LACରୁ PLA ସୈନ୍ୟ ପ୍ରତ୍ୟାହାର କଲା ଚୀନ, ସୁଧୁରୁଛି ସମ୍ପର୍କ
ନୂଆଦିଲ୍ଲୀ : BRICS ସମ୍ମିଳନୀ ସମାପ୍ତ ହେବା ପରେ ଭାରତ-ଚୀନ୍ ସମ୍ପର୍କ ପୁଣି ଥରେ ସୁଧୁରୁଥିବା ଦେଖିବାକୁ ମିଳିଛି । ଭାରତ ସୀମା ନିକଟରେ ବାସ୍ତବ ନିୟନ୍ତ୍ରଣ ରେଖା (LAC)ରେ ଚୀନ୍ର ପିପୁଲ୍ସ ଲିବରେସନ୍ ଆର୍ମି (PLA)ର ସେନା ହ୍ରାସ ହୋଇଛି । … Read More
