ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରହିଛି ଶେକ୍ ଆଣ୍ଡ୍ ଆଲର୍ଟ ସୁବିଧା
ଭୁବନେଶ୍ୱର : ସ୍ୱାୟତ୍ତ ଶାସନ ଦିବସ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କରିଛନ୍ତି । ଓଡ଼ିଶାରେ ସୁରକ୍ଷିତ, ସ୍ମାର୍ଟ ଏବଂ ନାଗରିକ-କୈନ୍ଦ୍ରିକ ସହରୀ ଯାତାୟାତ ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ … Read More
