ରାଷ୍ଟ୍ରପତି ଭବନ ଠାରେ ଲାଞ୍ଜିଆ ସଉରାଙ୍କ ନୂଆଖାଇ ଭେଟଘାଟ
ରାୟଗଡା: ନୂଆଖାଇ ଭେଟଘାଟ ଅବସରରେ ରାୟଗଡ଼ା ଜିଲା ଗୁଣୁପୁର ବ୍ଲକ୍ ପୁଟାସିଂ ଅଞ୍ଚଳରୁ ବିଶେଷ ଭାବେ ଅନୁନ୍ନତ ଜନଜାତି (ପିଭିଟିଜି) ଲାଞ୍ଜିଆ ସଉରାଙ୍କ ଏକ ୧୫ ଜଣିଆ ସାଂସ୍କୃତିକ ଦଳ ରାଷ୍ଟ୍ରପତି ଭବନରେ ହୋଇଥିବା କାର୍ଯ୍ୟକ୍ରମ ରେ ଭାଗ ନେଇଥିଲେ। ରାଷ୍ଟ୍ରପତି … Read More
