ସାମ୍ବାଦିକଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ, ପରିବାରକୁ ମିଳିବ ସହାୟତା ରାଶି

ଭୁବନେଶ୍ୱର: ଓଡ଼ିଶାର କାର୍ଯ୍ୟରତ ସାମ୍ବାଦିକମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ ବୋଲି କହିଛନ୍ତି । ସାମ୍ବାଦିକମାନେ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ଭାବେ ସମାଜର ବିଭିନ୍ନ ଘଟଣା ଓ ସମସ୍ୟାକୁ ଲୋକଲୋଚନକୁ ଆଣିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଉଛନ୍ତି । ସେମାନଙ୍କ ଏହି ଗୁରୁତ୍ୱପୂର୍ଣ୍ଣ … Read More

ପାର୍କ ପାଚେରି କଡ଼ରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗରେ ସ୍ୱାମୀ ଅଟକ

ସମ୍ବଲପୁର: ସମ୍ବଲପୁରରେ ଚାଞ୍ଚଲ୍ୟ। ଟାଉନ ଥାନା ଅନ୍ତର୍ଗତ ସେନ ପାର୍କ ନିକଟରେ ଜଣେ ମହିଳାଙ୍କୁ ବିଭତ୍ସ ହତ୍ୟା  l ମହିଳାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ ହୋଇଛି । ମୃତ ମହିଳା ହେଲେ ହୀନା ବେଗମ । … Read More

ପାରଳାଖେମୁଣ୍ଡି ସବଜେଲରେ କଏଦୀଙ୍କର ମୃତ୍ୟୁ; ଉଚ୍ଚସ୍ତରୀୟ ତଦନ୍ତ ଦାବି

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସବ ଜେଲରେ ଜଣେ ବିଚାରଧୀନ କଏଦୀ (UTP)ଙ୍କ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ମୃତକ ହେଉଛନ୍ତି ରାୟଗଡ ଥାନା ଅନ୍ତର୍ଗତ ଜିରାଙ୍ଗ ଗ୍ରାମ ତାଙ୍କଲା ସାହିର ରୁନା ବଡ଼ ରଇତ(୩୧)। ଅଗଷ୍ଟ ୧୦ ତାରିଖରେ … Read More

ସ୍ଥଗିତ ରହିଲା ଶିକ୍ଷକ ଆନ୍ଦୋଳନ: ସରକାରଙ୍କ ଆଶ୍ୱାସନା ପରେ ଧାରଣାରୁ ଓହରିଲା ସମନ୍ଵୟ ସମିତି

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଲୋୟର ପିଏମଜିଠାରେ ନିଜର ଦୀର୍ଘଦିନର ଦାବି ପୂରଣ ନେଇ ଚାଲିଥିବା ଶିକ୍ଷକ ଆନ୍ଦୋଳନ ଶେଷରେ ୨୧ ଦିନ ପରେ ସ୍ଥଗିତ ରଖାଯାଇଛି । ରାଜ୍ୟ ସରକାରଙ୍କ ହସ୍ତକ୍ଷେପ ଏବଂ ନିର୍ଦ୍ଦିଷ୍ଟ ପ୍ରତିଶ୍ରୁତି ପରେ ଆନ୍ଦୋଳନକାରୀ ଶିକ୍ଷକମାନେ ଧାରଣାରୁ … Read More

ସିବିଆଇ ପଞ୍ଝାରେ ଜି ଗ୍ରୁପ୍‌ର ପ୍ରତିଷ୍ଠାତା ସୁଭାଷ ଚନ୍ଦ୍ରା ! ଠକେଇ ଅଭିଯୋଗରେ ମାମଲା

ନୂଆଦିଲ୍ଲୀ: ଜି ଗ୍ରୁପ୍‌ର ପ୍ରତିଷ୍ଠାତା ସୁଭାଷ ଚନ୍ଦ୍ରାଙ୍କୁ ନେଇ ଏବେ ଚର୍ଚ୍ଚା ବଢ଼ିଛି । CBI ଏସେଲ ଗ୍ରୁପର ପ୍ରତିଷ୍ଠାତା ସୁଭାଷ ଚନ୍ଦ୍ରଙ୍କ ସମେତ ଅନ୍ୟ ୪ଜଣଙ୍କ ବିରୋଧରେ ଠକେଇ ମାମଲା ରୁଜୁ କରିଛି । ଏହି ମାମଲାରେ ୧,୩୨୨ କୋଟିରୁ … Read More

