କାରରେ ହେଉଥିଲା ଗଞ୍ଜେଇ ଚୋରା ଚାଲାଣ, ମାଡ଼ି ବସିଲା ପୋଲିସ

ଚଣ୍ଡିଖୋଲ: କାରରେ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ। ଗଞ୍ଜେଇ ଜବତ ସହ ଘଟଣାରେ ଦୁଇ ଜଣକୁ ଗିରଫ କରାଯାଇଥିବା ବେଳେ, ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି। ସେହିଭଳି ଗଞ୍ଜେଇ ଚୋରା ଚାଲାଣରେ ଆଉ କାହାର ସଂପୃକ୍ତି ରହିଛି … Read More

ଗୁଣିଗାରେଡ଼ି ସନ୍ଦେହରେ ବାପ-ପୁଅଙ୍କୁ ବିଷ ପିଆଇ ହତ୍ୟା, ୧୨ ଅଭିଯୁକ୍ତଙ୍କୁ ଆଜୀବନ ଜେଲ୍

ପାରଳାଖେମୁଣ୍ଡି: ୨୦୨୧ ମସିହାର ବହୁ ଚର୍ଚ୍ଚିତ ଡବଲ ମର୍ଡର ମାମଲାରେ ପାରଳାଖେମୁଣ୍ଡି ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ (ADJ) କୋର୍ଟ ଆଜି ଏକ ମହତ୍ତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଗଜପତି ଜିଲ୍ଲା ଅଡ଼ବା ଥାନା ଅଞ୍ଚଳରେ ଘଟିଥିବା ଏହି ନୃଶଂସ ହତ୍ୟାକାଣ୍ଡରେ … Read More

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଜନ୍ମଦିନରେ ଶୁଭେଛା ଜଣାଇଲେ ସଲମାନ ଖାନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ବଲିଉଡ୍ ଅଭିନେତା ସଲମାନ ଖାନ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ସଲମାନ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲ୍ Xରେ ଏକ ଶୁଭେଛା ବାର୍ତ୍ତା ପୋଷ୍ଟ କରିଛନ୍ତି।ସଲମାନ ଖାନ ଲେଖିଛନ୍ତି, “ଜନମ ଦିନ … Read More

କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାର ସହାୟତା ନେବ ଏସ୍‌ଟିଏଫ୍‌;୩ ଓରାଙ୍ଗଉଟାନଙ୍କୁ ରକ୍ତହୀନତା

ଭୁବନେଶ୍ବର : ଭୋଗରାଇରୁ ୫ ଓରାଙ୍ଗଉଟାନ ଉଦ୍ଧାର ଘଟଣାରେ ଏସ୍‌ଟିଏଫ୍‌କୁ ଆଉ ଏକ ସୁରାକ୍‌ ମିଳିଛି। ଓରାଙ୍ଗଉଟାନ ଚାଲାଣ ଚେର ବିଦେଶକୁ ଲମ୍ବିଛି। ଇଣ୍ଡୋନେସିଆରୁ ବାଂଲାଦେଶ, ଭାରତରୁ ଥାଇଲ୍ୟାଣ୍ଡ ପର୍ଯ୍ୟନ୍ତ ଲମ୍ବିଛି ସାମ୍ରାଜ୍ୟ। ବିଦେଶରେ ରହି ମାଫିଆ ପରିଚାଳିତ କରୁଥିବା ତଦନ୍ତରୁ … Read More

ପୁରୀରେ ଖଜା ଦୋକାନରେ ଚଢାଉ ; ବାସୀ ଚିନି ଶିରା, ନିମ୍ନମାନର ପାମୋଲିନ ତେଲର ହେଉଛି ବ୍ୟବହାର

ପୁରୀ : ଖଜା ଦୋକାନରେ ଚଢାଉ। ଗୁରୁବାର ସକାଳୁ ସକାଳୁ ପୁରୀର କେତେକ ଖଜା ଓ ଗଜା ଦୋକାନରେ ଚଢାଉ କରାଯାଇ ଜୋରିମାନା ଆଦାୟ କରାଯାଇଛି। ଖଜା ଓ ଗଜା ପ୍ରସ୍ତୁତି କେନ୍ଦ୍ରରେ ଖାଦ୍ୟ ନିରାପତ୍ତା ଅଧିକାରୀ ଏବଂ ପୁଲିସ ମିଳିତ … Read More

