁଁ ବ୍ୟାପକ … Read More

ଗଙ୍ଗା ଏକ୍ସପ୍ରେସ ୱେରେ ଓଲଟିଲା ଥାର୍, ଚାଲିଗଲା ୪ ଯୁବକଙ୍କ ଜୀବନ

ହାପୁର : ଉତ୍ତରପ୍ରଦେଶ ହାପୁର ଜିଲ୍ଲା ସିମ୍ଭାବଲି ଥାନା ଅଞ୍ଚଳ ଗଙ୍ଗା ଏକ୍ସପ୍ରେସୱେରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ଦ୍ରୁତ ଗତିରେ ଏକ କାର୍ ଅନିୟନ୍ତ୍ରିତ ହୋଇ ଓଲଟି ପଡିଥିଲା । ଗାଡ଼ିରେ ୫ ଜଣ ଯୁବକ ରହିଥିଲେ । ଏମାନେ … Read More

କୈଳାସ ଯାତ୍ରାରେ ଭୟଙ୍କର ବନ୍ୟା, ୭୭ ତୀର୍ଥଯାତ୍ରୀ ନିଖୋଜ

ନେପାଳ: କୈଳାସ ଯାତ୍ରାରେ ଯାଇଥିବା ଇଶା ଫାଉଣ୍ଡେସନର ତୀର୍ଥଯାତ୍ରୀଙ୍କୁ ନେଇ ବଢ଼ିଛି ଚିନ୍ତା । ଚୀନ୍-ନେପାଳ ସୀମାନ୍ତ ହିମାଳୟ ଅଞ୍ଚଳରେ ଭୟଙ୍କର ଆକସ୍ମିକ ବନ୍ୟା ପରେ ଇଶା ଫାଉଣ୍ଡେସନର ୭୭ ଜଣ ତୀର୍ଥଯାତ୍ରୀଙ୍କ ସହ ଏପର୍ଯ୍ୟନ୍ତ ଯୋଗାଯୋଗ ହୋଇପାରିନଥିବା ସୂଚନା ମିଳିଛି । … Read More

୨ କୋଟି ଟଙ୍କାର ସୁନା ଋଣ ଜାଲିଆତି: ବ୍ୟାଙ୍କ ମ୍ୟାନେଜର ଗିରଫ

ବାଲେଶ୍ବର: ସୁନାଋଣ ପ୍ରଦାନରେ ଜାଲିଆତି ଅଭିଯୋଗରେ ଓଡ଼ିଶା ପୋଲିସର ସ୍ୱତନ୍ତ୍ର ଅର୍ଥନୈତିକ ଶାଖା ବାଲେଶ୍ୱର ଜିଲା ଜୋଡା ୟୁନିଅନ ବ୍ୟାଙ୍କର ତତ୍କାଳୀନ ମ୍ୟାନେଜର ସତ୍ୟବ୍ରତ ଭୋଇଙ୍କୁ ଗିରଫ କରିଛି । ତାଙ୍କ ନାମରେ ପ୍ରାୟ ୨ କୋଟି ୧୨ ଲକ୍ଷ ଟଙ୍କା … Read More

ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଉଟସୋର୍ସିଂ ଚାକିରି ଦେବା ଆଳରେ ୨ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କାର ଠକେଇ

ଜୟପୁର:କୋରାପୁଟର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଉଟସୋର୍ସିଂ ମାଧ୍ୟମରେ ଆଟେଣ୍ଡାଣ୍ଟ ଓ ଅନ୍ୟାନ୍ୟ ପଦବୀରେ ଚାକିରି ଯୋଗାଇ ଦେବା ନାଁରେ ଲକ୍ଷାଧିକ ଟଙ୍କାର ଠକେଇ ହୋଇଥିବା ନେଇ ରବିବାର ସଦର ଥାନାରେ ଦ୍ବାରସ୍ଥ ହୋଇଛନ୍ତି ଅଭିଯୋଗକାରୀ। ପ୍ରତିଶ୍ରୁତି ଦେଇ ଟଙ୍କା ନେବା ପରେ … Read More