ଟ୍ରାଫିକ୍ ଡ୍ୟୁଟିରେ ଆରମ୍ଭ ହେଲା ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥା

ଭୁବନେଶ୍ୱର : ରାଜଧାନୀରେ ଟ୍ରାଫିକ୍ ପରିଚାଳନାକୁ ଅଧିକ ସ୍ମାର୍ଟ ଓ ଆଧୁନିକ କରିବା ଲକ୍ଷ୍ୟରେ କମିଶନରେଟ୍ ପୁଲିସ ପକ୍ଷରୁ ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଛି। ରବିବାର ସନ୍ଧ୍ୟାରେ ପୁଲିସ ସେବା ଭବନଠାରେ ଆୟୋଜିତ କାର୍ଯ୍ୟକ୍ରମରେ … Read More

ମହାଷ୍ଟମୀରେ ବନ୍ଦ ରହିବ ସବୁ ମଦ ଦୋକାନ !

କୋଲକତା: ଆସନ୍ତା ଶାରଦୀୟ ଦୁର୍ଗାପୂଜାର ମହାଷ୍ଟମୀ ଦିନ ପଶ୍ଚିମବଙ୍ଗର ସବୁ ମଦ ଦୋକାନ ବନ୍ଦ ରହିବ । ଖାଲି ସେତିକି ନୁହେଁ ରାଜ୍ୟରେ ଥିବା ବାର୍‌ଗୁଡିକ ମଧ୍ୟ ସେଦିନ ବନ୍ଦ ରହିବ । ମା’ ମଣ୍ଡପରେ ପୂଜା ପାଉଥିବା ବେଳେ ରାଜ୍ୟରେ … Read More

ଘରୋଇ ଏଲପିଜି ଗ୍ରାହକଙ୍କ ପାଇଁ ଖୁସି ଖବର, କୋହଳ ହେଲା ଏଲପିଜି ରିଫିଲ୍ ବୁକିଂ ବ୍ୟବଧାନ

ନୂଆଦିଲ୍ଲୀ: ଘରୋଇ ଏଲପିଜି ଗ୍ରାହକଙ୍କ ପାଇଁ ଖୁସି ଖବର। ଗ୍ରାମାଞ୍ଚଳ ଓ ସହରାଞ୍ଚଳର ଗ୍ରାହକଙ୍କ ପାଇଁ ଏଲପିଜି ରିଫିଲ୍ ବୁକିଂ ବ୍ୟବଧାନକୁ କୋହଳ କରିଛନ୍ତି କେନ୍ଦ୍ର ସରକାର। ଏଣିକି ସମସ୍ତ ଘରୋଇ ଏଲପିଜି ଗ୍ରାହକ ୨୫ ଦିନ ବ୍ୟବଧାନରେ ସିଲିଣ୍ଡର ରିଫିଲ୍ … Read More

ଡିଭାଇଡରେ ପିଟି ହୋଇ ଓଲଟିଲା ପିକ୍ଅପ୍, ୬ ମୃତ, ୩୦ ଗୁରୁତର

ବାଗପତ : ଉତ୍ତରପ୍ରଦେଶର ବାଗପତ ଜିଲ୍ଲାର ଇଷ୍ଟର୍ଣ୍ଣ ପେରିଫେରାଲ୍ ଏକ୍ସପ୍ରେସ୍ୱେରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି । ଶ୍ରଦ୍ଧାଳୁଙ୍କୁ ନେଇ ଯାଉଥିବା ଏକ ପିକ୍ଅପ୍ ଗାଡ଼ି ଡିଭାଇଡରରେ ଧକ୍କା ଦେବା ପରେ ଓଲଟି ପଡ଼ିଥିଲା । ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୬ … Read More

ବିଧାନସଭାରେ ଗର୍ଜିଲେ ମୁଖ୍ୟମନ୍ତ୍ରୀ ବିଜୟ, ବିରୋଧୀଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ: ବିଧାନସଭାରେ ନିଜ ଅଭିଭାଷଣ ରଖି ବିଜୟ କହିଛନ୍ତି, ତାମିଲନାଡୁର ଜନତା ପୂର୍ବରୁ ଅନ୍ନା, ଏମ୍‌ଜିଆର୍‌ ଏବଂ ଏନ୍‌ଟିଆର୍‌ଙ୍କ ଭଳି ନେତାଙ୍କୁ ଜନାଦେଶ ଦେଇଛନ୍ତି । ଆଉ ଏବେ ସେହି ଜନସମର୍ଥନ ତାଙ୍କୁ ମଧ୍ୟ ମିଳିଛି । ମହିଳାଙ୍କ ପ୍ରସଙ୍ଗରେ ମଧ୍ୟ ବିଜୟ … Read More

ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି, ମଝି ଆକାଶରୁ ଫେରିଲା

କୋଚି : ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ମଝି ଆକାଶରୁ ଫେରିଛି ବିମାନ । କୋଚିରୁ ଆବୁଧାବି ଯାଉଥିବା ଏୟାର ଇଣ୍ଡିଆ ଏକ୍ସପ୍ରେସର ବୋଇଂ ୭୩୭ ବିମାନ IX 415କୁ ଉଡ଼ାଣ ମଝିରୁ ପୁଣି କୋଚି ଫେରିବାକୁ ପଡ଼ିଛି … Read More

ରନୱେରୁ ବାହାରକୁ ଚାଲିଗଲା କାର୍ଗୋ ବିମାନ : ୫ ମୃତ, ୫ ଆହତ

ନୂଆଦିଲ୍ଲୀ: ରନୱେରୁ ବାହାରିଗଲା କାର୍ଗୋ ବିମାନ । ମିଆମି ଅନ୍ତର୍ଜାତୀୟ ବିମାନବନ୍ଦରରେ ଆମାଜନ ପ୍ରାଇମ ଏୟାରର କାର୍ଗୋ ବିମାନ ରନୱେରୁ ବାହାରକୁ ଚାଲିଗଲା । ଫଳରେ ୫ ଜଣଙ୍କ ମୃତ୍ୟୁ ଏବଂ ୫ ଜଣ ଆହତ ହୋଇଛନ୍ତି । ଦୁର୍ଘଟଣାରେ 21 … Read More

ମସ୍କୋରେ ଭାରତୀୟ ଇଞ୍ଜିନିୟରଙ୍କୁ ଅଟକ: ପିଏମ୍ ମୋଦୀଙ୍କ ସହାୟତା ଲୋଡ଼ିଲେ ସ୍ତ୍ରୀ

ମସ୍କୋ: ରଷିଆରେ ଜଣେ ଭାରତୀୟ ଇଞ୍ଜିନିୟରଙ୍କୁ ଅଟକ ରଖାଯିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଉତ୍ତର ପ୍ରଦେଶର କାନପୁର ନିବାସୀ ଚନ୍ଦନ ଗୁପ୍ତା ନାମକ ଜଣେ ଇଞ୍ଜିନିୟରଙ୍କୁ ରୁଷିଆ ପୋଲିସ ଅଟକ ରଖିଥିବା ନେଇ ତାଙ୍କ ସ୍ତ୍ରୀ ସ୍ନେହା ଗୁପ୍ତା … Read More

ଦିଲ୍ଲୀ କୋଠା ଭୁଶୁଡ଼ିବା ଘଟଣା: ମୃତ୍ୟୁସଂଖ୍ୟା ୭ରେ ପହଞ୍ଚିଲା, ୧୨ ଉଦ୍ଧାର

ନୂଆଦିଲ୍ଲୀ : ନୂଆଦିଲ୍ଲୀର ସତ୍ୟ ନିକେତନରେ ୫ ମହଲା କୋଠା ଭୁଶୁଡ଼ି ମୃତ୍ୟୁସଂଖ୍ୟା ୭ରେ ପହଞ୍ଚିଛି । ଏପର୍ଯ୍ୟନ୍ତ ୧୨ ଜଣଙ୍କୁ ଉଦ୍ଧାର କରାଯାଇଛି । NDRF, ଦିଲ୍ଲୀ ଅଗ୍ନିଶମ ସେବା ଏବଂ ଦିଲ୍ଲୀ ପୋଲିସ ମିଳିତ ଭାବେ ଉଦ୍ଧାର କାର୍ଯ୍ୟ ଜାରି … Read More

ଲାଞ୍ଚ ନେବା ବେଳେ ଦୁଇ ରାଜସ୍ୱ ଅଧିକାରୀଙ୍କୁ ଧରିଲା ଭିଜିଲାନ୍ସ

କଟକ : କିସମ ପରିବର୍ତ୍ତନ କରି ଜମି ପଟ୍ଟା ଯୋଗାଇ ଦେବା ପାଇଁ ଲାଞ୍ଚ ନେଇ ଦୁଇ ରାଜସ୍ୱ ଅଧିକାରୀ ଭିଜିଲାନ୍ସ ଜାଲରେ ।  ପୁରୀ ଜିଲ୍ଲା ପିପିଲି ତହସିଲ ଅଧୀନ ସିଉଳା ଆର୍ ଆଇ ସର୍କଲର ରାଜସ୍ୱ ନିରୀକ୍ଷକ କଲ୍ୟାଣୀ … Read More