କଙ୍ଗାରୁ କୋର୍ଟ ଅପମାନ ସହିନପାରି ଜୀବନ ହାରିଲେ ଯୁବକ

ମାଲକାନଗିରି: ସହିପାରିଲେନି କଙ୍ଗାରୁ କୋର୍ଟ ଅପମାନ, ଶେଷରେ ଝୁଲି ପଡ଼ିଲେ । ମାଲକାନଗିରି ଜିଲ୍ଲାରେ କଙ୍ଗାରୁ କୋର୍ଟ ଅପମାନ ପରେ ଝୁଲି ପଡ଼ିଲେ ଯୁବକ । ଅଭିଯୋଗ କରିଛନ୍ତି ପରିବାର । ମାଲକାନଗିରି ଜିଲ୍ଲା MV -୯୨ ଗାଁରୁ ଆସିଛି ଏଭଳି ଏକ … Read More

ସ୍ତ୍ରୀକୁ ମନାଇବାକୁ ଆସିଥିଲେ, ଜୋତାମାଳ ପିନ୍ଧାଇ ମୁହଁରେ ରଙ୍ଗ ମାରି ରାସ୍ତାରେ ଚଲାଇଲେ ଶ୍ୱଶୁର

ଯାଜପୁର : ସ୍ତ୍ରୀକୁ ମନାଇବାକୁ ଆସିଥିଲା ସ୍ୱାମୀ, କିନ୍ତୁ ଜୋତାମାଳ ପିନ୍ଧାଇଲା ଶ୍ୱଶୂର । ! ମୁହଁରେ ରଙ୍ଗ ମାରି ରାସ୍ତାରେ ଚଲାଇଲା । ଜ୍ବାଇଁଙ୍କ ବେକରେ ଜୋତାମାଳ ଝୁଲାଇ ବଜାର ବୁଲାଇଲେ ଶ୍ୱଶୁର । ଯାଜପୁର ଜିଲ୍ଲା ବିଂଝାରପୁର ଥାନା କଲ୍ୟାଣପୁରରେ … Read More

ବେଆଇନ ପଥର ଖାଦାନ ଉପରେ ଚଢ଼ାଉ, ବିପୁଳ ବିସ୍ପୋରକ ଜବତ

ହରଭଙ୍ଗା : ବେଆଇନ ପଥର ଖାଦାନ ଉପରେ ରେଡ଼ । ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ବୌଦ୍ଧ ଜିଲ୍ଲା ହରଭଙ୍ଗା ଅତିରିକ୍ତ ତହସିଲଦାରଙ୍କ ସମେତ ଏକ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ଅଛନ୍ତି । ବୋୖଦ୍ଧ ଜିଲ୍ଲା ଖରଭୂଇଁ … Read More

ଉଚ୍ଚ ଶିକ୍ଷା ପାଇଁ ଗରିବ ମେଧାବୀ SC/ST ଛାତ୍ରଛାତ୍ରୀଙ୍କୁ ବିଦେଶ ପଠାଇବେ ରାଜ୍ୟ ସରକାର

ଭୁବନେଶ୍ୱର: ଗରିବ ମେଧାବୀ SC/ST ଛାତ୍ରଛାତ୍ରୀଙ୍କୁ ବିଦେଶ ପଠାଇବେ ରାଜ୍ୟ ସରକାର। ସ୍ନାତକୋତ୍ତର ଓ Ph.D ପାଇଁ ମେଧାବୀ ଛାତ୍ରଛାତ୍ରୀଙ୍କୁ ବିଦେଶ ପଠାଯିବ କହିଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ। ବିଦେଶର ଶ୍ରେଷ୍ଠ ୨୦୦ ମାନ୍ୟତାପ୍ରାପ୍ତ ଶିକ୍ଷାନୁଷ୍ଠାନରେ ପଢ଼ିବେ ଛାତ୍ରଛାତ୍ରୀ। ବାର୍ଷିକ ପରିବାର … Read More

ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ କାଉନ୍ସିଲ୍ ମାନ୍ୟତା

ଭୁବନେଶ୍ୱର: ଓଡ଼ିଶା ଲୋକଭବନ ହାସଲ କରିଛି ଭାରତୀୟ ଗ୍ରୀନ୍ ବିଲ୍ଡିଂ କାଉନ୍ସିଲ୍ (IGBC)ର ସମ୍ମାନଜନକ ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ୍। ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ। ଯାହା ରାଜ୍ୟ ପାଇଁ ଗର୍ବ ଓ … Read More

ପାର୍ବଣ ପୂର୍ବରୁ ପୋଲିସର ଚେତାବନୀ: ବଳପୂର୍ବକ ଚାନ୍ଦା ଆଦାୟ କଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ଆରମ୍ଭ ହେଲାଣି ପାର୍ବଣ ଋତୁ। ଏହି ସମୟରେ କିଛି ବ୍ୟକ୍ତିବିଶେଷ ବେଆଇନ ଚାନ୍ଦା ଆଦାୟ କରି ପୂଜା ଉତ୍ସବ ପାଳନ କରିବା ଭଳି ଘଟଣା ବିଭିନ୍ନ ସମୟରେ ନଜରକୁ ଆସିଥାଏ । ଏଥିପାଇଁ ପୋଲିସ ଏବେଠୁ ସର୍ତକ ହୋଇଛି । … Read More

ଫୁଲୁଛି ବୈତରଣୀ; ବନ୍ୟା ଆଶଙ୍କା ନେଇ ଲୋକେ ଆତଙ୍କିତ

ଭୁବନେଶ୍ୱର: ଓଡ଼ିଶାର କିଛି ଅଞ୍ଚଳରେ ଆଉ ଏକ ସମ୍ଭାବ୍ୟ ବନ୍ୟା ବିପଦ ସୃଷ୍ଟି ହୋଇଛି। କାରଣ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳସ୍ତର କ୍ରମାଗତ ଭାବରେ ବୃଦ୍ଧି ପାଉଛି। ରିପୋର୍ଟ ଅନୁଯାୟୀ, ବୈତରଣୀ ନଦୀ ପୂର୍ବରୁ ଏହାର … Read More