ଓଡିଶାରୁ ୪ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର

ଭୁବନେଶ୍ବର: ଗୁରୁ ଦିବସ ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସାରା ଦେଶର ଅସାଧାରଣ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ପ୍ରଦାନ କରିଛନ୍ତି। ବିଦ୍ୟାଳୟ ଶିକ୍ଷା, ଉଚ୍ଚ ଶିକ୍ଷା ଏବଂ ବୈଷୟିକ ତାଲିମ କ୍ଷେତ୍ରରେ ୮୨ … Read More

ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଡିଭିଜନ୍‌ AEE ଅନୁପମା ସାହୁ, ୩ଟି ସ୍ଥାନରେ ରେଡ୍‌

କେନ୍ଦ୍ରାପଡା: ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଏକ୍‌ଜିକ୍ୟୁଟିଭ୍ ଇଞ୍ଜିନିୟର (AEE) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ ନଗଦ ୩ ଲକ୍ଷ ୧୫ ହଜାର ଟଙ୍କା ଜବତ କରାଯିବା ସହ ଉକ୍ତ ଟଙ୍କା ରଖାଯାଇଥିବା ଅଫିସ୍ ଗାଡ଼ିକୁ ମଧ୍ୟ … Read More

କାଶ୍ମୀର ସୁରକ୍ଷା ବାହିନୀ ଗୁଳିରେ ପାକିସ୍ତାନୀ ଏଲଇଟି କମାଣ୍ଡର ନିହତ

ଜମ୍ମୁ କାଶ୍ମୀର : ଆଜି ଜମ୍ମୁ କାଶ୍ମୀରର ବଡଗାମ ଜିଲ୍ଲାରେ ସୁରକ୍ଷା ବାହିନୀ ସହ ଏନକାଉଣ୍ଟରରେ ଲସ୍କର-ଏ-ତୈବା (ଏଲଇଟି)ର ଜଣେ ପାକିସ୍ତାନୀ କମାଣ୍ଡର ନିହତ ହୋଇଛି । ଏହି ଏନକାଉଣ୍ଟର ସେତେବେଳେ ଆରମ୍ଭ ହୋଇଥିଲା ଯେତେବେଳେ ସ୍ପେଶାଲ ଫୋର୍ସ ଏବଂ ୫୩ ରାଷ୍ଟ୍ରୀୟ … Read More

ଗୁରୁ ଦିବସରେ ଶିକ୍ଷକଙ୍କୁ ମୋଦିଙ୍କ ମନ୍ତ୍ର: ବହିରୁ ବାହାରି ପିଲାଙ୍କ ପ୍ରତିଭାକୁ ଚିହ୍ନନ୍ତୁ

ନୂଆଦିଲ୍ଲୀ : ଆଜି ସେପ୍ଟେମ୍ବର ୫ ତାରିଖ, ଯାହାକୁ ଗୁରୁ ଦିବସ ରୂପେ ପାଳନ କରାଯାଏ । ଏହି ଗୁରୁ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ନ୍ୟାସନାଲ ଟିଚର୍ସ ଆୱାର୍ଡ ୱିନରଙ୍କ ସହ କଥା ହୋଇଥିଲେ । ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି … Read More

ସାମରିକ ଘାଟିରେ ଭୟଙ୍କର ବିସ୍ଫୋରଣ, ଚାଲିଗଲା ୧୦ ଜୀବନ

ନୂଆଦିଲ୍ଲୀ: ଶୁକ୍ରବାର ଦିନ ବୋଲିଭିଆର ଏକ ସୈନ୍ୟ ବାରାକରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି । ଏହି ଦୁର୍ଘଟଣାରେ ପ୍ରାୟ ୧୦ ଜଣଙ୍କର ମୃତ୍ୟୁ ଘଟିବା ସହ ଡଜନ ଡଜନ ଲୋକ ଆହତ ହୋଇଛନ୍ତି । ଫଳରେ ଲୋକେ ଭୟରେ ଦୌଡାଦୌଡି ଆରମ୍ଭ … Read More