ଆଖି ପିଛୁଳାକେ ଧସିଲା ସୁନା ଖଣି, ୬୦ ଜଣ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା
ନୂଆଦିଲ୍ଲୀ: ସୁଦାନର ପଶ୍ଚିମ କୋର୍ଡୋଫାନ୍ ସ୍ଥିତ ଅଲ-ନୁହୁଦ୍ ସହରରେ ଗୋଟିଏ ସୁନା ଖଣି ଧସିଯିବା ଫଳରେ ଅତିକମରେ ୬୦ ଜଣଙ୍କର ମୃତ୍ୟୁ ଘଟିଛି । ଧ୍ୱଂସାବଶେଷ ତଳେ ଅନେକ ଲୋକ ନିଖୋଜ ଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବୃଦ୍ଧି ପାଇବା ନେଇ ଆଶଙ୍କା … Read More
