ଉତ୍କଳ ବିଶ୍ୱବିଦ୍ୟାଳୟରେ +୩ ପ୍ରଶ୍ନପତ୍ର ଲିକ୍ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ପରୀକ୍ଷା ନିୟନ୍ତ୍ରକ
ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟର ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟାର ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ବଡ଼ ଅଭିଯୋଗ ସାମ୍ନାକୁ ଆସିଛି । ସୋସିଆଲ ମିଡିଆ ଏବଂ ବିଭିନ୍ନ ମେସେଜିଂ ଆପ୍ରେ କମର୍ସ ବିଭାଗର ଏକ ପ୍ରଶ୍ନପତ୍ର ପରୀକ୍ଷା ଭାଇରାଲ ହେବାର … Read More
