ଝାଡ଼ଖଣ୍ଡ ସରକାରଙ୍କ ଉଚ୍ଚଶିକ୍ଷା ମନ୍ତ୍ରୀ ସୁଦିବ୍ୟ କୁମାର ସୋନୁଙ୍କ ପରଲୋକ
ଝାଡ଼ଖଣ୍ଡ : ଝାଡ଼ଖଣ୍ଡରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଝାଡ଼ଖଣ୍ଡ ସରକାରଙ୍କ ମନ୍ତ୍ରୀ ଏବଂ ଗିରିଡିହ ବିଧାୟକ ସୁଦିବ୍ୟ କୁମାର ସୋନୁଙ୍କ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁ ପରେ ସମଗ୍ର ଅଞ୍ଚଳରେ ଶୋକର ବାତାବରଣ ସୃଷ୍ଟି ହୋଇଛି । … Read More