ଉତ୍ତର ଥାଇଲାଣ୍ଡରେ ଘୂର୍ଣ୍ଣିବଳୟ, ୧୯ରେ ଲଘୁଚାପ ; ୧୯ରେ ବାତ୍ୟା ଆକଳନ: ଆଇଏମ୍‌ଡି

ଭୁବନେଶ୍ବର: ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବା ନେଇ ଚର୍ଚ୍ଚା ଭିତରେ ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି। … Read More

ବିଶ୍ବ ଦକ୍ଷତା କେନ୍ଦ୍ରକୁ ନିତି ଆୟୋଗର ପ୍ରଶଂସା

ଭୁବନେଶ୍ବର: ୨୦୪୭ ସୁଦ୍ଧା ବିକଶିତ ଭାରତ ଗଠନ ପାଇଁ ପ୍ରତ୍ୟେକ ନାଗରିକଙ୍କ ସାମାଜିକ ଓ ଆର୍ଥିକ ପ୍ରଗତି ଉପରେ ଗୁରୁତ୍ୱ ଦିଆଯାଉଛି। ଏହି ଲକ୍ଷ୍ୟ ହାସଲରେ ଦକ୍ଷତା ବିକାଶ କ୍ଷେତ୍ର ଏକ ପ୍ରମୁଖ ଭୂମିକା ଗ୍ରହଣ କରୁଛି। ଭୁବନେଶ୍ୱରଠାରେ ଓଡ଼ିଶା ସରକାରଙ୍କ … Read More

ସାରା ରାଜ୍ୟରେ ବିଶ୍ୱକର୍ମା ପୂଜା ଆନନ୍ଦ ଉତ୍ସାହର ସହ ପାଳିତ

ଭୁବନେଶ୍ବର : ଆଜି ପବିତ୍ର ବିଶ୍ୱକର୍ମା ପୂଜା। ଶାସ୍ତ୍ର ଅନୁଯାୟୀ ବିଶ୍ୱକର୍ମାଙ୍କୁ ଦୁନିଆର ପ୍ରଥମ ଯନ୍ତ୍ରୀ ଏବଂ ବାସ୍ତୁକାରକ ବୋଲି କୁହାଯାଏ। ଏହି ପୂଜାର ନିତୀ ସୂର୍ଯ୍ୟଦେବତାଙ୍କୁ ଦର୍ଶନ କରି କରାଯାଏ। ମାନ୍ୟତା ଅନୁଯାୟୀ ପୌରାଣିକ କାଳରେ ଦେବତା ମାନଙ୍କ ଅସ୍ତ୍ରଶସ୍ତ୍ର … Read More

ହାଇକୋର୍ଟରେ ଓସିଏ ନିର୍ବାଚନ ମାମଲା,ସତ୍ୟପାଠ ଦାଖଲ

କଟକ: ଓଡ଼ିଶା କ୍ରିକେଟ ଆସୋସିଏସନ୍‌ (ଓସିଏ ) କର୍ମକର୍ତ୍ତା ନିର୍ବାଚନ ବିଳମ୍ବକୁ ନେଇ ଦାୟର ମାମଲାରେ ହାଇକୋର୍ଟରେ ସତ୍ୟପାଠ ଦାଖଲ ହୋଇଛି। ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତିଙ୍କ ପକ୍ଷରୁ ଏହି ସତ୍ୟପାଠ ଦାଖଲ କରାଯାଇଛି।ଓସିଏ କର୍ମକର୍ତ୍ତାଙ୍କ ନିର୍ବାଚନ ବିଳମ୍ବ ହେଉଥିବା … Read More

ଆମେରିକାରେ ହାଇଦ୍ରାବାଦ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ; ମାତ୍ର ୧୭ ଦିନ ପୂର୍ବରୁ ହୋଇଥିଲା ବିବାହ

ନୂଆଦିଲ୍ଲୀ: ଆମେରିକାରେ ରହୁଥିବା ନିଜ ଘରେ ସନ୍ଦେହଜନକ ଅବସ୍ଥାରେ ହାଇଦ୍ରାବାଦର ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ ଯୁବକଙ୍କ ପରିଚୟ ମହମ୍ମଦ ଜବେର୍‌ ହୁସେନ୍‌ ଭାବେ କରାଯାଇଛି। ୨୮ ବର୍ଷୀୟ ହୁସେନ୍‌ଙ୍କର ୧୭ ଦିନ ତଳେ ବିବାହ ହୋଇଥିଲା। ମାସାଚୁସେଟ୍ସର ଲୋୱେଲସ୍ଥିତ … Read More